-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସାମ୍ୱାଦିକ ସଂଘର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ 

04-Aug-2025



ରାୟଗଡ(ସୁପ୍ରିୟା ଷଡଙ୍ଗୀ): ରାୟଗଡ଼ା ଜିଲ୍ଲା ପ୍ରଦକ୍ଷୀଣ ଗୃହ ସ୍ଥିତ କନଫରେନ୍ସ ହଲରେ ୨୦୨୫ ଆର୍ଥିକ ବର୍ଷର ଜିଲ୍ଲା ସାମ୍ୱାଦିକ ସଂଘର କାର୍ଯ୍ୟକାରିଣୀ ବୈଠକ ସଂଘର ସଭାପତି ଡ ବାଦଲ କୁମାର ତା'ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ପ୍ରଥମେ ସଂଘର  ପ୍ରାକ୍ତନ ସମାଜ  ପ୍ରତିନିଧି ତଥା  ସଂଘର ସଦସ୍ୟ ସ୍ୱର୍ଗତଃ ପରମାନନ୍ଦ ଦାସଙ୍କ ପାଇଁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ୧ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ସଂଘରେ ପ୍ରଥମରୁ ସାମ୍ୱାଦିକ ସୁରକ୍ଷା ଓ ମଙ୍ଗଳ ତଥା ଜିଲ୍ଲାରେ ଉନ୍ନୟନ କ୍ଷେତ୍ରରେ କିଭଳି ପଦକ୍ଷେପ ନିଆ ଯାଇପାରିବ ସେ ନେଇ ଆଲୋଚନା ହୋଇଥିଲା। ଏହା ପରେ କାର୍ଯ୍ୟକ୍ରମରେ ପୂର୍ବ ବୈଠକ ପରର ହୋଇଥିବା ସମସ୍ତ ସାମାଜିକ ଓ ବ୍ୟକ୍ତିଗତ ସମସ୍ୟା ଉପରେ ଆଲୋଚନା କରଯାଇଥିଲା। ଏହି ବୈଠକରେ ସଂଘର ଉପସ୍ଥିତ କର୍ମକର୍ତ୍ତା ମାନେ ନିଜନିଜ ଅଞ୍ଚଳର ସମସ୍ୟାକୁ ନେଇ ଉପସ୍ଥାପନା କରିବା ସହ ଏହାର ସମାଧାନ ନେଇ ଆଲୋଚନା ହୋଇଥିଲା। ଏହା ସହ ସଂଘର ସଭାପତି ଡ. ତା ସର୍ବଦା ଲୋକଙ୍କ ହିତ ନିମନ୍ତେ କର୍ଯ୍ୟକରିବା ସହ ସାମାଜିକ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକାରିଣୀରେ ସଂଘର ଆଗାମୀ ଦିନରେ ହେବାକୁ ଥିବା କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିବା ସହ ଏହାକୁ କିଭଳି ପରିଚାଳନା କରାଯିବ ସେ ନେଇ ବିସ୍ତୃତ ବିବରଣୀ ପ୍ରଦାନ କରଯାଇଥିଲା। ଏ ନେଇ କାର୍ଯ୍ୟକାରିଣୀ କମିଟିର ସମସ୍ତ ସଦସ୍ୟଙ୍କ ମତାମତ ନିଆଯାଇଥିଲା । ଏହା ସହ ସେପ୍ଟେମ୍ବର ମାସରେ  ଜିଲ୍ଲାର ମୁନିଗୁଡା  ବ୍ଲକରେ  ମୁନିଗୁଡା, ଚନ୍ଦ୍ରପୁର, ବିଷମକଟକ ବ୍ଲକକୁ ନେଇ ଏକ ବୈଠକ କରଯିବା ପାଇଁ ସଦସ୍ୟ ପ୍ରସ୍ତାବ ଦେଇଥିବା ବେଳେ ଏହାକୁ କମିଟି ସମ୍ମତି ପ୍ରଦାନ କରିଥିଲା। ଏହି ଭଳି ବୈଠକ ଅନ୍ୟ ବ୍ଲକରେ ମଧ୍ୟ୍ୟ କରିବା ପାଇଁ ନିଷ୍ପତି ନିଆଯାଇଥିଲା। ସଂଘର ଏକ ସ୍ମରଣିକା କରାଯିବା ପାଇଁ ନିଷ୍ପତି ନିଆଗଲା।  ଆସନ୍ତା ଡିସେମ୍ବର ମାସରେ ସଂଘର ବାର୍ଷିକୋତ୍ସବ ପାଳନ ପାଇଁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଗଲା। କାର୍ଯ୍ୟକ୍ରମକୁ ସଂଘର ଜିଲ୍ଲା ସାଧାରଣ ସମ୍ପାଦକ ଵିଦ୍ୟାଭୂଷଣ ପଣ୍ଡା ପରିଚାଳନା କରିଥିବା ବେଳେ ଉକ୍ତ ବୈଠକରେ କାର୍ଯ୍ୟକାରୀ ସଭାପତି ଶ୍ୟାମ କୁମାର ଦାଶ, କୋଷାଧ୍ୟକ୍ଷ ମନୋଜ ଜେନା, ଅଜୟ ରଥ, ଉମାକାନ୍ତ ନେମାଲପୁରି, ରବୀନ୍ଦ୍ର ପାଟଖଣ୍ଡାଳ , ତ୍ରିମୁଳା ପ୍ରସାଦ ପଟ୍ଟନାୟକ, ସୁଶାନ୍ତ କୁମାର ମିଶ୍ର,ସନ୍ତୋଷ କୁମାର ବେହେରା, ଗଣେଶ କୁମାର ସାହୁ, ସ୍ବପ୍ନ କୁମାର ଦାଶ,ରଞ୍ଜନ ସ୍ୱାଇଁ, ଏମ ବିଦ୍ୟା ସାଗର,ଦୀପକ ଗେଡାପୁ,ପ୍ରମୋଦ କୁମାର ପଣ୍ଡା, ଗୋଲକ ବିହାରୀ ସାମନ୍ତରାୟ, ନିତ୍ୟାନନ୍ଦ ବୈଷ୍ଣବ, ମହେଶ ପାଟ୍ଟଖଣ୍ଡାଳ, ଅକ୍ଷୟ କୁମାର ପୀଡିଷିକା, ସନ୍ତୋଷ କୁମାର ବଚ୍ଛା, ତପନ କୁମାର କାଡ୍ରକା, ଅଜିତ କୁମାର ଗୌଡ଼, ରାଜେନ୍ଦ୍ର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।ଶେଷରେ ବିଜୟ ଦାଶ ଧନ୍ୟବାଦ୍ ଅର୍ପଣ କରି ସଭାସଙ୍ଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like