-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ରାଜ୍ୟ

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା ଘଟଣାରେ, ୫ ଜଣଙ୍କୁ କୋର୍ଟ ଚାଲାଣ କଲା ପୋଲିସ

10-Oct-2020



ମାଲକାନଗିରି,10/10- ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ କାଲଦାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ  ଦୁର୍ଗମ ଉଦୟଗିରି ଗ୍ରାମରେ ଗୁଣି ଗାରେଡ଼ି କରୁଥିବା ସନ୍ଦେହ କରି ବାଗା କାବାସୀ ନାମକ ଜଣେ ଲୋକ କୁ ସ୍ଥାନୀୟ ଅଞ୍ଚଳର କିଛି ଲୋକ ମାରିଦେବା ସହ ପ୍ରମାଣ ନଷ୍ଟ କରିବା ପାଇଁ ଶବକୁ ପାଖରେ ଥିବା ବଣକୁ ନେଇ ପୋଡି ଦେଇଥିଲେ। ଦୁର୍ଗମ ଅଞ୍ଚଳରେ ଘଟିଥିବା ଏଭଳି ହତ୍ୟାକାଣ୍ଡ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ଅପରାଧି ଙ୍କ ବିରୋଧରେ ପୋଲିସ ର କାର୍ଯ୍ୟାନୁଷ୍ଠାନ ପ୍ରତି ସମସ୍ତଙ୍କ ନଜର ରହିଥିଲା। ତେବେ ପୋଲିସ ପକ୍ଷରୁ ବିଭିନ୍ନ ଲୋକଙ୍କୁ ଉଠାଇ ପଚରାଉଚୁରା କରିବା ପରେ ଆଜି ଦୁଇ ମୁଖ୍ୟ ଆସାମୀ ସମେତ ମୋଟ ପାଞ୍ଚଜଣଙ୍କୁ କୋର୍ଟ ଚାଲାଣ କରିଛି। ସୂଚନା ମୁତାବକ ଗତ ଏକ ବର୍ଷ ମଧ୍ୟରେ ଅଭିଯୁକ୍ତ ଗଙ୍ଗା ପଡିଆମି ର ମା ଓ ଭୀମା କାରାମ  ର ବାପା ଙ୍କୁ ସେହି ଗ୍ରାମର ବାଗା କାବାସୀ ଗୁଣିଗାରେଡ଼ି କରି ମାରିଦେଇଥିବା ସନ୍ଦେହ କରିଥିଲେ। ଗତ ବୁଧବାର  ଦିନ ପ୍ରାୟ ୨ ଟା ବେଳେ ଅଭିଯୁକ୍ତ ଦୁଇଜଣ ମୃତ ବାଗା କାବାସୀ ଙ୍କ ଘରକୁ ଆସି ଏକ ଲାଠି ଓ ଦୌଡ଼ି ସାହାଯ୍ୟରେ ମାରିବାକୁ ଚେଷ୍ଟା କରିଥିଲେ। ଏଥିସହ ଗଙ୍ଗା ପଡିଆମି ଏକ କୁରାଢ଼ି ସାହାଯ୍ୟରେ ବାଗା ର ମୁଣ୍ଡ ଓ ବେକକୁ ପ୍ରହାର କରିବାରୁ ସେଠାରେ ହିଁ ବାଗା ର ମୃତ୍ୟୁ ହୋଇଥିଲା। ଏହାପରେ ପ୍ରମାଣ ନଷ୍ଟ କରିବା ପାଇଁ ଅନ୍ୟକିଛି ସହଯୋଗୀଙ୍କ ସହ ଉଭୟ ବାଗା ର ମୃତ ଶରୀର କୁ ଗ୍ରାମ ନିକଟସ୍ତ ମଶାଣିରେ ପୋଡ଼ି ଦେଇଥିଲେ। ତେବେ ଗତ ବୁଧବାର ରାତିରେ ମୃତ ବାଗା ର ସ୍ତ୍ରୀ ପଡିଆ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପଡିଆ ଥାନାରେ କେସ୍ ନଂ ୪୩ /୨୦, ଧାରା ୩୦୨/୨୦୧ /୩୪ ଆଇ ପି ସି ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରୀ ରହିଥିଲା। ତଦନ୍ତ ରେ ପୋଲିସ ମୁଖ୍ୟ ଆସାମୀ ସମେତ ଅନ୍ୟ ୩ ଜଣ ସହଯୋଗୀଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ହତ୍ୟା ବେଳେ ବ୍ୟବହୃତ କୁରାଢ଼ି ମଧ୍ୟ ଜବତ କରାଯାଇଥିବା ଜଣାପଡିଛି। ଆଜି ସମସ୍ତ ଅଭିଯୁକ୍ତଙ୍କୁ ସ୍ଵାସ୍ଥ୍ୟ ପରୀକ୍ଷା କରାଯିବା ପରେ କୋର୍ଟ ଚାଲାଣ କରାଯାଇଥିବା ପଡିଆ ଥାନା ଅଧିକାରୀ ରଞ୍ଜନ କୁମାର ମାଝୀ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like