-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

୬ ମାସ ଯାଉନି ମରାମତି କାମ

04-Aug-2025



●ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ

ବରୁଆଁ-ବରୀ-କଳାଗାଟିଆ ରାସ୍ତା ଗୁପ୍ତ ଟେଣ୍ଡର ଜରିଆରେ ହେଉଛି କାମ ଉଚ୍ଚସ୍ତରୀୟ ତଦନ୍ତ ଦାବି

ବରୁଆଁ- ବରୀ-କଳାମାଟିଆ ରାସ୍ତା ମରାମତି କାର୍ଯ୍ୟ ନିମ୍ନମାନର କରାଯାଉଥ‌ିବା ଅଭିଯୋଗ ହୋଇଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଅଭିଯୋଗକୁ ଗୁରୁତ୍ବ ଦେଉନାହାନ୍ତି। ଫଳରେ ଅର୍ଥ ଖର୍ଚ୍ଚ କରାଯାଉଥିଲେ ବି ରାସ୍ତାରେ ବାରମ୍ବାର ଖାଲଖମା ସୃଷ୍ଟି ହେଉଛି। ଦୁର୍ଘଟଣା ଘଟି ଧନଜୀବନ ହାନି ହେଉଛି। ଯାତାୟାତ କ୍ଷେତ୍ରରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଉକ୍ତ ବିଭାଗ ସରକାରୀ ନିୟମ ଉଲଂଘନ କରି ଗୁପ୍ତ ଟେଣ୍ଡର ରାସ୍ତା ମରାମତି କରାଯାଇଛି ।
ଜରିଆରେ ବଡ଼ବଡ଼ ପ୍ରକଳ୍ପକୁ ୫ ଲକ୍ଷରୁ କମ ଟଙ୍କାରେ ବିଭକ୍ତ କରି ନିଜର ମନମୁତାବକ ଠିକାଦାରଙ୍କୁ କାର୍ଯ୍ୟ କରିବାର ଦାୟିତ୍ୱ ଦେଉଛି। ମାର୍ଚ୍ଚ ପୂର୍ବରୁ ଏହି ଗୁପ୍ତ ଟେଣ୍ଡର ପ୍ରକ୍ରିୟା ଆପଣାଇ ବରୁଆଁ-ବରୀ-କଳାମାଟିଆ ରାସ୍ତାର ମରାମତି କରାଯାଇଥିଲା। ହେଲେ ୬ ମାସ ନ ପୁରୁଣୁ ରାସ୍ତାରେ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗର୍ଭ ସୃଷ୍ଟି ହୋଇଛି। ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି କାର୍ଯ୍ୟର ମାନ ନିରୂପଣ କରୁ ନ ଥିବାରୁ ଠିକାଦାର ନିମ୍ନମାନର କାର୍ଯ୍ୟ କରି ସରକାରୀ ଅର୍ଥକୁ ବ୍ୟାପକ ପରିମାଣରେ ଲୁଟୁଛନ୍ତି। ଏଠାରେ ବାରମ୍ବାର ସ୍ଥାନୀୟ ଲୋକେ ନିମ୍ନମାନର କାର୍ଯ୍ୟକୁ ବିରୋଧ କରୁଛନ୍ତି, ହେଲେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ସେହିପରି ଏ ସମ୍ପର୍କରେ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ବି ସମ୍ପୃକ୍ତ ଅଧିକାରୀମାନେ ନିରବଦ୍ରଷ୍ଟା ସା ଜୁଛନ୍ତି। କେତେଜଣ ଅଧିକାରୀ ଗୁପ୍ତଟେଣ୍ଡର ମାଧ୍ୟମରେ ଅର୍ଥ ହଡ଼ପର ଭାଗିଦାର ସାଜୁଛନ୍ତି। ଏବେ ପୁଣି ପୁଣି ମରାମତି କାମ ଆରମ୍ଭହୋଇଛି। ଅଧୂକାରୀ ରାଜନୈତିକ ଚାପର ବଶବର୍ତ୍ତୀ ହୋଇ ଆଗକୁ ଗୁପ୍ତଟେଣ୍ଡର ମାଧ୍ୟମରେ ଅନ୍ୟ କିଛି ଠିକାଦାରଙ୍କୁ କାର୍ଯ୍ୟଦେବାର ଯୋଜନା ଚାଲିଛି ବୋଲି ଜଣେ କର୍ମଚାରୀ ନିଜ ନାମ ଗୋପନ ରଖ୍ ପ୍ରକାଶ କରିଛନ୍ତି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ବିଭାଗର ବହୁ ଗୋପନ ତଥ୍ୟ ପଦାକୁ ଆସି ପାରିବ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଏ ସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଭଗବାନ ବେହେରାଙ୍କୁ ପଚାରିବାରେ ସେ କହିଛନ୍ତି, ଏଠାରେ ନୂତନ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି। କାଗଜପତ୍ର ଯାଞ୍ଚ କରିବା ପରେ କାର୍ଯ୍ୟ ଉପରେ ମତ ରଖିପାରିବେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like