-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବଇରାସର କ୍ଳଷ୍ଟର ସ୍ତରୀୟ ଦ୍ୱିତୀୟ ମାସିକ ବୈଠକ ଅନୁଷ୍ଠିତ

04-Aug-2025



ପୁଇଁନ୍ତଲା ବ୍ଳକ ଅନ୍ତର୍ଗତ ବଇରାସର ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ   ବଇରାସର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ରଞ୍ଜିତ ମିଶ୍ରଙ୍କ ତତ୍ତ୍ୱାବଧାନରେ ୧୦ଟି ବିଦ୍ୟାଳୟର, ମୌଳିକ ସଂଖ୍ୟା ଜ୍ଞାନ ଓ ଶିକ୍ଷକଶିକ୍ଷୟିତ୍ରୀ ଓ ପ୍ରଧାନ ଶିକ୍ଷକ ଯୋଗ ଦେଇଥିଲେ । ଏହି ବୈଠକ କନ୍ଧlଗlଡ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ ଅନୁଷ୍ଠିତ ହୋଇଥିଲା l

ସର୍ବପ୍ରଥମେ ଶିକ୍ଷକଶିକ୍ଷୟିତ୍ରୀ ମାନେ ଶ୍ରୀଗଣେଶଙ୍କ ଫଟୋ ଚିତ୍ରରେ ଧୂପଦୀପ ଓ ପୁଷ୍ପମାଲ୍ୟ ପ୍ରଦାନ କରି ପ୍ରାର୍ଥନା ଗାନ କରିଥିଲେ ।  ବୈଠକ ଆରମ୍ଭରେ ରଞ୍ଜିତ ମିଶ୍ର ଲକ୍ଷ୍ୟ, ଉଦ୍ଦେଶ୍ୟ ଜ୍ଞାପନ କରିବାସହ  ଅଗଷ୍ଟ ମାସର କାର୍ଯ୍ୟକ୍ରମକୁ ବୁଝାଇ ଥିଲେ। ପ୍ରଥମରୁ ତୃତୀୟ ଶ୍ରେଣୀର ମୌଳିକ ସାକ୍ଷରତା, ମୌଳିକ  ସଂଖ୍ୟାଜ୍ଞାନ ଓ ସାମଗ୍ରିକ ପ୍ରଗତି ପତ୍ର,  କାର୍ଯ୍ୟସୂଚୀ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ଭାଗ ନେଇଥିବା ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଶିଶୁ ବାଟିକା ସହାୟକ ପୁସ୍ତିକା ଓ କାର୍ଯ୍ୟ ପୁସ୍ତିକା ସମ୍ୱନ୍ଧରେ ଆଲୋଚନା କରିଥିଲେ । ସ୍ବାଗତ ଓ କାର୍ଯ୍ୟସୂଚୀ ପ୍ରଦାନ ପରେ ପୂର୍ବ ବୈଠକ ବିଷୟବସ୍ତୁ ର ଆଲୋଚନା ହୋଇଥିଲା l ଅଗଷ୍ଟ ମାସ ର ଶୈକ୍ଷିକ କ୍ୟାଲେଣ୍ଡର , ବହୁଶ୍ରେଣୀ ପରିଚାଳନା, ନମୁନା ପାଠ ଟୀକା ,ଶିକ୍ଷକଙ୍କ ଗତିବିଧି ଯୋଜନା ଶିକ୍ଷକଙ୍କ   ଦ୍ଵାରା ପାଠ ଟୀକା ପ୍ରସ୍ତୁତି ଓ ଉପସ୍ଥାପନା କରିଥିଲେ l ଶିକ୍ଷୟତ୍ରୀ ମାନେ ଅକ୍ଷର ପରିଚୟ ପାଇଁ ଅଭିନୟ ମାଧ୍ୟମରେ ଏକ ବିଷୟବସ୍ତୁ ଉପସ୍ଥାପନା କରିଥିଲେ l ଠିକ୍ ସେହି ପରି ଶିକ୍ଷକ ମାନେ ସଂଖ୍ୟା ଧାରଣା ପାଇଁ ସୁନ୍ଦର ପର୍ଯ୍ୟବେଷଣ କରିଥିଲେ l ପରେ  ବିଦ୍ୟାଳୟ ପରିଦର୍ଶନ କରିବା ସହିତ ସକାରାତ୍ମକ ପ୍ରତିକ୍ରିୟା ରଖିଥିଲେ।ଚତୁର୍ଥ ଓ ପଞ୍ଚମ ଶ୍ରେଣୀ ଆଧାରିତ ଗଣିତ ଶିକ୍ଷଣ କାର୍ଯ୍ୟ  ପାଇଁ କିପରି ଭାବରେ ଅବାକସ ରିଙ୍ଗ, ସ୍ଥାନୀୟମାନ ମ୍ୟାଟ, ଦଶ ଆଧାର ବ୍ଲକର ବ୍ୟବହାର କରିବେ ତାହା ଆଲୋଚନା ସହ ଏକ ନମୁନା ପ୍ରଦର୍ଶନ କରାଗଲା l ଶେଷରେ ସାମଗ୍ରିକ ପ୍ରଗତିପତ୍ରର ବ୍ୟବହାର ପାଇଁ ସୂଚନା ଦେବା ସହିତ କାର୍ଯ୍ୟକ୍ରମର ସଂକ୍ଷେପଣ କରାଯାଇଥିଲା lନପୂର୍ଣ୍ଣଚନ୍ଦ୍ର ମେହେର ଓ ସୁଶୀଲ ମହଲା  କାର୍ଯ୍ୟକ୍ରମ ରେ  ସହଯୋଗ କରିଥିବା ବେଳେ କନ୍ଧାଗାଡ ପ୍ରଧାନ ଶିକ୍ଷୟତ୍ରୀ ଗୀତା ରଥ ଧନ୍ୟବାଦ ଅର୍ପଣ କରି ବୈଠକ ସଙ୍ଗ କରାଯାଇଥିଲା


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like