-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ଅଚାନକ ବସଷ୍ଟାଣ୍ଡ ପରିଦର୍ଶନ*- *ନୂତନ ବସଷ୍ଟାଣ୍ଡ ନିର୍ମାଣ ଆଶା ଉଜ୍ଜୀବିତ*

04-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଓଡ଼ିଶା ସାମ୍ବାଦିକ ସଂଘ ସୁବର୍ଣ୍ଣପୁର ଜିଲ୍ଲା ଶାଖା ପକ୍ଷରୁ ଜିଲ୍ଲାପାଳଙ୍କୁ ଜିଲ୍ଲା ର ଉନ୍ନୟନ ସଂପର୍କିତ କିଛି ପଦକ୍ଷେପ ଗ୍ରହଣ ପାଇଁ  ଦୃଷ୍ଟି ଆକର୍ଷଣ ସହ  ସ୍ଥାନୀୟ ବସଷ୍ଟାଣ୍ଡ ର ଦୁରାବସ୍ଥା ସଂପର୍କରେ କହି ଯାତ୍ରୀ ବିଶ୍ରାମାଗାର ନଥିବା ହେତୁ ଯାତ୍ରୀ  ଭୋଗୁଥିବା ଅକଥନୀୟ ଦୁର୍ଦ୍ଦଶା ସଂପର୍କରେ ସୂଚନା ଦେବାପରେ ହଠାତ୍  ଆଜି ସକାଳୁ ହିଁ  ଜିଲ୍ଲାପାଳ ଡ଼.ନୃପରାଜ ସାହୁ  ସ୍ଥାନୀୟ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ ରେ ଆସି ଉପସ୍ଥିତ ଯାତ୍ରୀ,  ବୁଦ୍ଧିଜୀବୀ, ଓଟୋ, ବସ ମାଲିକ, ସାମ୍ୱାଦିକ , ପୌର ପରିଷଦ ଅଧିକାରୀ, ଯନ୍ତ୍ରୀ ଓ ପ୍ରାକ୍ତନ ପୌର ଅଧ୍ୟକ୍ଷ ଙ୍କ ସହିତ ବିଭିନ୍ନ ସମସ୍ୟା ସମ୍ପର୍କରେ ପଚାରି ବୁଝିଥିଲେ l ବସ ଷ୍ଟାଣ୍ଡ ରେ ଖାଲ ଖମା କୁ ମରାମତି କରିବା ସହ ତୁରନ୍ତ ଏକ ଅସ୍ଥାୟୀ ଯାତ୍ରୀ ବିଶ୍ରାମ ଗାର ନିର୍ମାଣ କରି ବାକୁ ପୌର ପରିଷଦ ଅଧିକାରୀ, ଓ ବିଭିନ୍ନ ଅଧିକାରୀ ଙ୍କୁ ସ୍ପଟ୍ ରୁ ନିର୍ଦ୍ଦେଶ କରିଥିଲେ l

ନିକଟସ୍ଥ ସୌଚାଳୟ  କୁ ପରିଦର୍ଶନ କରି ଏହାର ସଫା ସୁତରା ଦେଖି ପରିଚାଳକ ଙ୍କୁ ଜିଲ୍ଲାପାଳ ପ୍ରଶଂସା କରିଥିଲେ l ନୂଆଁ ବସଷ୍ଟାଣ୍ଡ ର ଟେଣ୍ଡର ପ୍ରକ୍ରିୟା ବିଷୟ ରେ ଏଠାରେ ଲୋକ ଙ୍କ ସମ୍ମୁଖରେ ଅଧିକାରୀ ଙ୍କୁ ବୁଝି ଥିଲେ ଜିଲ୍ଲାପାଳ ଓ ଏହାର ପ୍ରକ୍ରିୟା ସରି ଯାଇଥିବା ଓ ଶୀଘ୍ର କାମ ଆରଂଭ ହେବାକୁ ଥିବା ବିଷୟ ଜିଲ୍ଲାପାଳ ଙ୍କୁ ସୁଚନା ଦେଇଥିଲେ ଅଧିକାରୀ l ପରେ ପରେ ବିଜୁ ପଟ୍ଟନାୟକ ମହିଳା କଲେଜ କୁ ପହଞ୍ଚି ଛାତ୍ରୀ ଓ ଅଧ୍ୟାପକ ଙ୍କ ସହ ଆଲୋଚନା କରି ବିଭିନ୍ନ ସମସ୍ୟା ଉପରେ ଅବଗତ ହୋଇ ଥିଲେ l ଓ ନିର୍ମାଣ ଧିନ ନୂଆଁ କଲେଜ ର କାର୍ଯ୍ଯ କିଭଳି ଶୀଘ୍ର ସମ୍ପୂର୍ଣ୍ଣ ହେବ ଓ ସେଠାରେ ଥିବା କଲେଜ କୁ ରାସ୍ତା ସମସ୍ୟା ଉପରେ କଲେଜ କର୍ତୃପକ୍ଷ ଓ ଛାତ୍ରୀ ମାନେ ଅବଗତ କରାଇଥିଲେ l  ଜିଲ୍ଲାପାଳ ଙ୍କ ଆଜିର ଏ ଗସ୍ତ କୁ କଲେଜ୍ ଛାତ୍ରୀ ଓ ଅଧ୍ୟାପକ ସମେତ ବସ ଷ୍ଟାଣ୍ଡ ର ବସଯାତ୍ରୀ ଓ ବୁଦ୍ଧିଜୀବୀ ଖୁବ୍ ପ୍ରଶଂସା କରିଥିଲେ l ଦୀର୍ଘ ବର୍ଷ ର ନୂଆଁ ବସଷ୍ଟାଣ୍ଡ ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ହେବାକୁ ଥିବା ବିଷୟ ଶୁଣି ସାଧରଣ ଲୋକ ଙ୍କ ମଧ୍ୟରେ ଆଶା ଉଜ୍ଜୀବିତ ହୋଇଥିବା ଜଣା ଯାଇଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like