-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ପ୍ରସିଦ୍ଧ ତଥା ଐତିହାସିକ କେଲିଆ ଶୈବପିଠ ରେ ବୋଲବମ ଭକ୍ତଙ୍କ ଭିଡ଼

04-Aug-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଅଧୀନ ଚଚରାଗୁଡା ପଂଚାୟତରେ ଥିବା ପ୍ରସିଦ୍ଧ ତଥା ଐତିହାସିକ ଶୈବ ପିଠ ହେଉଛି କେଲିଆ ଶୈବ ପିଠ। ଏହି ଶୈବ ପୀଠରେ ବର୍ଷ ତମାମ ଶିବଭକ୍ତଙ୍କ ଭିଡ଼ ଦେଖିବାକୁ ମିଳେ। କିନ୍ତୁ ଶ୍ରାବଣ ର କାଥାହିଁ କିଛି ନିଆରା ଅଟେ। ଚଳିତ ବର୍ଷା ଶ୍ରାବଣରେ କେଲିଆ ଶୈବପିଠ ରେ ବୋଲବମ କାର୍ଯ୍ୟକ୍ରମ ସୁରୁଖୁରୁରେ ସମ୍ପନ୍ନ ହେଲା। ପ୍ରତି ସୋମବାର ଅନ୍ନ ଭୋଗର ବ୍ୟବସ୍ଥା କରାଯାଇ ଥିଲା। ପ୍ରଥମ ସୋମବାର ଦିନ ମନ୍ଦିରରେ ପ୍ରତିମାସ ସଂକ୍ରାନ୍ତି ପାଳନ କରୁଥିବା ସଂକ୍ରାନ୍ତି କମିଟି, ଦ୍ୱତୀୟ ସୋମବାର ଅଗ୍ନିପୁର ପଞ୍ଚାୟତର ଚକାଛପର ଗ୍ରାମର ନିବାସୀ ଶ୍ରୀ ସୁନାଧାର ଭତ୍ରା, ତୃତୀୟ ସୋମବାର ଡାବୁଗାଁ ବ୍ଲକ ପଞ୍ଚଯାତ ସମିତି ଅଧକ୍ଷା ବୀଣା ମାଝୀ ଏବଂ ସହଯୋଗୀ ସୁରେନ୍ଦ୍ର ମିଶ୍ର ଏବଂ ଆନ୍ୟ ମାନେ ଏବଂ ଆଜି ଶେଷ ସୋମବାର ଚଚରାଗୁଡା ପୂର୍ବତନ ସରପଞ୍ଚ ଓ ଆଖ ପାଖ ଗ୍ରାମର  ବିଶିଷ୍ଟ ବ୍ୟକ୍ତି ସମ୍ମୁହ ଅନ୍ନ ଭୋଗର ବ୍ୟବସ୍ଥା କରିଥିଲେ। ସେଭଳି ଡାବୁଗାଁ ସଦର ମହକୁମା ସ୍ଥିତ କଲ୍ୟାଣୀ ମଣ୍ଡପରେ  ବୋଲବମ ସେବାସମିତି ତରଫରୁ ଶ୍ରାବଣ ମାସର ପ୍ରତି ରବିବାର ରାତିରେ କେଲିଆ ଶୈବ ପିଠକୁ ଆସୁଥିବା ଭକ୍ତଙ୍କ ପାଇଁ ନିଃଶୁଳ୍କ ସେବା ଯୋଗାଇ ଦିଆଯାଇଛି। ବୋଲବମ ଭକ୍ତଙ୍କ ପାଇଁ ଚା, ଟିଫିନ, ଖାଇବା ସହ ରାତ୍ରିରେ ବିଶ୍ରାମ ନେବା ପାଇଁ  ସମସ୍ତ ବ୍ୟବସ୍ଥା କରା ଯାଇଥିଲା। ଏତଦ ବ୍ୟତୀତ ଦ୍ୱତୀୟ ପାଳିରୁ ଉକ୍ତଳ ରୋନିଆର ସମାଜ ତରଫରୁ ଚା ଟିଫିନ ବ୍ୟବସ୍ଥା କରାଯାଇଥିଲା। ଶ୍ରାବଣ ମାସରେ ସମସ୍ତ କାର୍ଯ୍ୟକ୍ରମର ସଫଳତା ପାଇଁ ମନ୍ଦିର କମିଟି ର ସଭ୍ୟ ମାନଙ୍କୁ, ସ୍ବେଛାସେବୀ, ପୂଜକ, ପୁଲିସ ବିଭାଗ, ସ୍ୱାସ୍ଥ୍ୟବିଭାଗ ତଥା ଯେଉଁମାନେ ସ୍ଵଇଚ୍ଛାରେ  ଭାଗ ନେଇଥିଲେ ବୋଲବମ ଭକ୍ତଙ୍କୁ ସହଯୋଗ କରିବା ପାଇଁ ସମସ୍ତଙ୍କୁ ମନ୍ଦିର କମିଟି ସମ୍ପାଦକ ଶ୍ରୀ ଦେବରାଜ ପାତ୍ର, କୋଷାଧକ୍ଷ ସାଇରାଜୁ ଏବଂ ସୁରେନ୍ଦ୍ର ମିଶ୍ର  ଧନ୍ୟବାଦ ଜଣାଇତଜିଲେ। ଏହି ବର୍ଷା ଶେଷ ସୋମବାରରେ ୧୫ହଜାରୁ ଉର୍ଦ୍ଧ ଶ୍ରଦ୍ଧାଳୁ ଜଳାଭିଷେକ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like