-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ଭଏସ ଅଫ ମିଡ଼ିଆ ପକ୍ଷରୁ ନୂତନ ଜିଲ୍ଲାପାଳ ଙ୍କୁ ସ୍ଵାଗତ ସ୍ଵମାର୍ଦ୍ଧନା*

04-Aug-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ  ତରଫରୁ ନୂତନ ଜିଲ୍ଲାପାଳ ଡଃ ନୃପରାଜ ସାହୁ ଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରି ସ୍ବାଗତ ସ୍ୱମର୍ଦ୍ଧନା କରା ଯାଇଛି l ଜିଲ୍ଲାପାଳ ଙ୍କୁ ଭେଟି ସୋନପୁର ଆହାର କେନ୍ଦ୍ର ର ପାଣି ସମସ୍ୟା, ସହର ର ଟ୍ରାଫିକ ସମସ୍ୟା, ନୂତନ ବସ ଷ୍ଟାଣ୍ଡ ନିର୍ମାଣ, ରିଙ୍ଗ ରୋଡ କାର୍ଯ୍ଯ କୁ ସମ୍ପୂର୍ଣ୍ଣ କରିବା , ସହର ରେ ମଶା ଉପଦ୍ରବ କୁ ବିନାଶ କରାଯାଇ ମ୍ୟାଲେରିଆ ମୁକ୍ତ କରିବା, ମାରିବା , ଅଳିଆ ଆବର୍ଜ୍ଜନା ସଫା ଓ ଜମୁ ଥିବା ନର୍ଦ୍ଦମା ପାଣି କୁ ଡ୍ରେନାଇଜ କରିବା  ବିଷୟ ରେ ନୂତନ ଜିଲ୍ଲାପାଳ ଙ୍କୁ ଅବଗତ କରାଯାଇଥିଲା। ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଏକ ୬ ଦଫା ଦାବି ସମ୍ମିଳିତ କାର୍ଯ୍ଯ ରତ ରାଜ୍ୟ ସାମ୍ବାଦିକ ଙ୍କ ସମସ୍ୟା ଉପରେ ଦାବୀପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟ ରେ ରାଜ୍ୟ ରେ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ, ସାମ୍ବାଦିକ ଙ୍କୁ ପେନସନ ବ୍ୟବସ୍ଥା, ଅଧିସ୍ବୀକୃତ କମିଟି ପୁନଃ ଗଠନ, ସାମ୍ବାଦିକ ପରିବାର ଙ୍କୁ ମଧ୍ୟ ସ୍ୱାସ୍ଥ୍ୟବୀମା ଯୋଗାଇଦେବା, ମିଡ଼ିଆ ଏକାଡେମୀ ଗଠନ,୧୦ ବର୍ଷ ରୁ ଉର୍ଦ୍ଧ୍ବ କାର୍ଯ୍ୟରତ ସାମ୍ବାଦିକ ଙ୍କୁ ଲୋକସଭା ଭବନ କୁ ପ୍ରବେଶ ପତ୍ର ପ୍ରଦାନ ପରି ସାମ୍ବାଦିକ ଙ୍କ ହିତ ସକାଶେ ଏକ ଚିଠି ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରେରଣ କରାଯାଇଛି। ଏହି  କାର୍ଯ୍ଯ କ୍ରମ ରେ ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ସଭାପତି ସନ୍ତୋଷ କୁମାର ମିଶ୍ର, ସମ୍ପାଦକ ଭାସ୍କର ଦାଶ , ଉପସଭାପତି ରଞ୍ଜନ କୁମାର୍ ହୋତା, କୃପାସିନ୍ଧୁ ସୁନା, ଉପଦେଷ୍ଟା କମିଟି ସଦସ୍ୟ ସରୋଜ ପଧାନ , ସହଦେବ ମେହେର ଙ୍କ ସହ ଅଶ୍ଵିନୀ ନେପାକ, ଉମାକାନ୍ତ ବାଘ,ରାମହରି ସେଠୀ , ଦେବାନନ୍ଦ ମେଣ୍ଡେଲି ପ୍ରମୁଖ  ସାମ୍ବାଦିକ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   27-Apr-2026
  ଜିଲ୍ଲା  
ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   26-Apr-2026
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026

You Might Also Like