-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ସରକାରୀ ମହିଳା ମହାବିଦ୍ୟାଳୟ ଜର୍ଣ୍ଣାଲିଜମ୍ ବିଭାଗର ଉଦ୍ୟମରେ ପ୍ରଥମ କ୍ୟାମ୍ପସ୍ ନ୍ୟୁଜ୍ ବୁଲେଟିନ୍ ଉଦ୍‌ଘାଟିତ

04-Aug-2025



ବଲାଙ୍ଗିର(ଦେବାଶିଷ ବହିଦାର): ବଲାଙ୍ଗିର ସରକାରୀ ମହିଳା ମହାବିଦ୍ୟାଳୟରେ ଆୟୋଜିତ “ଓଡ଼ିଆ ପତ୍ରକାରିତା ଦିବସ-୨୦୨୫” ଅବସରରେ ଏକ ଐତିହାସିକ ପଦକ୍ଷେପ ହିସାବରେ ବିଶ୍ୱବିଦ୍ୟାଳୟର ପ୍ରଥମ କ୍ୟାମ୍ପସ୍ ନ୍ୟୁଜ୍ ବୁଲେଟିନ୍ “WBC News” ର ଉଦ୍‌ଘାଟନ କରାଯାଇଛି। ଏହି ବୁଲେଟିନ୍ ର 

ଉଦ୍‌ଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ଓଡ଼ିଆ ପତ୍ରକାର  ତଥା ଦୈନିକ ଓଡ଼ିଆ ଖବରକାଗଜ 'ସମାଜ'ର ବଲାଙ୍ଗୀର ଜିଲ୍ଲା ପ୍ରତିନିଧି ପାର୍ଥ ମହାପାତ୍ର, ବିଶ୍ୱବିଦ୍ୟାଳୟ ଅଧ୍ୟକ୍ଷ ଡା. ଅରବିନ୍ଦ ଓଝା, ବିଭାଗ ମୁଖ୍ୟ ଡା. ରାଜେଶ କୁମାର କରଣ, ଓ ଫାକଲ୍ଟି  ସିଦ୍ଧାର୍ଥ ଦାସ ଓ  ସାନାତନ ବାରିକ ଉପସ୍ଥିତ ଥିଲେ। “WBC News” ବାଲାଙ୍ଗିର ସରକାରୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ପ୍ରସ୍ତୁତ ଏକ ଆନ୍ତକେମ୍ପସ ନ୍ୟୁଜ୍  

ବୁଲେଟିନ୍ଯା ଯାହା ମାଧ୍ୟମରେ ବିଭିନ୍ନ ବିଭାଗର ଶିକ୍ଷାତ୍ମକ କାର୍ଯ୍ୟକ୍ରମ, ସଂସ୍କୃତିକ ଉପକ୍ରମ ଓ ଛାତ୍ରଛାତ୍ରୀଙ୍କ ନିଜସ୍ୱ ସୃଜନଶୀଳତାକୁ ସାମୁହିକ ଭାବରେ ଉପସ୍ଥାପନ କରା ହୋଇପାରିବ ବୋଲି କୁହାଯାଇଛି । ତେବେ ଏହି ଉଦ୍ଘାଟନ ଦ୍ୱାରା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ମାଧ୍ୟମ ଜ୍ଞାନ, ନ୍ୟୁଜ୍ ନିର୍ମାଣ ଓ ଉପସ୍ଥାପନ ଶିଳ୍ପରେ ଦକ୍ଷତା ବୃଦ୍ଧି ପାଇବା ସହ ଏକ ପ୍ଲାଟଫର୍ମ ତିଆରି ହେବା ଆଶା ବ୍ୟକ୍ତ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like