-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ନୂତନ ଜିଲ୍ଲାପାଳ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା କଲା ସୁବର୍ଣ୍ଣପୁ ଭଏସ ଅଫ ମିଡ଼ିଆ ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ୟୁନିଟ୍

04-Aug-2025



ସୋନପୁର-ଆଜି ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ସାମ୍ବାଦିକ ସଂଘ ତରଫରୁ ନୂତନ ଜିଲ୍ଲାପାଳ ଭାବରେ ଯୋଗଦାନ କରିଥିବା ନୃପରାଜ ସାହୁଙ୍କୁ ସୌଜନ୍ୟମୂଳକ  ସାକ୍ଷାତ କରିବା ସହ ଭବ୍ୟ ସ୍ବାଗତ ସ୍ୱମର୍ଦ୍ଧନା ଦିଆ ଯାଇଥିଲା। ଜିଲ୍ଲାପାଳଙ୍କୁ ଭେଟି ସୋନପୁର ଆହାର କେନ୍ଦ୍ରର ପାଣି ସମସ୍ୟା, ସହରର ଟ୍ରାଫିକ ସମସ୍ୟା, ନୂତନ ବସଷ୍ଟାଣ୍ଡ ନିର୍ମାଣ, ରିଙ୍ଗ ରୋଡ ଅସମ୍ପୂର୍ଣ୍ଣ, ଦୀର୍ଘ୍ ଦିନ ପୌର ପ୍ରଶାସନ ତରଫରୁ  ମଶା ମାରିବା ଗ୍ୟାସ  ଦିଆ ଯାଇ ନ ଥିବା, ବିଭିନ୍ନ ଡ୍ରେନ ସମସ୍ୟା ବିଷୟ ରେ ନୂତନ ଜିଲ୍ଲାପାଳ ଙ୍କୁ ଅବଗତ କରାଯାଇ ଥିଲା। ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ଏକ ୬ ଦଫା ଦାବି ସମ୍ମିଳିତ ସାମ୍ବାଦିକଙ୍କ ସମସ୍ୟା ସମ୍ମିଳିତ ଦାବୀପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟ ରେ ରାଜ୍ୟ ରେ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ, ସାମ୍ବାଦିକଙ୍କୁ ପେନସନ ବ୍ୟବସ୍ଥା, ଅଧିସ୍ବୀକୃତ କମିଟି ପୁନଃ ଗଠନ, ସାମ୍ବାଦିକ ପରିବାର ଙ୍କୁ ମଧ୍ୟ ସ୍ୱାସ୍ଥ୍ୟବୀମା ଯୋଗାଇଦେବା, ମିଡ଼ିଆ ଏକାଡେମୀ ଗଠନ,୧୦ ବର୍ଷରୁ ଉର୍ଦ୍ଧ୍ବ କାର୍ଯ୍ୟରତ ସାମ୍ବାଦିକ ଙ୍କୁ ଲୋକସଭା ଭବନ କୁ ପ୍ରବେଶ ପତ୍ର ପ୍ରଦାନ ପରି ସାମ୍ବାଦିକ ଙ୍କ ହିତ ସକାଶେ ଏକ ଚିଠି ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରେରଣ କରାଯାଇଛି।ଆଜି ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ସାମ୍ବାଦିକ ସଂଘ ତରଫରୁ ନୂତନ ଜିଲ୍ଲାପାଳ ଭାବରେ ଯୋଗଦାନ କରିଥିବା ଶ୍ରୀ ନୃପରାଜ ସାହୁଙ୍କୁ ସୌଜନ୍ୟ ସାକ୍ଷାତ କାର ସହ ଭବ୍ୟ ସ୍ବାଗତ ସ୍ୱମର୍ଦ୍ଧନା ଦିଆ ଯାଇଥିଲା। ଜିଲ୍ଲାପାଳ ଙ୍କୁ ଭେଟି ସୋନପୁର ଆହାର କେନ୍ଦ୍ରର ପାଣି ସମସ୍ୟା, ସହର ର ଟ୍ରାଫିକ ସମସ୍ୟା, ନୂତନ ବସଷ୍ଟାଣ୍ଡ ନିର୍ମାଣ, ରିଙ୍ଗ ରୋଡ ଅସମ୍ପୂର୍ଣ୍ଣ, ଦୀର୍ଘ୍ ଦିନ ପୌର ପ୍ରଶାସନ ତରଫରୁ  ମଶା ମାରିବା ଗ୍ୟାସ  ଦିଆ ଯାଇ ନ ଥିବା, ବିଭିନ୍ନ ଡ୍ରେନ ସମସ୍ୟା ବିଷୟରେ ନୂତନ ଜିଲ୍ଲାପାଳ ଙ୍କୁ ଅବଗତ କରାଯାଇଥିଲା। ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ୬ ଦଫା ଦାବି ସମ୍ମିଳିତ ସାମ୍ବାଦିକଙ୍କ ସମସ୍ୟା ସମ୍ମିଳିତ ଦାବୀପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟରେ ରାଜ୍ୟରେ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ, ସାମ୍ବାଦିକ ଙ୍କୁ ପେନସନ ବ୍ୟବସ୍ଥା, ଅଧିସ୍ବୀକୃତ କମିଟି ପୁନଃଗଠନ, ସାମ୍ବାଦିକ ପରିବାର ଙ୍କୁ ମଧ୍ୟ ସ୍ୱାସ୍ଥ୍ୟବୀମା ଯୋଗାଇଦେବା, ମିଡ଼ିଆ ଏକାଡେମୀ ଗଠନ,୧୦ ବର୍ଷରୁ ଉର୍ଦ୍ଧ୍ବ କାର୍ଯ୍ୟରତ ସାମ୍ବାଦିକଙ୍କୁ ଲୋକସଭା ଭବନକୁ ପ୍ରବେଶ ପତ୍ର ପ୍ରଦାନ ପରି ସାମ୍ବାଦିକ ଙ୍କ ହିତ ସକାଶେ ଏକ ଚିଠି ମୁଖ୍ୟମନ୍ତ୍ରୀଙ୍କୁ ପ୍ରେରଣ କରାଯାଇଛି। ଆଜି ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ସାମ୍ବାଦିକ ସଂଘ ତରଫରୁ ନୂତନ ଜିଲ୍ଲାପାଳ ଭାବରେ ଯୋଗଦାନ କରିଥିବା ନୃପରାଜ ସାହୁଙ୍କୁ ସୌଜନ୍ୟ ସାକ୍ଷାତ କାର ସହ ଭବ୍ୟ ସ୍ବାଗତ ସ୍ୱମର୍ଦ୍ଧନା ଦିଆ ଯାଇଥିଲା। ଜିଲ୍ଲାପାଳ ଙ୍କୁ ଭେଟି ସୋନପୁର ଆହାର କେନ୍ଦ୍ର ର ପାଣି ସମସ୍ୟା, ସହର ର ଟ୍ରାଫିକ ସମସ୍ୟା, ନୂତନ ବସ ଷ୍ଟାଣ୍ଡ ନିର୍ମାଣ, ରିଙ୍ଗ ରୋଡ ଅସମ୍ପୂର୍ଣ୍ଣ, ଦୀର୍ଘ୍ ଦିନ ପୌର ପ୍ରଶାସନ ତରଫ ରୁ  ମଶା ମାରିବା ଗ୍ୟାସ  ଦିଆ ଯାଇ ନ ଥିବା, ବିଭିନ୍ନ ଡ୍ରେନ ସମସ୍ୟା ବିଷୟ ରେ ନୂତନ ଜିଲ୍ଲାପାଳ ଙ୍କୁ ଅବଗତ କରାଯାଇଥିଲା। ?ଜିଲ୍ଲାପାଳ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଏକ ୬ ଦଫା ଦାବି ସମ୍ମିଳିତ ସାମ୍ବାଦିକ ଙ୍କ ସମସ୍ୟା ସମ୍ମିଳିତ ଦାବୀପତ୍ର ପ୍ରଦାନ କରାଯାଇଛି। ପ୍ରମୁଖ ଦାବି ମଧ୍ୟ ରେ ରାଜ୍ୟ ରେ ସାମ୍ବାଦିକ ସୁରକ୍ଷା ଆଇନ୍ ପ୍ରଣୟନ, ସାମ୍ବାଦିକ ଙ୍କୁ ପେନସନ ବ୍ୟବସ୍ଥା, ଅଧିସ୍ବୀକୃତ କମିଟି ପୁନଃ ଗଠନ, ସାମ୍ବାଦିକ ପରିବାର ଙ୍କୁ ମଧ୍ୟ ସ୍ୱାସ୍ଥ୍ୟବୀମା ଯୋଗାଇଦେବା, ମିଡ଼ିଆ ଏକାଡେମୀ ଗଠନ,୧୦ ବର୍ଷ ରୁ ଉର୍ଦ୍ଧ୍ବ କାର୍ଯ୍ୟରତ ସାମ୍ବାଦିକଙ୍କୁ ଲୋକସଭା ଭବନକୁ ପ୍ରବେଶ ପତ୍ର ପ୍ରଦାନ ପରି ସାମ୍ବାଦିକଙ୍କ ହିତ ସକାଶେ ଏକ ଚିଠି ମୁଖ୍ୟମନ୍ତ୍ରୀ ଙ୍କୁ ପ୍ରେରଣ କରାଯାଇଛି। ଏହି ସାକ୍ଷାତ କାର ସମୟ ରେ ସୁବର୍ଣ୍ଣପୁର ଜିଲ୍ଲା ୟୁନିଟ ଭଏସ ଅଫ ମିଡ଼ିଆ ସଭାପତି ସନ୍ତୋଷ କୁମାର ମିଶ୍ର, ସମ୍ପାଦକ ଭାସ୍କର ଦାଶ,  ଉପସଭାପତି ରଞ୍ଜନ କୁମାର୍ ହୋତା, କୃପାସିନ୍ଧୁ ସୁନା, ଉପଦେଷ୍ଟା କମିଟି ସଦସ୍ୟ ସରୋଜ ପଧାନ, ସହଦେବ ମେହେରଙ୍କ ସହ ଅଶ୍ଵିନୀ ନେପାକ, ଉମାକାନ୍ତ ବାଘ,ରାମହରି ସେଠୀ , ଦେବାନନ୍ଦ ମେଣ୍ଡେଲି ପ୍ରମୁଖ ସାମ୍ବାଦିକ ଉପସ୍ଥିତ ଥିଲେ।

(ଅରବିନ୍ଦ ମିଶ୍ରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like