-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||     

HOME   ରାଜ୍ୟ

ଆୟର୍ବେଦ କଲେଜ ଅଡିଟରିୟମ ନିର୍ମାଣରେ ମନ୍ଥରତା: ସୁବର୍ଣ୍ଣ ଜୟନ୍ତୀ ପୂର୍ବରୁ ପ୍ରକଳ୍ପ ସଂପୂର୍ଣ୍ଣତାକୁ ନେଇ ସନ୍ଦେହ

05-Aug-2025



ବଲାଙ୍ଗୀର (ପ୍ରେରଣା ଖବର): ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ସ୍ଥାନୀୟ ସରକାରୀ ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଥିବା ବିଭିନ୍ନ ନିର୍ମାଣ କାର୍ଯ୍ୟ ପରିଦର୍ଶନରେ ଯାଇଥିଲେ । ଶ୍ରୀ ମିଶ୍ର ବଲାଙ୍ଗିର ବିଧାୟକ ଥିବା ବେଳେ ପୁରାତନ ଛାତ୍ର ସଂସଦ ଓ ଆୟୁର୍ବେଦିକ ଛାତ୍ର ସଂସଦ ଙ୍କ ଅନୁରୋଧ କ୍ରମେ ଆୟର୍ବେଦ ମହାବିଦ୍ୟାଳୟ ପରିସରରେ  ପାର୍କିଂ ଓ ଶ୍ରେଣୀ ଗୃହ ପଂଚକର୍ମ ଥରାପି ଗୃହ ସାରଦେଶ୍ୱରୀ ଆୟୁର୍ବେଦିକ ଚିକିତ୍ସାଳୟ ରେ କମ୍ପାଉଣ୍ଡ ୱାଲ, ଲାଇବ୍ରେରୀ ଓ ଅଡିଟରିୟମ ଏବଂ ମହାବିଦ୍ୟାଳୟର ମେନ ଗେଟ ତଥା ହର୍ବାଲ ଗାର୍ଡେନ କୁ ରାସ୍ତା ନିର୍ମାଣ ପାଇଁ ପ୍ରସ୍ତାବ ପଠା ଯାଇଥିଲା । ଯାହାକି ୨୯.୧୨.୨୦୨୨ ରୁ  ସ୍ୱାସ୍ଥ୍ୟ ବିଭାଗ ଏହା ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିବା ସହ କାର୍ଯ୍ୟାରମ୍ଭ ପାଇଁ ଆନୁସଙ୍ଗିକ ବ୍ୟବସ୍ଥା ପ୍ରସ୍ତୁତ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ । କିନ୍ତୁ ଦୁଃଖର ବିଷୟ ଦିର୍ଘ ଅଢେଇ ବର୍ଷରୁ ଉର୍ଦ୍ଧ୍ୱ ହେବ ପ୍ରକଳ୍ପ ର ମଞ୍ଜୁରି ସହ ଅର୍ଥ ମଞ୍ଜୁର ହୋଇଥିବା ସତ୍ୱେ ସମ୍ପୁର୍ଣ୍ଣ ହେବାରେ ଢେର ବିଳମ୍ବ ହୋଇସାରିଛି । ବିଶେଷ କରି

କଲେଜ ଅଡିଟରିୟମ ଯାହାର ବ୍ୟୟ ଅଟକଳ ୧୪ କୋଟି ୫୩ ଲକ୍ଷ ଟଙ୍କା ଅଛି ତାହାର ନିର୍ମାଣ କାର୍ଯ୍ୟ ଏତେ ମନ୍ଥର ଅଛି ଯେ ପୁରାତନ ଛାତ୍ର ସଂଘ ଦ୍ୱାରା ଆୟୋଜନ ହେବାକୁ ଥିବା ମହାବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ପାଳନ ପୂର୍ବରୁ ଏହା ସମ୍ପୁର୍ଣ୍ଣ ହୋଇପାରିବ  ନା ନାହିଁ ତାହା ସନ୍ଦେହ ଘେରରେ ଅଛି । ପୁରାତନ ଛାତ୍ର ସଂସଦ ସଭାପତି ବାସୁଦେବ ପତି ଓ ସଦସ୍ୟଙ୍କ ଅନୁରୋଧ କ୍ରମେ ପୂର୍ବତନ ଆଇନମନ୍ତ୍ରୀ ଶ୍ରୀ ମିଶ୍ର କଲେଜ କର୍ତ୍ତୃପକ୍ଷ ଏବଂ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି । ତା ସହ ଅଧିକ୍ଷଣ ଯନ୍ତ୍ରୀଙ୍କୁ କାର୍ଯ୍ୟରେ ଶିଘ୍ରତା ଆଣିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଆହୁରି ମଧ୍ୟ ବିଭାଗୀୟ ବିଲଡିଂ ପାଇଁ ଆସିଥିବା ଅନୁଦାନ ପର୍ଯ୍ୟାପ୍ତ ନ ହେବାରୁ ସଂଶୋଧନ ଅଟକଳ ପାଇଁ  ଯାଇଥିବା ଆବେଦନ ଆଜି ପର୍ଯ୍ୟନ୍ତ ବିଭାଗ ପାଖରେ ପଡିରହିଥିବାରୁ ଶ୍ରୀ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି ହର୍ବାଲ ଗାର୍ଡେନ ନିର୍ମାଣ, କଲେଜ ବାଉଡ୍ରି ୱାଲ ଓ ପଂଚକର୍ମ ହଲ ନିର୍ମାଣ ମଧ୍ୟ ବିଳମ୍ବ ହେଉଛି ତେଣୁ ଏହି ସବୁ କୁ ଶିଘ୍ର ସମାପ୍ତ କରନ୍ତୁ ବୋଲି ଅଧିକ୍ଷଣ ଯନ୍ତ୍ରୀଙ୍କୁ କହିଛନ୍ତି । ଆଜିର ଏହି ପରିଦର୍ଶନ ସମୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡା. ଶିବବ୍ରତ ବେହେରା,  ଛାତ୍ର ସଂସଦ ସଭାପତି ଓମ୍ ପ୍ରକାଶ, ଡା. ସୁକାନ୍ତ ମେହେର, ସେକ୍‌ସନ ଅଫିସର ନବ କିଶୋର ମାଝି, ଡା. ପ୍ରକାଶ ଦାଶ ଓ ଡାକ୍ତରି ଛାତ୍ର ଏବଂ କର୍ମଚାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026

You Might Also Like