-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପ୍ରେରଣା ପକ୍ଷରୁ ଅନୁଷ୍ଠିତ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ରେ ଭାଗ ନେଲେ ବହୁ ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ; ଆସନ୍ତା କାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା

05-Aug-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ସ୍ଥାନୀୟ ପତିତପାବନ ଏକାଡେମୀ ଓଡ଼ିଟୋରିୟମ ଠାରେ ସାପ୍ତାହିକ ଖବରକାଗଜ 'ପ୍ରେରଣା' ତରଫରୁ ତଥା ବଲାଙ୍ଗୀର ଜିଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ  ଏକ ସ୍କୁଲ ଓ କଲେଜସ୍ତରୀୟ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏଥିରେ ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନର ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିଥିଲେ l ଏହି ପ୍ରତିଯୋଗିତାରେ ବିଚାରକ ଭାବେ  ପ୍ରଫେସର ପ୍ରେମଚାନ୍ଦ ମହାନ୍ତି,  ବିକାଶ ଭେଲି ପବ୍ଲିକ ସ୍କୁଲର ଅଧ୍ୟକ୍ଷ ଆମ୍ବରିସ ଦାସ,ଶିକ୍ଷୟିତ୍ରୀ ଆଶାଲତା ସେଠୀ ଓ ସାମ୍ବାଦିକ ସତ୍ୟ ନାରାୟଣ ପାଣିଗ୍ରାହୀ ଯୋଗ ଦେଇଥିଲେ l ଷଷ୍ଠ  ରୁ ଅଷ୍ଟମ ଶ୍ରେଣୀ, ନବମ ଓ ଦଶମ ଶ୍ରେଣୀ ଓ କଲେଜ ସ୍ତରୀୟ ଏପରି ତିନୋଟି ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବା ସହ ପ୍ରତ୍ୟେକ ବିଭାଗରୁ ପ୍ରଥମ,ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରି ଥିବା ପ୍ରତିଯୋଗୀ ମାନଙ୍କ ନାମ ଘୋଷଣା କରାଯାଇଥିଲା l ପ୍ରେରଣାର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନା ଓ ପ୍ରତ୍ୟେକ୍ଷ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ  କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀ ମାନେ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ଥାନୀୟ ମନୋହରପୁର ପରେଡ୍ ପଡ଼ିଆରେ ଆୟୋଜିତ ହେବାକୁଥିବା ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ଅବସରରେ ପୁରସ୍କୃତ ହେବ ବୋଲି ସୂଚନା ଦିଆଯାଇଛି l ଆସନ୍ତାକାଲି ସ୍ଥାନୀୟ କିସ୍ ଆବସିକ ବିଦ୍ୟାଳୟ ଠାରେ ସ୍କୁଲ ଓ କଲେଜ ସ୍ତରୀୟ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ  ଇଚ୍ଛୁକ ପ୍ରତିଯୋଗୀ ମାନେ ଅଂଶଗ୍ରହଣ କରିବା ପାଇଁ ଅନୁରୋଧ କରାଯାଇଛି l ଇଂରାଜୀ ବକ୍ତୃତାରେ ମଧ୍ଯ ଷଷ୍ଠ ରୁ ଅଷ୍ଟମ ଶ୍ରେଣୀ, ନବମ ଓ ଦଶମ ଶ୍ରେଣୀ ଓ କଲେଜସ୍ତରୀୟ ଏପରି ତିନୋଟି ବର୍ଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like