-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

କଇଁଛ ବୋଝେଇ ବୋଲେରୋ ଜବତ କଲା ମୋଟୁ ବନ ବିଭାଗ; ୩ ଅଭିଯୁକ୍ତ କୋର୍ଟ ଚାଲାଣ

06-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା ମୋଟୁ ବନ ବିଭାଗକୁ ମିଳିଛି ଏକ ବଡ଼ ସଫଳତା। ଗୋଟିଏ ବୋଲେରୋ ଗାଡିରୁ ୧୦୭୮ କଇଁଛ ସମେତ ୩ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ମୋଟୁ ବନ ବିଭାଗ। ମିଳିଥିବା ସୂଚନାନୁଯାୟୀ ମାଲକାନଗିରି ବନାଧିକାରୀ ସାଇ କିରଣ ଡ଼ି ଏନ ବିଶେଷ ସୂତ୍ରରୁ ଖବର ପାଇ ମୋଟୁ ବନ ବିଭାଗର ଏକ ଟିମ କୁ ସୋମବାର ବିଳମ୍ବିତ ରାତ୍ର ସମୟରେ ୨ ଭାଗରେ ବିଭକ୍ତ କରି ଗୋଟିଏ ଟିମ କୋଣ୍ଟା ବ୍ରିଜ ଏବଂ ଅନ୍ୟ ଏକ ଟିମ ମୋଟୁ ବ୍ରିଜ ନିକଟରେ ପାଟ୍ରୋଲିଂ ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ଏହି କଇଁଛ ଗାଡିକୁ ଧରିବା ପାଇଁ ୬ ଟିମ ଗଠନ କରି ସଜାଗ ରହିଥିଲେ l ଏଥିରେ ମୁଖ୍ୟ ବନପାଳ ମୁରଲୀଧର ଅନୁଗୁଳିଆ କୋଣ୍ଟା ବ୍ରିଜ ଉପରେ ଏକ ବୋଲେରୋ ଗାଡି ଦ୍ରୁତ ଗତିରେ ଆସୁଥିବା ଦେଖି ଗାଡିଟିକୁ ସନ୍ଦେହରେ ଅଟକାଇଥିଲେ। ପରେ ଯାଞ୍ଚ କରିବାରୁ ଉକ୍ତ ଗାଡ଼ିରେ ଶହ ଶହ କଇଁଛ ବେଆଇନ ଭାବେ ଚାଲାଣ ହେଉଥିବା ଦେଖି ଉକ୍ତ ଗାଡି ଏବଂ ତନ୍ମଧ୍ୟରେ ଥିବା ଚାଲାଣକାରୀ ମାନଙ୍କୁ ଗିରଫ କରି କାର୍ଯ୍ୟାଳୟ କୁ ଆଣିଥିଲେ। ପାଖାପାଖି ୧୦୭୮ କଇଁଛ ଜବତ କରାଯାଇଥିବା ବେଳେ ତନ୍ମଧ୍ୟରୁ ୯୧୦ ଟି ଜୀବନ୍ତ କଇଁଛ

ଏବଂ  ୧୬୮ଟି ମୃତ କଇଁଛ ରହିଥିଲା। ଏଥିସମେତ ସମ୍ପୃକ୍ତ ୩ ଅଭିଯୁକ୍ତ ଙ୍କୁ ଗିରଫ କରି ଆଜି କୋର୍ଟ ଚାଲାଣ କରାଯାଇଛି। ୩ ଅଭିଯୁକ୍ତ ଙ୍କ ମଧ୍ୟରୁ ଜଣେ ପଡୋଶୀ ରାଜ୍ୟ ଛତିଶଗଡ଼ ସୁକମା ଜିଲ୍ଲା ଅନ୍ତର୍ଗତ ଦରନାପାଲ ଅଞ୍ଚଳର ଯୁଗଳ ଚନ୍ଦ୍ର ଦେ ହୋଇଥିବା ବେଳେ ଅନ୍ୟ ୨ ଅଭିଯୁକ୍ତ ଏମଭି-୭୯ ଥାନା ଅନ୍ତର୍ଗତ ସୁକୁମାର ତରଫଦାର ଏବଂ ବିଶ୍ୱନାଥ ମଣ୍ଡଳ ବୋଲି ଜଣାପଡିଛି। ତେବେ ସେମାନେ ଏହି କଇଁଛ ଗୁଡିକୁ ପଡୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ରୁ ଏମଭି-୭୯ ଥାନା ଅନ୍ତର୍ଗତ ଏମପିଭି-୬୫ ଗ୍ରାମକୁ ଖାଇବା ଏବଂ ବିକ୍ରୟ ଉଦ୍ଦେଶ୍ୟରେ ଚାଲାଣ କରୁଥିବା ମୋଟୁ ବନ ବିଭାଗ ସୂଚନା ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like