-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଶିଶୁ ମନ୍ଦିରରେ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ

06-Aug-2025



ନବରଙ୍ଗପୁର(ମିହିର ଶଙ୍କର ପାତ୍ର)
ଡାବୁଗାଁ ସରସ୍ବତୀ ଶିଶୁ ମନ୍ଦିରରେ ଜ୍ଞାନବିଜ୍ଞାନ
ମେଳା ଅନୁଷ୍ଠିତ ହୋଇଯାଇଛି। ଶିଶୁ ମନ୍ଦିର ପରିଚାଳନା କମିଟି ସଭାପତି ଏମ୍. ସତ୍ୟନାରାୟଣ ସୁବୁଦ୍ଧି ମେଳାକୁ ଉଦ୍‌ଘାଟନ କରିଥିଲେ। ଏଥିରେ ପ୍ରଥମରୁ ଅଷ୍ଟମ ଶ୍ରେଣୀର ଛାତ୍ରଛାତ୍ରୀମାନେ ୪୬ଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ । ଶିକ୍ଷା ବିକାଶ ସମିତି ଦ୍ଵାରା ଦିଆଯାଇଥିବା ୧୦ଟି ବିଷୟବସ୍ତୁ ଉପରେ ପ୍ରକଳ୍ପ ଗୁଡ଼ିକ ପ୍ରଦର୍ଶିତ ହୋଇଥିଲା। ବିଚାରକ ଭାବେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଶିକ୍ଷକ ଶିତାଂଶୁ ପଣ୍ଡା, ନିଗମାନନ୍ଦ ନାୟକ ଓ ଡାବୁଗାଁ ସରକାରୀ ପଞ୍ଚାୟତ ଉଚ୍ଚବିଦ୍ୟାଳୟର ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରିୟଦର୍ଶିନୀ ବିଭିନ୍ନ ପ୍ରକଳ୍ପ ବୁଲି ଦେଖିବା ସହ ମୂଲ୍ୟାଙ୍କନ କରିଥିଲେ । ଶିଶୁ ମନ୍ଦିର ପ୍ରଧାନଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ପରିଚାଳନା କମିଟି ସଭାପତି ଏମ୍. ସୂର୍ଯ୍ୟନାରାୟଣ ସୁବୁଦ୍ଧି ମୁଖ୍ୟ ଅତିଥି  ଯୋଗ ଦେଇ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ | ଜ୍ଞାନବିଜ୍ଞାନ ମେଳାର ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନେ ଆସନ୍ତା ୧୨ ତାରିଖରେ ଉମରକୋଟ ଶିଶୁ ମନ୍ଦିରରେ ହେବାକୁ ଥିବା ସଙ୍କୁଳସ୍ତରୀୟ ଜ୍ଞାନବିଜ୍ଞାନ ମେଳାରେ ଅଂଶଗ୍ରହଣ କରିବେ ଶିଶୁ ମନ୍ଦିରର ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like