-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ରିନବଚ୍ଚନ ଠାରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

06-Aug-2025



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ  ଅନ୍ତର୍ଗତ ରିନବଚନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହ ରେ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଥିଲା ।    ଏଥିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି, ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ ଧୀରେନ୍ଦ୍ର ମେହେର ମଞ୍ଚା ସିନ ଅତିଥି ଭାବେ ଯୋଗ ଦେଇ ଥିବା ବେଳେ ସମୁଦାୟ 5 ଟି ଅଭିଯୋଗ ର ଶୁଣାଣି କରିଥିଲେ l     ଗ୍ରାମ ପଞ୍ଚାୟତ ରେ ବଣ୍ଡାବାହାଲ , ବାଗ ଝୁଲା , ଗୌରପାଲି ଓ ରୀନବଚନ ଗ୍ରାମ କୁ ନେଇ ପଞ୍ଚାୟତ ଗଠିତ l ଏହି ଶିବିର ରେ ବ୍ଲକ ର ଜ୍ଞାନରଂଜନ ସା, ଆଲୋକ ରଂଜନ ମିଶ୍ର , ଜି ପି ଓ ସୌଭାଗ୍ୟ ପଧାନ , ଜଳ ଓ ପରିମଳ ଯନ୍ତ୍ରୀ ଦୁର୍ଗା ପ୍ରସାଦ ମିଶ୍ର ,  ଧୁବଲ କିଶୋର ମଲ୍ଲିକ , ଅମିତ୍ ପ ଟେଳ , ଅଭିରାମ ସାହୁ , ଆର ଆଇ , ପ୍ରମୁଖ ଉ ପ ସ୍ଥିତ ରହି ସହଯୋଗ କରି ଥିବା ବେଳେ ଗ୍ରାମ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୋଲା ସାଗର ମାଝୀ ଙ୍କ ତାତ୍ୟୁ ଵ ଧାନ ରେ ଶିବିର  ପ ରି ଚଳିତ ହୋଇ ଥିଲା l ସରପଞ୍ଚ ପ୍ରମିଳା ଦୋରା , ସମିତି ସଭ୍ୟା ଅନିତା ଭୋଇ ଓ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like