-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

Hjn    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||     

HOME   ଜିଲ୍ଲା

ବିଶ୍ୱସ୍ତନ୍ୟପାନ ସପ୍ତାହ ପାଳିତ

06-Aug-2025



ପାଟଣାଗଡ଼(ପ୍ରେରଣା ଖବର)- ପ୍ରତିବର୍ଷ ଅଗଷ୍ଟ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ସାରା ବିଶ୍ୱରେ ସରକାରୀ ତଥା ବେସରକାରୀ ସ୍ତରରେ କର୍ମଶାଳା, ବୈଠକ, ଆଲୋଚନା ତଥା ରେଲି ମାଧ୍ୟ୍ୟମ ଲରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଉଛି । ଏହି ଅବସରରେ କ୍ରାଏ କଲିକତା ତରଫରୁ ପାଟଣାଗଡ ବ୍ଲକ ଫଟାମୁଣ୍ଡା ଗ୍ରାମ ପଂଚାୟତର ଲଡଙ୍ଗାଭଟା, ସିଦ୍ଧିମୁଣ୍ଡା ଏବଂ ଭରତବାହାଲ ପଂଚାୟତର ମୁଦଳସର ଓ ଭରତବାହାଲ ଠାରେ ଉକ୍ତ ଦିବସ ପାଳିତ ହୋଇଯାଇଛି । 
ଏହି କାର୍ଯ୍ୟକ୍ରମରେ ଗ୍ରାମର ଗର୍ଭବତୀ, ପ୍ରସୂତି, କିଶୋରୀ

ମାନଙ୍କ ସମେତ ଅନ୍ୟ ମହିଳା ମାନେ ଅଂଶଗ୍ରହଣ କରିଥିଲେ । ସସ୍ମିତା ମିଶ୍ର ସ୍ୱାଗତ ଅଭିଭାଷଣ ରଖିଥିବା ବେଳେ ପିଣ୍ଟୁ ପଧାନ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଏଥିସହିତ ସ୍ତନ୍ୟପାନର ଆବଶ୍ୟକତା ଓ ଏହାର ବିଭିନ୍ନ ଦିଗକୁ ନେଇ ଜଣାଅଜଣା,ଗପ ତଥା ଖେଳ ମାଧ୍ୟ୍ୟମରେ ସଚେତନ କରା ଯାଇଥିଲା । ଏହି କାର୍ଯ୍ୟକ୍ରମ ପରିଚାଳନାରେ ଗାଁ ଗୁଡ଼ିକର ସମସ୍ତ ଅଙ୍ଗନବାଡି ତଥା ଆଶାକର୍ମୀ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
Hjn   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026

You Might Also Like

  ଜିଲ୍ଲା  

Hjn