-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ବିଛୁବାହାଲି ବିଦ୍ୟାଳୟରେ ତିଥି ଭୋଜନ କାର୍ଯ୍ୟକ୍ରମ

06-Aug-2025



ବେଲପଡା(ତ୍ରିନାଥ ବାଗ): ବେଲପଡା ବ୍ଲକ ଅନ୍ତର୍ଗତ ବିଛୁବାହାଲି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ଠାରେ ମଙ୍ଗଲବାର ତିଥି ଭୋଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସରକାରଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ବେଲେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଘନଶ୍ୟାମ ବେହେରାଙ୍କ ଅଧ୍ୟକ୍ଷତାରେ ବିଛୁବାହାଲି ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଗାଁର ଗୋଅନ୍ତିଆ ମନମୋହନ ମାଝୀ, ଭାଲୁମୁଣ୍ଡା ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ମନବୋଧ କାଲସାଏ ଯୋଗ ଦେଇଥିଲେ । ଏଥିରେ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ପର୍ଯ୍ୟନ୍ତ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ନେଇ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହୋଇଥିଲା । କାର୍ଯ୍ୟକ୍ରମରେ  ସମସ୍ତଙ୍କୁ ଭୋଜନ କରାଯାଇଥିଲା । ପିଲା ମାନେ ଖୁସି ରେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ଭୋଜନ କରିଥିଲେ ।ପରେ ଅତିଥି ମାନେ ଏହି କାର୍ଯ୍ୟକ୍ରମ ବିଷୟରେ ପିଲା ମାନଙ୍କ ସମ୍ମୁଖରେ ଆଲୋଚନା ମଧ୍ୟ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ଶିକ୍ଷକ ଗୋଦାବରୀ ମାଝୀ, ମଧୁମିତା ବାବୁ, ଜ୍ୟୋର୍ତିମୟ ନାଗ, ପାହାନ୍ତ କୁମ୍ଭାର ସାମିଲ ଥିବା ବେଲେ ଏସଏମ୍‌ସି ସଦସ୍ୟ ଭୋଦେବ ମହାନନ୍ଦ, ସୁଧିର ବାଗ,ବିଶ୍ୱମ୍ବର ପୁଟେଲ, ତୁଲାରାମ ମାଝୀ, କ୍ଷୀର ପୁଟେଲ, କୈଲାସ ପୁଟେଲ, ରଞ୍ଜୁ ବାଗ, ମିତା ପୁଟେଲ ପ୍ରମୁଖ ସାମିଲ ରହି କାର୍ଯ୍ୟକ୍ରମ ବିଷୟରେ ଜାଣିପାରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like