-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ଜିଲ୍ଲା

ଭୀମଟାଙ୍ଗିରେ ଝୁଲଣ ଉତ୍ସବ

06-Aug-2025



ଭୁବନେଶ୍ବର(ପ୍ରେରଣା ଖବର): ଶ୍ରୀ ଭୀମେଶ୍ଵର ମନ୍ଦିର ପରିସରରେ ରାଧାକୃଷ୍ଣ ମନ୍ଦିର ସ୍ଥାପିତ ହେବାପର ଠାରୁ ପ୍ରତିବର୍ଷ ଶ୍ରାବଣ ମାସ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣିମା ଯାଏ ପାଞ୍ଚଦିନ ଝୁଲଣ ଉତ୍ସବ ପାଳିତ ହୋଇ ଆସୁଅଛି। ଏ ଝୁଲଣ ଉତ୍ସବ ସମ୍ପର୍କରେ ଆମେ ଅଳ୍ପେ ବହୁତେ ଜାଣିଥାଏ। ଦ୍ବାପର ଯୁଗରେ ଚତୁର୍ମାସ୍ୟା କାଳରେ ପ୍ରଭୁ ଶ୍ରୀକୃଷ୍ଣ ଶ୍ରୀରାଧା ଓ ଗୋପିମାନଙ୍କ ଗହଣରେ ଯେଉଁ ରାସଲୀଳା କରୁଥିଲେ, ଏ ଝୁଲଣ ତାହାର ଅଂଶ ବିଶେଷ। ଏହାର ବିଶେଷ ବର୍ଦ୍ଧନା ଭାଗବତରେ ସୁନ୍ଦର ଭାବେ ବର୍ଣ୍ଣିତ ହୋଇଛି। ସେବେଠାରୁ ମନ୍ଦିର ମଠ ମାନଙ୍କରେ ରେ ରାଧାକୃଷ୍ଣଙ୍କ ବିଗ୍ରହକୁ ବେଶକରି ସୁସଜ୍ଜିତ ଦୋଳିରେ ଝୁଲାଇ ତାଙ୍କ ନିକଟରେ ନୃତ୍ୟ, ଗୀତ, ଭଜନ, ଜଣାଣ ମାଧ୍ୟମରେ ଭକ୍ତମାନେ ନିଜ ଅନ୍ତରର ଭକ୍ତି ନୈବେଦ୍ୟ ସମର୍ପଣ କରିଥାନ୍ତି।

ଆଜି ସଂସାର ଜଞ୍ଜାଳରୁ କିଛି ସମୟ ନିଜକୁ ମୁକ୍ତକରି ବହୁସଂଖ୍ୟକ ଶ୍ରଦ୍ଧାଳୁ ପ୍ରଭୁଙ୍କର ଏହି ଅପୂର୍ବ ଉତ୍ସବରେ ଯୋଗ ଦେଇ ତାଙ୍କ ନିକଟରେ ନୃତ୍ୟ, ଗୀତ, ଭଜନ ଜଣାଣ ମାଧ୍ୟମରେ ନିଜର ଭକ୍ତି ନିବେଦନ କରିବାସହ ଝୁଲଣ ଯାତ୍ରାର ମାଧୁର୍ଯ୍ୟ ଓ ଆଧ୍ୟାତ୍ମିକ ବାତାବରଣ ସ୍ରୋତରେ ନିଜକୁ ହଜାଇ ପାରିଥିଲେ।

ଏହି ଝୁଲଣଯାତ୍ରା ଆସନ୍ତା ଶନିବାର ପୁର୍ଣିମାରେ ସମ୍ପୂର୍ଣ୍ଣ ହେବ। ଆୟୋଜକମାନେ, ଏହି ଦିନମାନଙ୍କରେ ସ୍ଥାନୀୟ ଅଞ୍ଚଳର ଶ୍ରଦ୍ଧାଳୁ ଭକ୍ତମାନେ ବହୁସଂଖ୍ୟାରେ ଯୋଗଦାନ ନିମିତ୍ତ ନିବେଦନ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like