-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଅବସରରେ  ପ୍ରେରଣା ତରଫରୁ ବିଭିନ୍ନ ପ୍ରତିଯୋଗିତା

06-Aug-2025



ବଲାଙ୍ଗୀର, ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ପାଳନ ଅବସରରେ ସାପ୍ତାହିକ ପ୍ରେରଣା ତରଫରୁ ଦୁଇ ଦିନ ଧରି ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଉଭୟ ଓଡିଆ ଏବଂ ଇଂରାଜୀ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିରେ ସହରର ବିଭିନ୍ନ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ର ଛାତ୍ରଛାତ୍ରୀମାନେ ଭାଗ ନେଇଥିଲେ l ପ୍ରେରଣା ର ସମ୍ପାଦକ ରଘୁ ନନ୍ଦନ ସିଂହ ଙ୍କ ପରିଚାଳନା ତଥା ଜିଲ୍ଲା

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ସହଯୋଗରେ ସ୍ଥାନୀୟ ପତିତପାବନ ଏକାଡେମୀ ଓ କିସ୍ ଆବସିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବିଚାରକ ଭାବରେ ପ୍ରଫେସର ପ୍ରେମଚାନ୍ଦ ମହାନ୍ତି, ଶ୍ରୀମତୀ ଆଶା ଲତା ସେଠୀ; ଅଧ୍ୟାପକ ଆର୍ଯ୍ୟୈନ୍ଦୁ ମେହେର, ବିକାଶ ଭେଲି  ପବ୍ଲିକ ସ୍କୁଲର ଅଧ୍ୟକ୍ଷ ଆମ୍ବରିଶ  ଦାଶ,  ଆକାଶ ଇନଷ୍ଟିଚୁଟ ର ସେଣ୍ଟର ହେଡ୍

ସତ୍ୟଦର୍ଶି ବେହେରା,ଶିବାନନ୍ଦ ଦାଶ ଓ ସତ୍ୟ ନାରାୟଣ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇ କୃତୀ ପ୍ରତିଯୋଗୀମାନଙ୍କ ନାମ ଘୋଷଣା କରିଥିଲେ l ସମସ୍ତ କୃତୀ ପ୍ରତିଯୋଗୀ ମାନେ ଆସନ୍ତା ଅଗଷ୍ଟ ୧୫ତାରିଖ ମନୋହରପୁର ପରେଡ୍ ପଡ଼ିଆରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସ୍ଵାଧୀନତା ଦିବସ ସମାରୋହରେ ପୁରସ୍କୃତ ହେବେ ବୋଲି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର ମାଝୀ ସୂଚନା ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026

You Might Also Like