-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||      କେବେ ସଜଡ଼ାଯିବ ବରୀ ମାଉଣ୍ଡ ହାଇମାଷ୍ଟ ଲାଇଟ   (04-Mar-2026)       ||      ତୃତୀୟ ସୁକତେଲ ମହୋତ୍ସବ ଉଦଯାପିତ♦️ "ଲୁପ୍ତ ପ୍ରାୟ ଲୋକ ଗୀତ ଓ ନୃତ୍ୟର ପୁନରୁଥାନର ଅନନ୍ୟ ମଞ୍ଚ"   (03-Mar-2026)       ||      ଗୋଛାପଡା ଥାନା ଅଞ୍ଚଳରେ ପୁଣି ଗୁରୁ ଶିଷ୍ୟ ସମ୍ପର୍କରେ କଳଙ୍କ : ସମ୍ପୃକ୍ତ ଶିକ୍ଷକ ଥାନାରେ ଅଟକ    (03-Mar-2026)       ||     

HOME   ଜିଲ୍ଲା

କାନ୍ଦି କାନ୍ଦି ଜିଦ୍ କରୁଥିବା ଛାତ୍ର ଛାତ୍ରୀଙ୍କୁ ବୁଝାଇବ କିଏ ?

07-Aug-2025



ନୂଆପଡ଼ା (ରାମନାଥ ପଣ୍ଡା)ନୂଆପଡ଼ା ଜିଲ୍ଲା ଶିକ୍ଷା ବିଭାଗରେ ଚଳିତ ଶିକ୍ଷା ବର୍ଷରେ ଜିଲ୍ଲାର ପ୍ରତ୍ୟେକ ବ୍ଲକରେ  ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ବଦଳି କରାଯାଇଛି ।ଏହି ବଦଳିକୁ ନେଇ କିଛି ବିଦ୍ୟାଳୟରେ ପରିଚାଳନା କମିଟି ଅସନ୍ତୁଷ୍ଟ ଥିବାବେଳେ କିଛି ବିଦ୍ୟାଳୟରେ ଅଭିଭାବକ ଅସନ୍ତୁଷ୍ଟ ପୁଣି କିଛି ବିଦ୍ୟାଳୟରେ ବିଦ୍ୟାଳୟକୁ ତାଲା ବନ୍ଦ କରିବାକୁ କମିଟି ଓ ଅଭିଭାବକ ତତ୍ପର ହୋଇ ଉଠିଛନ୍ତି ।ଠିକ୍ ସେହିଭଳି ଭିନ୍ନ ଏକ ଦୃଶ୍ୟ ଆଜି ଦେଖିବାକୁ ମିଳିଛି ବୋଡ଼େନ ବ୍ଲକ ବୋଇରର୍ଗାଁ ୟୁ ପି ଏସ ରେ ଛାତ୍ର ଛାତ୍ରୀ କାନ୍ଦି କାନ୍ଦି ସ୍କୁଲ  ଗେଟ୍ ରେ ଛିଡ଼ା ହୋଇଥିଲେ ସକାଳ ୧୦ ଘଣ୍ଟାରୁ ଦିନ ୧ଟା ୧୫ ମିନିଟ ପର୍ଯ୍ୟନ୍ତ ।ସେମାନେ ଜିଦ୍ କରୁଥିଲେ ଜିଲ୍ଲାପାଳ ଓ ଶିକ୍ଷା ବିଭାଗୀୟ ଅଧିକାରୀ ତାଙ୍କ ପାଖକୁ ଆସି ତାଙ୍କ ଦାବୀକୁ ପୂରଣ କରି ତାଙ୍କ ବିଦ୍ୟାଳୟରୁ ଅନ୍ୟ ବିଦ୍ୟାଳୟକୁ ବଦଳି ହୋଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଜିଲ୍ଲାପାଳ ଫେରାଇ ଦିଅନ୍ତୁ ବୋଲି ।ଅଧିକାରୀ ନଆସିବା ଯାଏଁ ସ୍କୁଲ ଗେଟ୍ ରେ ସେମିତି ହିଁ କାନ୍ଦି କାନ୍ଦି ଛିଡ଼ା ହୋଇଥିବେ ବୋଲି ସ୍ପଷ୍ଟ ପ୍ରକାଶ କରୁଥିଲେ କିନ୍ତୁ ସି ଆର୍ ସି ସି ରିଖିରାମ ଜଗତ, ସାମ୍ବାଦିକ ରାମନାଥ ପଣ୍ଡା ଓ ସାମ୍ବାଦିକ ବିଶିକେଶନ ପଣ୍ଡା ଅନେକ ପ୍ରକାର ବୁଝାଇବା ପରେ ଦିନ ୧ଟା ୧୫ ମିନିଟ ସମୟରେ ଛାତ୍ର ଛାତ୍ରୀ ଭୋଜନ କରିବାକୁ ସ୍କୁଲ ଭିତରକୁ ପ୍ରବେଶ କରିଥିଲେ । ଶିକ୍ଷା ବିଭାଗରେ କାହିଁକି ଏମିତି ଦୃଶ୍ୟ ବର୍ତ୍ତମାନ ସାମ୍ନାକୁ ଆସୁଛି,ଏହା ପଛର କାରଣ କ'ଣ ହୋଇଥାଇପାରେ ତାହା ବୁଝିବା ଭାରି କଷ୍ଟ ।ଚାକିରି କ୍ଷେତ୍ରରେ ସ୍ଥାନାନ୍ତର ଏକ ପ୍ରକ୍ରିୟା ,ଏକଥା ଛାତ୍ର ଛାତ୍ରୀ ବୁଝି ପାରିବେ ନାହିଁ ତେଣୁ ଅବୁଝା ଓ ଜିଦ୍ କରୁଥିବା ଛାତ୍ର ଛାତ୍ରୀଙ୍କୁ ବୁଝାଇ  ତାଙ୍କ ମନକୁ ଶାନ୍ତ କରିବା ହେଉଛି ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କ ଦାୟୀତ୍ୱ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026
  ଜିଲ୍ଲା  
ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ   04-Mar-2026
  ଜିଲ୍ଲା  
ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   04-Mar-2026
  ଜିଲ୍ଲା  
ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   04-Mar-2026

You Might Also Like