-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

୧୫ ଦିନରେ ୫୪୭୪ କିଲୋମିଟର ଭ୍ରମଣ କରି ରେକର୍ଡ* *ଇଣ୍ଡିଆ ବୁକ୍ ଅଫ ରେକର୍ଡରେ ସୀମାଞ୍ଚଳମ*

07-Aug-2025



ବରପାଲି (ସୁଦାମ ଦୀପ)
ଶାରୀରିକ ଅକ୍ଷମ ଥିଲେ ମଧ୍ୟ ଅଦମ୍ୟ ସାହସ ଓ ଦୃଢ଼ ଇଚ୍ଛାଶକ୍ତି ମଣିଷକୁ ବଲବାନ କରିଥାଏ । ଏହା ପ୍ରମାଣିତ କରି ଦେଖାଇଛନ୍ତି ବରପାଲି କେନାଲ ରୋଡ଼ ସ୍ଥିତ ସୀମାଞ୍ଚଳମ ଭୋଇ । କେବଳ ମାତ୍ର ୧୫ ଦିନରେ ୫ଟି ରାଜ୍ୟରୁ ୫୪୭୪ କିଲୋମିଟର ସଡ଼କ ପଥରେ ପରିଭ୍ରମଣ କରି ଜଣେ ଶାରୀରିକ ଅକ୍ଷମ ଥିବା ଛାତ୍ର ଇଣ୍ଡିଆ ବୁକ ଅଫ ରେକର୍ଡରେ ସ୍ଥାନ ପାଇ ବରପାଲି ତଥା ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି ।

ବାପା ଧର୍ମେନ୍ଦ୍ର ଭୋଇ ଓ ମାତା କଲ୍ୟାଣୀ କାଲସାଏଙ୍କ ପୁଅ ସୀମାଞ୍ଚଳମ୍ ପିଲାଟି ଦିନରୁ ଶାରୀରିକ ଭାବେ ଅକ୍ଷମ । ସେ ଚାଲୁ ପାରନ୍ତି ନାହିଁ । କିନ୍ତୁ କେବେହେଲେ ନିଜକୁ ସେଭଳି ଅନୁଭବ୍ କରନ୍ତି ନାହିଁ । ନିଜେ କିଛି କରି ଦେଖାଇବାର୍ ଦୃଢ଼ ପ୍ରୟାସ ରଖିଥାନ୍ତି। ନୂଆଁ ନୂଆଁ ଜାଗା ବୁଲିବା, ଲୋକଙ୍କ ମିଶିବା, ଆମୋଦ ପ୍ରମୋଦ ହେବା ତାଙ୍କ ଭାରି ପସନ୍ଦ । ତାଙ୍କର୍ ସେହି ପ୍ରୟାସ ଯୋଗୁଁ ସେ ଭାରତର୍ ଏକ ଗୌରବମୟ ରେକର୍ଡ ସୃଷ୍ଟି କରିପାରିଛନ୍ତି । ଏଥିପାଇଁ ସେ କୁହନ୍ତି ଯେ, ଭଗବାନ ଓ ପରିବାରରେ ନିଜ ମାତା ପିତା ଉପରେ ଅତୁଟ ବିଶ୍ୱାସ ରହିଛି । ତେଣୁ ସେ ସବୁ ଲକ୍ଷ୍ୟ ହାସଲ କରିପାରୁଛନ୍ତି ବୋଲି କହିଛନ୍ତି ।
ରେକର୍ଡ ସମ୍ପର୍କରେ ସେ ଆହୁରି କହିଛନ୍ତି ଯେ, ସେ ଗତ ନଭେମ୍ବର ୨ରୁ ନଭେମ୍ବର ୧୭ ତାରିଖ ଯାଏଁ ଦୀର୍ଘ ୧୫ ଦିନ ଧରି ଓଡିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଗୁଜୁରାଟ ଭଳି ରାଜ୍ୟର ପ୍ରମୁଖ ତୀର୍ଥସ୍ଥଳୀ ଓ ଜ୍ୟୋତିଲିଙ୍ଗ ପରିଭ୍ରମଣ କରିଥିଲି । ଏଥିପାଇଁ ସେ ପୂର୍ବରୁ ରୁଟ ପ୍ଲାନ କରିଥିଲେ । ଏହି ଯାତ୍ର ପାଇଁ ପରିବାରରୁ ମା ବାପା ସହଯୋଗ କରିଥିଲେ ବୋଲି ସେ କହିଛନ୍ତି । ତେବେ ଏହି ପୁରସ୍କାର ତାଙ୍କ ପ୍ରେରଣା ସହ ଆଗକୁ ବଢ଼ିବାରେ ସାହାର୍ଯ୍ୟ କରିବ ଓ ଆଗକୁ ନିଶ୍ଚିତ ବଡ଼ ରେକର୍ଡ ଦିଗରେ କାର୍ଯ୍ୟ କରିବି ବୋଲି ମତବ୍ୟକ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like