-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||      ଜାଇକା ପାଇପ୍ ଫାଟି ଘୁଅ,ମୁତ ମଇଳା ପାଣି ମିଶୁଛି ତାଳଦଣ୍ଡା କେନାଲରେ    (16-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ବ୍ଲକ ସ୍ତରୀୟ ଜାତି ଓ ଜନଜାତି ସମ୍ବାଦ ବୈଠକ ଅନୁଷ୍ଠିତ    (16-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ମହୋତ୍ସବର ଶୁଭାରମ୍ଭ, ପାର୍ବତୀ ମଣ୍ଡପକୁ ନଟରାଜ ଦେବଙ୍କ ଆନୟନ,   (16-Jun-2026)       ||      ନିଷ୍ଠା ପରିବାରର ୧୭ତମ ପ୍ରତିଷ୍ଠା ଦିବସ ଓ ବିଶ୍ୱ ରକ୍ତଦାତା ଦିବସ ଅବସରରେ ୬୨ ୟୁନିଟ୍ ରକ୍ତ ସଂଗୃହୀତ   (16-Jun-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶ ସ୍ମୃତି କମିଟୀର ସାଧାରଣ ବୈଠକ*   (16-Jun-2026)       ||      କଣ୍ଟାବାଞ୍ଜି ବିଧାୟକଙ୍କ ଦ୍ୱାରା ଆଦିବାସୀଙ୍କୁ ଅପଶବ୍ଦ ପ୍ରୟୋଗକୁ ବିରୋଧ କରି ବଙ୍ଗୋମୁଣ୍ଡା ଥାନାରେ ଏତଲା    (15-Jun-2026)       ||      ବଲାଙ୍ଗୀର ବିକାଶ ନେଇ ବୁଦ୍ଧିଜୀବୀଙ୍କ ସହ ବିଧାୟକ କଳିକେଶଙ୍କ ଆଲୋଚନା   (15-Jun-2026)       ||     

HOME   ଜିଲ୍ଲା

ଦାଦନ ଯାଇ ଶ୍ରମିକ ଙ୍କ ମୃତ୍ଯୁ ବନ୍ଧା ପଡିଛି ଶବ

07-Aug-2025



ଭିଟାମାଟିକୁ ଶବ ଆଣିବାକୁ ନିବେଦନ 

କଣ୍ଟାବାଞ୍ଜି(ମୋହନ ସୁନା): ଦାଦନଗଡ ରେ ଥମୁନାହିଁ ଦାଦନ ଦୁଃଖ ଗୋଟିଏ ପରେ ଗୋଟିଏ ଶ୍ରମିକ ଙ୍କ ରାଜ୍ଯ ବାହାର କୁ ଦାଦନ ଯାଇ ସେଠାରେ ମାଲିକ ଙ୍କ ନିର୍ଯାତନା ଶିକାର ହୋଇ ମୃତ୍ୟୁ ବରଣ କରୁଥିବା ଚିତ୍ର ଅନେକ ସମୟରେ ସାମ୍ନା କୁ ଆସିଥାଏ। ପୁଣି ଏହିଭଲି ଏକ ଅଭିଯୋଗ ଆସିଛି ବଲାଙ୍ଗୀର ଜିଲ୍ଲା ର ଦାଦନ ତୁରେକେଲା ଥାନା ଅନ୍ତର୍ଗତ ଖର୍ଲି ଗାଁ ରୁ। ଏଭି ଗାଁର ଦେବକୀ ତାଣ୍ଡି ନାମକ  ୬୫ ବୟସକ ବୃଦ୍ଧା ସେ ଗତ କିଛି ମାସ ପୂର୍ବ ରୁ ତାମିଲନାଡ଼ୁର ତ୍ରିପୁର କୁ ଦାଦନ ଶ୍ରମିକ ଭାବେ କାମ କରିବାକୁ ଯାଇଥିବା ବେଳେ ଗତ ୫ ତାରିଖ ରେ ତାଙ୍କ ସନ୍ଦେହ ଜନକ ଭାବରେ ସେଠାରେ ମୃତ୍ଯୁ ହୋଇଛି। ହେଳେ ମୃତ୍ଯୁ ଶରୀର ସେଠାରେ ବନ୍ଦା ପଡିଛି ମାଳିକ ଜଣକ ଗାଁ କୁ ମୃତ୍ଯୁ ଶରୀରର ପଠେଇ ବାକୁ ମନାକରୁଛନ୍ତି। ମୃତ ଦେବକୀ ଙ୍କ ପରିବାର ଅତି ଗରିବ ଶ୍ରେଣୀର ପରିବାର ହୋଇଥିବା ବେଳେ ତ୍ରିପୁର ଯାଇ ଶବ ଆଣିବାକୁ ସେମାନେ ସକ୍ଷମ ନାହାଁନ୍ତି। ଏନେଇ ତାଙ୍କ ପୁଅ ଚୁଲୁ ତାଣ୍ଡି ତୁରେକେଲା ଥାନା ରେ ଲିଖିତ ଅଭିଯୋଗ କରିଛନ୍ତି। ରାଜ୍ଯ ସରକାର ନଜର ଦେଇ ତାଙ୍କ ମାଁ ଙ୍କ ମୃତ ଶରୀର ଭିଟାଭାଟି କୁ ଫେରାଇ ଆଣିବାକୁ ଆକୁଲ ନିବେଦନ କରାଛନ୍ତି। ଯେଉଁ ପରିଣ୍ରତ ବୟରେ ବୃଦ୍ଧା ଜଣକ ଘରେ ରହିବା କଥା କିନ୍ତୁ ପେଟ ମୁଠେ ଦାନା ଦେବାକୁ ସେ ୬୫ ବର୍ଷ ବୟସ ରେ ସଂଘର୍ଷ କରି ଦାଦାନ ଯିବା ଘଟଣା ଦୁଃଖ ଦାୟକ ଘଟଣା ଅଟେ। ଗୋଟିଏ ପଟେ ଶ୍ରମିକ ଙ୍କ ପାଇଁ ସରକାର ଅନେକ ଯୋଜନା କରିଥିବା କହୁଥିବା ହେଳେ ଅନ୍ୟପଟେ ଦାଦନ ଯାଇ ଶ୍ରମିକ ଙ୍କ ମୃତ୍ଯୁ ହୋଇଛି ହେଳେ ଶବ ଭିଟାମାଟି କୁ ଫେରି ପାରୁନାହିଁ। ବଲାଙ୍ଗୀର ଜିଲ୍ଲା ପ୍ରଶାସନ ନଜର ଦେଇ ତୁରନ୍ତ ମୃତ ବୃଦ୍ଧାଙ୍କ ଶବ ତାଙ୍କ ଭିଟାମାଟି କୁ ଫେରାଇ ଆଣିବାକୁ ଅଞ୍ଚଳ ବାସୀ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026
  ଜିଲ୍ଲା  
ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   16-Jun-2026
  ଜିଲ୍ଲା  
ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   16-Jun-2026
  ଜିଲ୍ଲା  
*ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   16-Jun-2026
  ବିଶେଷ  
ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ   16-Jun-2026
  ଜିଲ୍ଲା  
ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   16-Jun-2026
  ଜିଲ୍ଲା  
ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ   16-Jun-2026

You Might Also Like