-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବାପି ମଣ୍ଡଳ ମୃତ୍ୟୁ ମାମଲା ରେ ଏମ.ପି.ଭି-୧୦ ଗ୍ରାମରେ ପହଞ୍ଚିଲେ କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ଦଳ, ପରିବାର ଲୋକଙ୍କ ସହ ବସି କରିଲେ ଆଲୋଚନା

07-Aug-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମୃତ ଦାଦନ ଶ୍ରମିକ ବାପି ମଣ୍ଡଳଙ୍କ ପରିବାର ର ଅଭିଯୋଗ କୁ ଦୃଷ୍ଟିରେ ରଖି  ଏହାର ସତ୍ୟତା ଜାଣିବା ପାଇଁ ମାଲକାନଗିରି ଜିଲ୍ଲାର କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ତରଫରୁ ଏକ ମିଳିତ ଅନୁସନ୍ଦନକାରୀ ଦଳ ଗଠନ କରାଯାଇ ଏହାର ତଦନ୍ତ ପାଇଁ ମୋଟୁ ପହଞ୍ଚି ଥିଲେ ଏହି ଦଳ। ଏହି ଦଳର ନେତୃତ୍ୱ INTUC ଜିଲ୍ଲା ଆବାହକ ହାରାଣ ମଣ୍ଡଳ, AITUC ଜିଲ୍ଲା ସଭାପତି ମହାନନ୍ଦ ଦୁର୍ଗା ଓ ONSS State Council Member କୁମାର ଜାଳିଆ ଙ୍କ ନେତୃତ୍ୱ ରେ ଗତ କାଲି ୦୬/୦୮/୨୫  ତାରିଖ ରେ ମୋଟୁ ଥାନାରେ ଥାନା ମୃତ ଏମ.ପି.ଭି -୧୦ ଗ୍ରାମର ବାପି ମଣ୍ଡଳ ର କେସ ବିଷୟରେ ତଦାରଖ କରିବାକୁ ଆସିଥିଲେ ଏହି କେନ୍ଦ୍ରିୟ ଦଳ।ମାତ୍ର ୫ ହଜାର ଟଙ୍କା ପାଇଁ ଜଣେ ଠିକାଦାର ଜଣେ ୨୧ ବର୍ଷୀୟ ଯୁବକଙ୍କୁ ପ୍ରଥମେ ଅପହରଣ ଓ ପରେ ହତ୍ୟା କରିଥିବା ପରି ସଂଗୀନ ଅଭିଯୋଗ ମୋଟୁ ଥାନାରେ ହୋଇଥିଲା| ଏହି ଅଭିଯୋଗ ପାଇବା ପରେ ମୋଟୁ ପୁଲିସ ଠିକାଦାର ଓ ତାଙ୍କର ଜଣେ ସହଯୋଗୀଙ୍କୁ ଥାନାରେ ଅଟକ ରଖି ଅନୁସନ୍ଧାନ ଆରମ୍ଭ କରିଥିବାର ପୋଲିସ ପକ୍ଷରୁ ସୂଚନା ମିଳିଥିଲା |ମୋଟୁ ଥାନା ଅନ୍ତର୍ଗତ ଏମପିଭି ୮୧ ଗ୍ରାମର ଠିକାଦାର ଅନନ୍ତ ହାଲଦାର ଓ ସହଯୋଗୀ ସୁଜିତ ରାୟ ଶୁକ୍ରବାର ଅପରାହ୍ନ ୫ଟା ସମୟରେ ଏମପିଭି -୧୦ ଗ୍ରାମକୁ ଆସି ବାପି ମଣ୍ଡଳ ନାମକ ଜଣେ ୨୧ ବର୍ଷୀୟ ଯୁବକଙ୍କୁ ଘରୁ ଜୋର ଜବରଦସ୍ତ ହାତ ବାନ୍ଧି ଏକ ବାଇକରେ ନିଜ ଘରକୁ ଅପହରଣ କରି ନେଇଯାଇଥିଲେ । ତେବେ ଶନିବାର ସକାଳୁ ବାପି ମରିଯାଇଛି ବୋଲି ଠିକାଦାର ଜଣଙ୍କ ଏମପି ଭି- ୧୦ ଗ୍ରାମର ଗାଁ ସଭାପତିଙ୍କୁ ଜଣାଇଥିଲେ। ଏହାପରେ ମୃତ ଯୁବକଙ୍କ ଅଜା ମୋଟୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ ଯେ ମୋ ନାତିକୁ ଠିକାଦାର ମାତ୍ର ୫ ହଜାର ଟଙ୍କା ପାଇଁ ଅପହରଣ କରି ହତ୍ୟା କରିଛି। ଏହି ଘଟଣାକୁ ବେଶ କିଛି ଦିନ ବିତି ଗଲେ ମଧ୍ୟ ଆସାମୀ କୁ ଏ ପର୍ଯ୍ୟନ୍ତ କୋୖଣସି ଆଇନ ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ କେନ୍ଦ୍ରୀୟ ଟ୍ରେଡ଼ ୟୁନିଅନ ତରଫରୁ ଏକ ମିଳିତ ଅନୁସନ୍ଦନକାରୀ ଦଳ ମୋଟୁ ଥାନା ରେ ପହଞ୍ଚି ଥିଲେ।ଏହି କେସର ତଦନ୍ତକରୀ ଦଳ ଗଣମାଧ୍ୟମ ଆଗରେ ପୋଲିସ ପ୍ରଶାସନ କୁ ନେଇ କ୍ଷବ ପ୍ରକାଶ କରିଛନ୍ତି। ଏହି କେସ ର ତଦନ୍ତ କାରୀ ଅଫିସର ଲକ୍ଷ୍ମିଧର ଲେଙ୍କା ଙ୍କ କହିବା ଅନୁସାରେ ପୋଷ୍ଟମର୍ଟମ ରିପୋର୍ଟ ଅପେକ୍ଷାରେ ପୋଲିସ ଅଛି ଏହା ଆସିବା ପରେ ଦୋଷୀ ଙ୍କ ବିରୋଧ ରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk