-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ଏନଏସି ସ୍ତରୀୟ ସ୍ଵାଧୀନତା  ଦିବସ ପ୍ରସ୍ତୁତି ବୈଠକ

07-Aug-2025



ବିନିକ(ହିମାଂଶୁ ଶେଖର ପୁଟେଲ) ବିନିକା ଏନଏସି ହଲ ଠାରେ ଆସନ୍ତା ୧୫ତାରିଖରେ ହେବାକୁ ଥିବା ସ୍ଵାଧୀନତା ଦିବସ ପାଳନ ନେଇ ନଗରପାଳ ସୁବାସ ଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଏନଏସି ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ସ୍ଵାଧୀନତା ଦିବସ ପାଳନର ମହତ୍ତ୍ଵ ଓ ତାର ରୂପରେଖ ଉପରେ ଆଲୋକପାତ କରିଥିଲେ ।ସେହିଦିନ ସିଦ୍ଧାର୍ଥ ଗରୁଡ଼ କ୍ୟାମ୍ପସ ପଡ଼ିଆରେ ବୀରମହାରାଜପୁର ବିଧାୟକ ଇଂଜିନିୟର ରଘୁନାଥ ଜଗଦଲା ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସାଂଗକୁ ଜନ ସମାବେଶକୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଚୂଡାନ୍ତ ହୋଇଥିଲା। ବୈଠକରେ ସମସ୍ତଙ୍କ ପ୍ରସ୍ତାବ କ୍ରମେ ମୁଖ୍ୟ ଅତିଥି ଜାତୀୟ ପତାକା ଉତ୍ତୋଳନ କରିବା ପରେ ଉପସ୍ଥିତ ସମସ୍ତ ସ୍କୁଲର ଛାତ୍ରଛାତ୍ରୀ,ବିଭିନ୍ନ ସରକାରୀ/ବେସରକାରୀ ଅନୁଷ୍ଠାନର କର୍ମକର୍ତ୍ତା,ଜନସାଧାରଣଙ୍କ ତରଫରୁ ଏକ ସଙ୍ଗରେ ଜାତୀୟ ସଙ୍ଗୀତ ଗାନ କରାଯିବ ।ପରେ  ମନୋରଞ୍ଜନ ପାଇଁ ବିଭିନ୍ନ ସ୍କୁଲ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଟିତ ହେବ । ଏହି ବୈଠକରେ ବିନିକା ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନଙ୍କ ସମେତ ପରିଷଦ କାଉନସିଲ,ବିଭିନ୍ନ ସ୍କୁଲ କଲେଜ ଓ ସରକାରୀ କାର୍ଯ୍ୟାଳୟର କର୍ମଚାରୀମାନେ ମାନେ ଯୋଗଦେଇ ଆଲୋଚନାରେ ଭାଗ ନେଇଥିଲେ ।ସଭାରେ ପୂର୍ବତନ ପରିଷଦ କର୍ମଚାରୀ ସନ୍ତୋଷ ବଞ୍ଛୋର ସ୍ବାଧୀନତା ଦିବସ ପାଳନ ବିସ୍ତୃତ ଉପରେ କହିଥିଲେ  l ବିଗତ ବର୍ଷ ମାନଙ୍କ ଅପେକ୍ଷା ଚଳିତ ବର୍ଷ ଯେପରି ଅଧିକ ଉତ୍ସାହିତ ହେବ ସେନେଇ ପ୍ରସ୍ତାବ ଗୃହୀତ ହୋଇଥିଲା  l ସେହିପରି ଯୋଗଦେଉଥିବା ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷଙ୍କ ବସିବା ପାଇଁ ଏବଂ ଶାନ୍ତି ଶୃଙ୍ଖଳା ଦିଗରେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତ୍ତାଙ୍କୁ ଦାୟିତ୍ଵ ନିର୍ବାହ ପାଇଁ ଆଲୋଚନା କରାଯାଇଥିଲା l ଶେଷରେ ଯୁବ ଆଇନଜୀବୀ ପ୍ରଶାନ୍ତ ଦଣ୍ଡ ସନା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like