-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

*ପଟା ଭାଡ଼ି ତଳ କୁଲ୍ ପଡ଼ା ଅଞ୍ଚଳ କୁ ଜିଲ୍ଲାପାଳ ଙ୍କ ଅଚାନକ ପରିଦର୍ଶନ*- *ଅଙ୍ଗନୱାଡ଼ି କେନ୍ଦ୍ରର ଅପରିଷ୍କାର ଶୌଚାଳୟ କୁ ଦେଖି ବିରକ୍ତି ପ୍ରକାଶ କଲେ*-

07-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଆଦିବାସୀ ଜନଜାତି ଶ୍ରେଣୀ ର ଲୋକେ ବସ ବାସ କରୁଥିବା ସ୍ଥାନୀୟ  ପଟାଭାଡ଼ି ତଳ କୁଲ୍ ପଡ଼ା ଓ ଉପର କୁଲ୍ ପଡ଼ା  କୁ ଅଚାନକ ପରିଦର୍ଶନ ରେ ଆସି ସେଠାରେ ଥିବା ରାସ୍ତା, ପାନୀୟ ଜଳ, ସ୍ଵଚ୍ଛତା ଆଦି ବିଭିନ୍ନ ସମସ୍ୟା କୁ ତଦାରଖ କରି ଏ ସବୁ ବିଷୟ ରେ ଉପସ୍ଥିତ ବସ୍ଥି ବାସିନ୍ଦା, ସଚେତନ ନାଗରିକ ଓ ପୌର ପରିଷଦ ଅଧିକାରୀ ଙ୍କ  ସହ ଆଲୋଚନା କରିଥିଲେ l କିଛି ବେସରକାରୀ ଜମି ମାଲିକ ଏ  ଅଞ୍ଚଳ ର ବିକ୍ରି ପ୍ଲଟ ମାନଙ୍କ ରାସ୍ତା ପୌର ପରିଷଦ କୁ ଏ ଯାଏଁ ହସ୍ତାନ୍ତର କରି ନ ଥିବା ଯୋଗୁଁ ଏ ସମସ୍ୟା ଉପୁଜିଥିବା ବିଷୟ ଅଧିକାରୀ ଙ୍କ ଠାରୁ ଜାଣି ବାକୁ ପାଇଲେ ଜିଲ୍ଲାପାଳ l କିନ୍ତୁ ପୌର ପରିଷଦ ପୁର୍ବରୁ ଏ  ରାସ୍ତା କୁ ଥରେ ନିର୍ମାଣ କରିଥିବା ବିଷୟ ଓ ବସ୍ଥି ବାସିନ୍ଦା ଙ୍କ ଠାରୁ ହୋଲ୍ଡିଂ ଟ୍ୟାକ୍ସ କ୍ରମାଗତ ଭାବେ ନେଉଥିବା ସତ୍ତ୍ବେ ଆମେ ଏ ସର୍ବ ନିମ୍ନ ମୌଳିକ ସୁବିଧା ରୁ କିପରି ବଞ୍ଚିତ ହେବୁ ବୋଲି ଏ ବିଷୟ କୁ ଜିଲ୍ଲାପାଳ ଙ୍କୁ ଏ ଵସ୍ଥି ଲୋକେ ଆଜି ଅବଗତ କରାଇ ଥିଲେ l ଏବଂ ସେସବୁ ର କିଭଳି ତୁରନ୍ତ ସମାଧାନ ହେବ ଏ ଦିଗରେ ଧ୍ୟାନ ଦେବାକୁ ପୌର ପ୍ରଶାସନ କୁ ଜିଲ୍ଲାପାଳ ମଧ୍ୟ ନିର୍ଦ୍ଦେଶ କରିଥିଲେ l ଏ ଅଞ୍ଚଳ ର କିଛି ସଚେତନ ନାଗରିକ ବସ୍ଥି ବାସିନ୍ଦା ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ଜିଲ୍ଲାପାଳ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରିଥିଲେ l ପରେ ପରେ ଏହି ୧୦ ନମ୍ବର ୱାର୍ଡ଼ ରେ ଥିବା ଅଙ୍ଗନୱାଡ଼ି କେନ୍ଦ୍ର କୁ ଅଚାନକ ପରିଦର୍ଶନ କରି ଅଙ୍ଗନ ୱାଡ଼ି କର୍ମୀ ଓ ଛୋଟ ପିଲା ମାନଙ୍କ ସହିତ ବାର୍ତ୍ତାଳାପ କରି ବିଭିନ୍ନ ସମସ୍ୟା  ଉପରେ ଆଲୋଚନା କରିଥିଲେ l ଏହି ସେଣ୍ଟର ର ଅପରିଷ୍କାର ଶୌଚାଳୟ କୁ ଦେଖି ଅଙ୍ଗନ୍ ୱାଡି କର୍ମୀ ଙ୍କ ଉପରେ ବିରକ୍ତି ପ୍ରକାଶ କରି  ଏହି କେନ୍ଦ୍ର ର ସମଗ୍ର ପରିସର କୁ ସଫା ସୁତରା ରଖି ପ୍ରଥମେ ପିଲାଙ୍କ ସ୍ଵାସ୍ଥ୍ୟ ଓ ପରିବେଶ ଓ ଶିକ୍ଷା ପ୍ରତି ବିଶେଷ ଧ୍ୟାନ ଦେବାକୁ ମହିଳା କର୍ମୀ ଙ୍କୁ ପରାମର୍ଶ କରିଥିଲେ l ଶିଶୁ ଙ୍କ ପାଇଁ ଉଦ୍ଦିଷ୍ଟ ପୁଷ୍ଟିକର ଖାଦ୍ୟ,ପୋଷାକ, ପୋଷଣ କାର୍ଯ୍ଯ କ୍ରମ, ଓ କ୍ୟାମ୍ପସ ର ପରିବେଶ ଓ ଭିତ୍ତିଭୂମି କୁ ତଦାରଖ କରିଥିଲେ l ଯେମିତି ସରକାରୀ ସବୁ ଯୋଜନା ଗୁଡିକ ଶିଶୁ ଓ ବସ୍ଥି ର ସମସ୍ତ ହିତାଧିକାରୀ ଙ୍କ ପାଖକୁ  ପହଞ୍ଚି ପାରିବ ସେ ଦିଗରେ ପରାମର୍ଶ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like