-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ବ୍ରିଜ ସନ୍ନିକଟ ରାସ୍ତାରେ ଫାଟ ଏକ ସମସ୍ୟା

07-Aug-2025



ନୂଆପଡ଼ା (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକର ବରଗାଁ ଓ ଗଣ୍ଡାବାହାଳି ଗ୍ରାମ ମଧ୍ୟରେ ଥିବା ନଦୀର ବ୍ରିଜ ପାର୍ଶ୍ଵରେ ଫାଟ ସୃଷ୍ଟି ହୋଇ ଆଁ କରୁଛି ।ସିନାପାଲି ରୁ ଖରୀଆର ଯିବା ଆସିବା ପାଇଁ ଏହି ରାସ୍ତା ଲୋକଙ୍କ ପାଇଁ ମୁଖ୍ୟ ରାସ୍ତା ଅଟେ ।ପ୍ରତିଦିନ ଶହ ଶହ ସଂଖ୍ୟାରେ ସ୍କୁଲ ପିଲା,କଲେଜ ପିଲା,ସାଧାରଣ ଜନତା,ରୋଗୀ ସେବା ଯୋଗାଉଥିବା ବିଭିନ୍ନ ଗାଡ଼ି,ଚାରି ଚକିଆ ଯାନ ,ଭାରି ଯାନବାହାନ ସବୁ ଏହି ରାସ୍ତାରେ ଯିବା ଆସିବା କରିଥାଆନ୍ତି ।ପୁଣି ଗଣ୍ଡାବାହାଳି ଗ୍ରାମରେ ବିଭିନ୍ନ ପ୍ରକାର ଦୋକାନ ବଜାର ଥିବାରୁ ଏହା ଗୋଟିଏ ପ୍ରକାର ବ୍ୟବସାୟ କେନ୍ଦ୍ର ପାଲଟିଛି ବୋଲି ଏହି ଗ୍ରାମରେ ପାର୍ଶ୍ଵବର୍ତ୍ତୀ ବହୁ ଗ୍ରାମର ଲୋକ ନିର୍ଭର କରନ୍ତି ।ବ୍ରିଜ ରାସ୍ତା ପାର୍ଶ୍ଵ ଫାଟ ନଦୀର ବଢ଼ିପାଣି ପଶିଲେ ବଢ଼ି ଯାଇପାରେ କିମ୍ବା ଗାଡ଼ି ମଟର ମାନଙ୍କ ଓଜନ ଚାପରେ ଫାଟ ବଢି ରାସ୍ତାର ରୂପ ବଦଳାଇ ଦେଇପାରେ ସେତେବେଳେ ଦୁର୍ଘଟଣାର ସମ୍ଭାବନା ବେଶୀ । ରାସ୍ତାର ଫାଟ ବଢି ରାସ୍ତା ଖରାପ ହେବା ଅବା କୌଣସି ଦୁର୍ଘଟଣା ଘଟି ଧନ ଜୀବନ ନଷ୍ଟ ହେବା ପୂର୍ବରୁ ବିଭାଗୀୟ ଅଧିକାରୀ ଏଥି ପ୍ରତି ଧ୍ୟାନ ଦେଇ ଯଥା ଶୀଘ୍ର ଏହାର ମରାମତି କାର୍ଯ୍ୟ କରିବାକୁ ସାଧାରଣରେ ଆଲୋଚନା ହେଉଛି।ଜିଲ୍ଲା ପ୍ରଶାସନ ଏହି ସମସ୍ୟା ସମାଧାନ ଦିଗରେ ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like