-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ରାଜ୍ୟ

ବରଗଡ଼ର ଉପାନ୍ତ ଅଂଚଳରେ ମିଳୁନି ବିଏସଏନଏଲ ସୁବିଧା: ପ୍ରଦୀପ ପୁରୋହିତ

08-Aug-2025



ବରଗଡ଼(ପ୍ରେରଣା ଖବର): ବରଗଡ଼ ଓ ଝାରସୁଗୁଡ଼ାର ଉପାନ୍ତ ଅଂଚଳରେ ମିଳୁନି ବିଏସଏନଏଲ ସୁବିଧା । ଏନେଇ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ଆଲୋଚନା କରିଛନ୍ତିି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ । ଏହି ଦୁଇ ଜିଲ୍ଲାର ଉପାନ୍ତ ଅଂଚଳରେ ନେଟୱର୍କ ସେବାର ଉନ୍ନତି ଏବଂ ବିଏସଏନଏଲ ନେଟୱର୍କର ଅପଗ୍ରେଡେସନ ବ୍ୟବସ୍ଥା କରିବାକୁ କେନ୍ଦ୍ର ଯୋଗାଯୋଗ ମନ୍ତ୍ରୀଙ୍କୁ ଭେଟି ଦାବି କଲେ ବରଗଡ଼ ସାଂସଦ ପ୍ରପଦୀପ ପୁରୋହିତ । ବିଶେଷକରି ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଆଭ୍ୟନ୍ତରୀଣ ଅଂଚଳରେ

ଟେଲି ଯୋଗାଯୋଗ ନେଇ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସହ ଆଲୋଚନା କରିଛନ୍ତି ପ୍ରଦୀପ ପୁରୋହିତ । ଏସବୁ ଅଂଚଳର ଗାଁ ଲୋକମାନେ ସମ୍ମୁଖୀନ ହେଉଥିବା ଟେଲି ଯୋଗାଯୋଗ ଅସୁବିଧା ଉପରେ ସେ ଆଲୋକପାତ କରିଛନ୍ତି । ଅପର୍ଯ୍ୟାପ୍ତ ବିଏସଏନଏଲ ଭିତ୍ତିଭୂମି ଯୋଗୁଁ ମୋବାଇଲ ସଂଯୋଗର ଗମ୍ଭୀର ଅଭାବକୁ ଦର୍ଶାଇଛନ୍ତି । କିଛି ଟାୱାର ଥିବା ସତ୍ତ୍ୱେ ସେମାନେ ଅନେକ ଗ୍ରାମାଂଚଳ ଏବଂ ଉପାନ୍ତ ଅଂଚଳରେ ପର୍ଯ୍ୟାପ୍ତ କଭରେଜ୍ ପ୍ରଦାନ କରିବାରେ ବିଫଳ ହୋଇଛନ୍ତି । ଡଜିଟାଲ ଭାରତ ନିଧି ଯୋଜନାରେ ଉପଲବ୍ଧ ଥିବା ଆର୍ଥିକ ସହାୟତା ବ୍ୟବହାର କରି ବିଏସଏନଏଲ ଭିତ୍ତିଭୂମିକୁ ଅପଗ୍ରେଡ୍ କରି ସମସ୍ୟାର ସମାଧାନ କରିବାକୁ ପ୍ରଦୀପ ପୁରୋହିତ ଅନୁରୋଧ କରିଛନ୍ତି ।  ଏହି ଯୋଜନା ଦେଶର ଅନୁନ୍ନତ ଏବଂ ଗ୍ରାମାଂଚଳରେ ଟେଲିକମ୍ ଭିତ୍ତିଭୂମି

ସ୍ଥାପନକୁ ବିଶେଷ ଭାବେ ସହାୟକ ହୋଇଥାଏ । ଆଜିର ଡିଜିଟାଲ ଯୁଗରେ ମୋବାଇଲ ସେବା ଓ ନେଟୱର୍କ ନିତ୍ୟାନ୍ତ ଆବଶ୍ୟକ । କୋଟିକୋଟି ଲୋକ ମୋବାଇଲରେ କଥାବାର୍ତ୍ତା,  ସୁଚନା ନେଣଦେଣ, ମେସେଜିଂ ସହ ମୋବାଇଲ ବ୍ୟାଙ୍କିଂ, ମନୋରଂଜନ ଭଳି ସେବା ପାଉଛନ୍ତି । ହେଲେ ଦୁର୍ଭାଗ୍ୟର ବିଷୟ ହେଉଛି, ବରଗଡ଼ ଜିଲ୍ଲାର ପଦ୍ମପୁର, ପାଇକମାଳ, ଝାରବନ୍ଧ ଓ ଅମ୍ବାଭୋନା ଏବଂ ଝାରସୁଗୁଡ଼ାର ଜିଲ୍ଲାର ଲଖନପୁର ବ୍ଲକରେ ବିଏସଏନଏଲ ନେଟୱର୍କ ସୁବିଧା ନାହିଁ । ଏସବୁ ଅଂଚଳରେ ବିଏସଏନଏଲ ଟାୱାର ସ୍ଥାପନା କରାଯାଇ ଥିଲେ ବି ଉପାନ୍ତ ଅଂଚଳ ପାଇଁ ଏହା ପର୍ଯ୍ୟାପ୍ତ ନୁହେଁ ବୋଲି ସାଂସଦ ଦର୍ଶାଇଛନ୍ତି । ଏହାକୁ ଗୁରୁତ୍ୱର ସହ ବିଚାରକୁ ନେଇ ପଦକ୍ଷେପ ନେବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି । ଆବଶ୍ୟକ ସ୍ଥାନରେ ନୂଆ ମୋବାଇଲ ଟାୱାର ସ୍ଥାପନା ବା ବିଏସଏନଏଲ ଭିତ୍ତିଭୂମିକୁ ଅପଗ୍ରେଡେସନ କରାଯାଉ  ବୋଲି ସାଂସଦ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like