-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ   (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||     

HOME   ଜିଲ୍ଲା

ମା ପାଇଁ ଗଛ ଟିଏ କାର୍ଯ୍ୟକ୍ରମ

08-Aug-2025



ଅତାବିରା(ଆକାଶ ମିଶ୍ର): ବରଗଡ ଜିଲ୍ଲା ଅତାବିରା ଏନ୍ ଏ ସି ଅନ୍ତର୍ଗତ ଲାଦର ପାଲି ବନ୍ଧପଡା  ପ୍ରାଥମିକ ବିଦ୍ୟାଳୟରେ  "ମାଁ ପାଇଁ ଗଛଟିଏ "କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଡାକ୍ତର ବିଶି ଙ୍କ ଅଧ୍ୟକ୍ଷତାରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ପ୍ରଥମେ ଏକ ବକୃତା ପ୍ରତିଯୋଗିତା କରାଯାଇଥିଲା  ମାଁ ପାଇଁ ଗଛ ଟିଏ ବିଷୟ ଉପରେ। କୁନିକୁନି ପିଲାଙ୍କ ମଧ୍ୟରେ କର୍ତ୍ତବ୍ୟବୋଧ ଓ ପରିବେଶ ପ୍ରତି ସଚେତନତା ଆଣିବାକୁ ତଥା ପିତା ମାତାଙ୍କ ପ୍ରତି  ଆମର ଯେତିକି କର୍ତ୍ତବ୍ୟ ରହିଛି, ନିଜ ପରିବେଶ ପ୍ରତି ମଧ୍ୟ ସେତିକି କର୍ତ୍ତବ୍ୟ ରହିଛି,ଏହି ଭାବଧାରାକୁ ଜାଗ୍ରତ କରିବା ପାଇଁ ପ୍ରଧାନଶିକ୍ଷକ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ ଦେଇ ଥିଲେ । ଏହା ପରେ ବିଦ୍ୟାଳୟର ଚତୁଃପାର୍ଶ୍ଵରେ ବିଭିନ୍ନ ପ୍ରକାର  ର ୩୬ ଟି ଔଷଧୀୟ ଚାରା ଓ ଆମ୍ବ, ପିଜୁଳି, ଚାର, କଦଳୀ, ନଡ଼ିଆ, ସଜନା, ଅଅଁଳା, ଲେମ୍ବୁ, ଅମୃତ ଭଣ୍ଡା, କଦଳୀ ଆଦି ଚାର ରୋପଣ କରାଯାଇଥିଲା । ଏହା ସହିତ ପ୍ରତିଦିନ ଉକ୍ତ ଚାରା ଗୁଡ଼ିକର   ଯତ୍ନ ନେବା ପାଇଁ ମଧ୍ୟ ଛାତ୍ରଛାତ୍ରୀ  ମାନଙ୍କୁ ଦାୟିତ୍ଵ ଦିଆଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସ୍ବେଛାସେବୀ ଶିକ୍ଷୟିତ୍ରୀ ସଂଯୁକ୍ତା ପ୍ରଧାନ,ସ୍ୱେତ୍ସ ସେବକ ସିରିଶ ଗଡତିଆ, ପ୍ରକୃତିପ୍ରେମୀ ବିନୟା ବିଶି, ରୁକୁଣି ଭୁଏ, ସାଇବାନି ବରିହା ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026

You Might Also Like