-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||     

HOME   ଜିଲ୍ଲା

ରାୟଗଡାଠାରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ବିରୋଧ କରି ବିଜେପି ନେତା ଥାନାରେ ଅଟକ

26-Jan-2021



ରାୟଗଡା(ପ୍ରେରଣା ଖବର ବ୍ୟୁରୋ) : ରାୟଗଡାଠାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହୋଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିଥିଲେ । ଏହି ଅବସରରେ ମନ୍ତ୍ରୀ ସ୍ଵାଧୀନତା ସଂଗ୍ରାମୀଙ୍କୁ ମନେ ପକାଇବା ସହିତ ଗଭୀର ଶ୍ରଦ୍ଧାଞ୍ଜଳି ପ୍ରଦାନ କରିଥିଲେ । ସ୍ଵାଧୀନତା ସଂଗ୍ରାମରେ ରାୟଗଡା ଜିଲ୍ଲାର ଅବଦାନ ସମ୍ପର୍କରେ ମଧ୍ୟ ସେ ଆଲୋକପାତ କରିଥିଲେ । ବିଶିଷ୍ଟ ସମାଜସେବୀ ଶାନ୍ତି ଦେବୀ ବର୍ତ୍ତମାନ ପଦ୍ମ ପୁରସ୍କାର ପାଇଁ ମନୋନୀତ ହେବା ଏକ ଗର୍ବର ବିଷୟ ଏହି ଅଂଚଳ ପାଇଁ ବୋଲି କହିଥିଲେ । କରୋନା ଯୋଦ୍ଧାଙ୍କୁ ମନ୍ତ୍ରୀ ସମ୍ମାନିତ କରିଥିଲେ । ତେବେ କରୋନା କଟକଣା ମଧ୍ୟରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା । କୌଣସି ସାଧାରଣ ଲୋକଙ୍କୁ ଉତ୍ସବରେ ସାମିଲ ଅନୁମତି ମିଳିନଥିଲା ।

ସେପଟେ ମନ୍ତ୍ରୀଙ୍କ ଗସ୍ତକୁ ବିଜେପି ପକ୍ଷରୁ ତୀବ୍ର ବିରୋଧ କରାଯାଇଥିଲା । ଏହାର ପ୍ରତିବାଦରେ ସୋମବାର ସନ୍ଧ୍ୟାରେ ଜିଲ୍ଲା ବିଜେପି ପକ୍ଷରୁ କପିଳାସ ଛକରେ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା । ମଙ୍ଗଳବାର ସକାଳୁ ରାୟଗଡା ଟାଉନ ଥାନା ପୋଲିସ ଦୁଇ ଜଣ ବିଜେପି ନେତାଙ୍କୁ ନେଇ ଥାନାରେ ଅଟକ ରଖିଥିଲା । ଜିଲ୍ଲା ବିଜେପି ସଭାପତି ଶିବ ପଟ୍ଟନାୟକ ଓ ନଗର ସଭାପତି ଶ୍ୟାମ କୁମାର ଦାସଙ୍କୁ ଅଟକ ରଖିଥିଲା ପୋଲିସ । ଅଟକ ପ୍ରତିବାଦରେ ବିଜେପି ମହିଳା ମୋର୍ଚ୍ଚା କର୍ମୀମାନେ ମଧ୍ୟ ଥାନାରେ ବସିଥିଲେ । ମନ୍ତ୍ରୀ ଯିବାପରେ ଅଟକ ନେତାଙ୍କୁ ପୋଲିସ ଛାଡିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026

You Might Also Like