-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ପ୍ରକୃତିର ଅନନ୍ଯ ରୂପକାର କବି ଗଙ୍ଗାଧର" ଶୀର୍ଷକରେ ବକ୍ତୃତା ଓ ଦେଶାତ୍ମବୋଧକ ଗୀତ ପ୍ରତିଯୋଗିତା

08-Aug-2025



ଗଙ୍ଗାଧର ଜୟନ୍ତୀ ଉପଲକ୍ଷେ  ବକ୍ତୄତା ଓ ଗୀତ ପ୍ରତିଯୋଗିତା

ନୂଆପଡ଼ା/ସିନାପାଲି:- ସ୍ବଭାବକବି ଗଙ୍ଗାଧର ମେହେରଙ୍କ ଜନ୍ମଜୟନ୍ତୀ ପାଳନ ଅବସରରେ ନୂଆପଡ଼ା ଜିଲ୍ଲାର ଅଗ୍ରଣୀ ସାହିତ୍ଯ ଅନୁଷ୍ଠାନ ଗଙ୍ଗାଧର ସାରସ୍ବତ ସମିତି ତରଫରୁ     ସିନାପାଲି ବ୍ଲକ ସ୍ତରୀୟ ବକ୍ତୃତା ଓ ଗୀତ ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଛି । ଏଥିରେ ସିନାପାଲି ବ୍ଲକ ଅର୍ନ୍ତଗତ ବିଭିନ୍ନ ବିଦ୍ଯାଳୟର ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିବା ବେଳେ ବକ୍ତୁତା ବିଭାଗରେ ତୃପ୍ତିମୟୀ ମେହେର,, ବିଶାଖା ମେହେର, ଦୀପ୍ତିମୟୀ ବୈଠାରୁ ଓ ଗୀତ ବିଭାଗରେ ପୂଜା ସା, ଲେଖା ମେହେର, ରଞ୍ଜିତା ମେହେର ପ୍ରଥମ, ଦ୍ବିତୀୟ ଏବଂ ତୃତୀୟ ସ୍ଥାନ ଅଧିକାର କରିଥିଲେ । ଏହି ଅବସରରେ ସ୍ଥାନୀୟ ହାଇସ୍କୁଲ ଠାରେ ସମିତିର ସଭାପତି ବୈଷ୍ଣବ ମେହେରଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିଥି ଭାବରେ ବିଶିଷ୍ଟ ସଂଗୀତଜ୍ଞ ଅଶୋକ ମିଶ୍ର, ତ୍ରିନାଥ ମେହେର, ମନୋରଞ୍ଜନ ମେହେର, ଲଳିତ କୁମାର ସୁନାରୀ, ସମିତି ସଂପାଦକ ତରୁଣ କୁମାର ମେହେର ପ୍ରମୁଖ ଯୋଗଦେଇଥିଲେ ା "ପ୍ରକୃତିର ଅନନ୍ଯ ରୂପକାର କବି ଗଙ୍ଗାଧର" ଶୀର୍ଷକ ବକ୍ତୃତା ପ୍ରତିଯୋଗିତାର ଅଧ୍ଯାପକ ଧୄବଚରଣ ପଧାନ, ଅଧ୍ଯାପକ କନକବର୍ଦ୍ଧନ ସାହୁ ଓ ପ୍ରାବନ୍ଧିକ ପ୍ରଦ୍ଯୁମ୍ନ କୁମାର ସିଂହ ଚିନ୍ଦା ଏବଂ ଦେଶାତ୍ମବୋଧକ ଗୀତ ପ୍ରତିଯୋଗିତାରେ ସଂଗୀତଜ୍ଞ  ବଂଶୀଧର ଜଗତ, ଚୂଡ଼ାମଣି ମେହେର, ଦୀପକ ସା ବିଚାରକ ଭାବରେ ଉପସ୍ଥିତ ଥିଲେ । କାର୍ଯ୍ଯକ୍ରମ ଆରମ୍ଭରେ ଗୌତମ ମେହେର ସମସ୍ତଙ୍କୁ ସ୍ବାଗତ କରିଥିବା ବେଳେ ନିକୁଞ୍ଜ ବିହାରୀ ସା, ପ୍ରେମାନନ୍ଦ ମେହେର, କମଳଜିତ ବୈକାର, ହରେକୄଷ୍ଣ ମେହେର, ମହେଶ ମେହେର ପ୍ରମୁଖ ସହଯୋଗ କରିଥିଲେ ।ନ ସୂଚନାଯୋଗ୍ଯ ଯେ ଶନିବାର ସମିତି ତରଫରୁ କବିଙ୍କ ଭବ୍ଯ ଜୟନ୍ତୀ ସମାବେଶ ପାଳନ ହେବାକୁ ଥିବା ବେଳେ ଏ ଅବସରରେ ଅନୁଷ୍ଠିତ କବିତା ପାଠୋତ୍ସବ ଓ ସାହିତ୍ଯ ସଭାରେ ବିଶିଷ୍ଟ ସାହିତ୍ଯିକ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like