-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||     

HOME   ଜିଲ୍ଲା

ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

08-Aug-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କଳାପଥର ସ୍ଥିତ  ସତ୍ୟବାଦୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ଠାରେ ଶୁକ୍ରବାର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ପ୍ରଥମ ବର୍ଷର ନବାଗତ ମାନଙ୍କ ପାଇଁ ପ୍ରବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସର ରେ ଅନୁଷ୍ଠାନର ଅଧ୍ୟକ୍ଷ  ଶ୍ରୀକାନ୍ତ ପଧାନ ସଭାପତିତ୍ତ୍ୱ କରି ସଂଘର୍ଷ ଓ ଦୃଢ ଇଛାଶକ୍ତି ଦିନେ ସଫଳତାର ଶିର୍ଷରେ ପହଞ୍ଚାଇ ପାରେ ବୋଲି କହିଥିଲେ। ଅଧ୍ୟାପକ କିଶୋର ସାହୁ  ଆଭ୍ୟନ୍ତରିଣ ଶୃଙ୍ଖଳା , ନିୟମାନୁବର୍ତ୍ତିତା   ଓ ରେଗିଙ୍ଗ୍ ମୁକ୍ତ ଅଞ୍ଚଳ ପରୀକ୍ଷା ପରିଚାଳନା ଉପରେ ଆଲୋକପାତ   କରିଥିଲେ। ଦେବଯାନୀ ମେଶୁଆ ମାର୍ଜିତ ବ୍ୟବହାର ଓ ଚରିତ୍ର ଗଠନ ଉପରେ ଆଲୋଚନା କରିଥିଲେ । ଅତିଥି ଅଧ୍ୟାପିକା ଅବନ୍ତି ନାଏକ୍ ଓ ରିଙ୍କି ଗଡୁଆ ଭବିଷ୍ୟତରେ ଭଲ ମଣିଷ ହେବାକୁ ପ୍ରେରଣା ଦେଇଥିଲେ । ସଞ୍ଜୟ କର୍ଣ୍ଣ ରାଜ୍ୟ ସରକାରଙ୍କ ଦ୍ୱାରା ମିଳୁଥିବା ବିଭିନ୍ନ ବୃତ୍ତି ସଂପର୍କରେ ଆବେଦନ କରିବା ପାଇଁ ଜଣାଇଥିଲେ।ଗତ ୨୦୨୫ ଶିକ୍ଷାବର୍ଷର ୮୦%ରୁ ଅଧିକ ନମ୍ବର ରଖିଥିବା ୧୮ଜଣ ଶିକ୍ଷାର୍ଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ସଭାକୁ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ରୀ ସରସ୍ୱତୀ ପ୍ରଧାନ,ଜ୍ୟୋସ୍ନାମୟୀ ମେହେର, ସଂଧ୍ୟାରାଣି ପଧାନ ପରିଚାଳନା କରିଥିବାବେଳେ ଛାତ୍ର ମହେଶଦତ୍ତ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ଶାନ୍ତନୁ ପଧାନ,ବସୁଦେବ ରଣା,ବିପିନ୍ କଲତା,ଶିବବ୍ରତ କର୍ଣ୍ଣ  ସହଯୋଗ କରିଥିଲେ । ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ପରିଚୟପର୍ବ ଓ ସାଂସ୍କୃତିକ କାର୍ୟକ୍ରମ ଆୟୋଜିତ ହେଇଥିଲା । ଛାତ୍ରୀ ମାନଙ୍କର "ରାମ୍ପ୍ ଶୋ "ସମସ୍ତଙ୍କୁ ମୋହିତ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   22-Apr-2026
  ରାଜ୍ୟ  
ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ   22-Apr-2026
  ରାଜ୍ୟ  
ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ   22-Apr-2026
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026

You Might Also Like