-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ନୂତନ ଜିଲ୍ଲାପାଳଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

08-Aug-2025



ମାଲକାନଗିରି(କେଶବ ଚନ୍ଦ୍ର ନାୟକ): ମାଲକାନଗିରି ଜିଲ୍ଲାରେ ନୂତନ ଭାବେ ଯୋଗ ଦେଇଥିବା ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ପ୍ରଥମ କରି ସ୍ବାଭିମାନ ଅଞ୍ଚଳଗସ୍ତ କରିଛନ୍ତି।  ଜିଲ୍ଲାପାଳ ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଗସ୍ତ କରି ସ୍ଵାସ୍ଥ୍ୟର  ଭିତ୍ତିଭୂମି ତଦାରଖ କରିବା ସହ ପରିମଳ ବ୍ୟବସ୍ଥାକୁ ଗୁରୁତ୍ବ ପ୍ରଦାନ କରିବାକୁ କହିଥିଲେ। ସେହିପରି ରୋଗୀମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ସେଠାରେ ଥିବା ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହୋଇ ଥିଲେ। ବାଳକ ଉଚ୍ଚ ବିଦ୍ୟାଳୟ ଗସ୍ତ କରି  ଡ୍ରପ ଆଉଟ୍ ହୋଇ ଥିବା ଛାତ୍ରଙ୍କୁ ବିଦ୍ୟାଳୟରେ ନାମ ଲେଖାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନେ କିଭଳି ଏ ୱାନ୍ ଗ୍ରେଡରେ ଉତ୍ତୀର୍ଣ୍ଣ ହେବେ ସେଥି ନିମନ୍ତେ ଯତ୍ନବାନ ହେବା ପାଇଁ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରୀଙ୍କର ହଷ୍ଟେଲ ସ୍ଥିତି, ଖାଦ୍ୟ ବ୍ୟବସ୍ଥା, ସୁରକ୍ଷା ବିଷୟରେ ମଧ୍ଯ ଜିଲ୍ଲାପାଳ ଅବଗତ ହୋଇଥିଲେ। ସେତୁ ଯୋଜନାରେ ଚାଲିଥିବା ଚିତ୍ରକୋଣ୍ଡା ଏବଂ ଟନେଲ କ୍ୟାମ୍ପ ସ୍ଥିତ ବହୁମୁଖୀ ପ୍ରକ୍ରିୟାକରଣ ୟୁନିଟ୍ ପରିଦର୍ଶନ କରି ସ୍ଵୟଂ ସହାୟକ ଗୋଷ୍ଠୀ ମାଆମାନଙ୍କ ସହ ଆଲୋଚନା କରିଥିଲେ। ସେମାନଙ୍କର ଦକ୍ଷତା ବୃଦ୍ଧି କରି କିଭଳି ବ୍ୟବସାୟ ଆଗକୁ ବଢିବ ସେଥି ପ୍ରତି ପିଏ ଆଇଟିଡିଏଙ୍କୁ  ନିର୍ଦ୍ଦେଶ ଦିଆଯାଇଛି। ସେଠାରେ ଥିବା ତେନ୍ତୁଳି, ପଣସ ଓ ହଳଦୀ ପ୍ରକ୍ରିୟାକରଣ ଯନ୍ତ୍ରପାତି ବୁଲି ଦେଖିଥିଲେ ଜିଲ୍ଲାପାଳ । ପ୍ରଡ୍ୟୁସର୍ କମ୍ପାନୀ ସହ ଯୋଗାଯୋଗ କରି ଏହି ଉତ୍ପାଦକୁ ବ୍ରାଣ୍ଡିଂ  ପାଇଁ ମଧ୍ଯ ପଦକ୍ଷେପ ଗ୍ରହଣ କରିବା ପାଇଁ କୁହାଯାଇଛି । ବଡପଡ଼ା ଏକୁକେସନାଲ କମ୍ପ୍ଲେକ୍ସ ପରିଦର୍ଶନ କରି କିଭଳି ଏହା ପରିଚାଳନା ହେଉଛି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ଟନେଲକ୍ୟାମ୍ପ ସ୍ଥିତ ବାୟୋ ଫ୍ଲୋକ୍ ୟୁନିଟ୍ ପରିଦର୍ଶନ କରି କିଭଳି ମାଛ ଶୀଘ୍ର ବଢିବ ଏବଂ ବଜାରକୁ ଆସିବ ସେଥି ନିମନ୍ତେ ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଜାନିଗୁଡ଼ା ସ୍ଥିତ ସ୍କୁଲ୍ ରେ ନିର୍ମାଣ ଚାଲିଥିବା ଅତିରିକ୍ତ ଶ୍ରେଣୀ ଗୃହ କାର୍ଯ୍ୟ ବୁଲି ଦେଖିଛନ୍ତି ଜିଲ୍ଲାପାଳ। ଅନ୍ୟ ମାନଙ୍କ ମଧ୍ୟରେ ଉପ ଜିଲ୍ଲାପାଳ ଅଶ୍ନି ଏ ଏଲ୍, ପିଏ ଆଇଟିଡିଏ ହଳଧର ଶବର, ଚିତ୍ରକୋଣ୍ଡା ବିଡିଓ ପ୍ରିତା କୁମାରୀ, ପ୍ରୋଜେକ୍ଟ ମ୍ୟାନେଜର ବିଶ୍ଵନାଥ ମିଶ୍ର ସମେତ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like