-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଗୋଳାବନ୍ଧ ଗ୍ରାମରେ ଗ୍ରାମଉତଥାନର ତୃତୀୟ ମହଲ୍ଲା ସଭା ଆୟୋଜିତ

08-Aug-2025



ବୀରମହାରାଜପୁର , ( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଉପଖଣ୍ଡର କୋଟସମଲେଇ  ପଞ୍ଚାୟତ ଅନ୍ତର୍ଗତ ଗୋଳାବନ୍ଧ ଗ୍ରାମରେ ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ଗ୍ରାମଉତଥାନ ଦ୍ଵାରା   ଯୁବ ବିକାଶ କାର୍ଯ୍ୟକ୍ରମର ତୃତୀୟ  ମହଲ୍ଲା ସଭା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ  ଏକ ବର୍ଷ ହେବ ମାଁ ଉମାଦେବୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କାଦୋଦର ଠାରେ ଏହି ଯୁବ ବିକାଶ କାର୍ଯ୍ୟକ୍ରମ ଚାଲି ଆସୁଅଛି । ଏହି କାର୍ଯ୍ୟକ୍ରମ ଦିଲ୍ଲୀ କମ୍ୟୁନିଟି ଯୁବ ସଂଗ୍ରହର ସହାୟତାରେ ଆୟୋଜିତ ହେଉଛି । ଏହି ମହଲ୍ଲା ସଭାକୁ ଯୁବ ବିକାଶ କାର୍ଯ୍ୟକ୍ରମର ପରିଚାଳକ କ୍ଷିରେନ୍ଦ୍ର ରଣା କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ ଓ ସୀମାରାଣୀ ପର୍ଡିଆ ଓ ଶୃତି ସ୍ମରଣିକା ଦାସ ସହଯୋଗ କରିଥିଲେ । କାର୍ଯ୍ୟକ୍ରମରେ ଅତିଥି ଭାବେ ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦରର ଅଧ୍ୟକ୍ଷ ବଲ୍ଲଭ ପୁରୋହିତ, ଗ୍ରାମଉତଥାନ୍ ର ମୁଖ୍ୟ ପରିଚାଳନା ଅଧିକାରୀ ସ୍ଵର୍ଣ୍ଣରୂପା ମିଶ୍ର, ନିଶା ନିବାରଣ କେନ୍ଦ୍ର ମାଟୁପାଲି ସାମାଜିକ କର୍ମୀ ତଥା କାଉନ୍ସେଲର ଶମ୍ଭୁରାଜ କର୍ଣ୍ଣ, ମାଁ ଉମାଦେବୀ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟ କାଦୋଦରର ଆଇଟି ଅଧ୍ୟାପକ ଉଦ୍ଧବ ପଧାନ ଉପସ୍ଥିତ ଥିଲେ । ନିଶା ନିବାରଣ ବିଷୟରେ ଏହି କାର୍ଯ୍ୟକ୍ରମ କରଯାଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅତିଥି, ଗ୍ରାମଉତଥାନର ଯୁବ ବିକାଶ କାର୍ଯ୍ୟକ୍ରମ ପରିଚାଳକ କ୍ଷିରେନ୍ଦ୍ର ରଣା, ଫଣ୍ଡରାଇଜିଙ୍ଗ ଆସୋସିଏଟ କମୁନିକେଶନ ଲିଡ ସୁବଳ ମେହେର, ଯୁବକ ଯୁବତୀ, ଅଙ୍ଗନବାଡି, ଆଶା, ୱାର୍ଡ ମେମ୍ବର ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ଗ୍ରାମବାସୀ ନିଶା ନିବାରଣ ଉପରେ ତାହାର ସମସ୍ୟା ଓ ସମାଧାନ ବିଷୟରେ ଆଲୋଚନା କରିଥିଲେ । ତାପରେ  ସୀମାରାଣୀ ଓ ସାଥି ଏବଂ  ବିଦ୍ୟାଳୟର ଛାତ୍ରଛାତ୍ରୀ ନୃତ୍ୟ ପରିବେଷଣ କରିଥିଲେ । ଶ୍ରୀ ରଣା ନିଶା ନିବାରଣ ଉପରେ ଏକ ସୁନ୍ଦର କବିତା “ଜୀବନର ସତ୍ୟ ପଥ”  ପାଠ କରିଥିଲେ । ଆମେ ସମସ୍ତେ ନିଶା ମୁକ୍ତ ରହିବା ଓ ଗାଁ କୁ ନିଶାମୁକ୍ତ ରଖିବା ପାଇଁ ମତବ୍ୟକ୍ତ କରିଥିଲେ । ଶେଷରେ  ଶୃତି ସ୍ମରଣିକା ଦାସ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।ଗ୍ରାମଉତଥାନର ସଦସ୍ୟା ରଶ୍ମିତା ପଧାନ ସହଯୋଗ କରି,ପଥିଲେ । ଏହି କାର୍ଯ୍ୟକ୍ରମରେ ୪୦ ଜଣ ଯୁବକ ଯୁବତୀ ଅଂଶଗ୍ରହଣ କରିଥିଲେ ଓ ଗୋଳାବନ୍ଧ ଗ୍ରାମର  ସମସ୍ତ ଗ୍ରାମବାସୀ ବୃନ୍ଦ ଯୋଗଦାନ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like