-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

*ଫାଇଲେରିଆ ନିରାକରଣ ଦିଗରେ ଗଣମାଧ୍ୟମ ର ଭୂମିକା ଗୁରୁତ୍ଵପୂର୍ଣ୍ଣ*- *ମୁଖ୍ୟ ଚିକିତ୍ସାଧିକାରୀ*-

08-Aug-2025



ସୁବର୍ଣ୍ଣପୁର,(ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ସମିତି ତାଲିମ ଗୃହ ଠାରେ ଫାଇଲେରିଆ ରୋଗ ନିୟନ୍ତ୍ରଣ ପାଇଁ ଆସନ୍ତା 10 ତାରିଖ ଠାରୁ 19 ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ ପାଇଁ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଉଷାରାଣୀ ଦାଶ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ କିପରି ଲୋକଙ୍କ ପାଖରେ ପହଞ୍ଚାଯାଇ ପାରିବ ସେଥିରେ ସାମ୍ବାଦିକ ଙ୍କ ପ୍ରମୁଖ ଭୂମିକା ଅଛି ଓ  ଏହାର ପ୍ରଚାର ପ୍ରସାର କରିବାକୁ ଅନୁରୋଧ କରିଥିଲେ. ସେ ସୂଚନା ଦେଇଥିଲେ କି 4 ଟି ବ୍ଲକ ଯଥା ତରଭା ସୋନପୁର ଉଲୁଣ୍ଡା, ବୀରମହାରାଜପୁର ତଥା ବିନିକା  ଏନ ଏ ସି ରେ ମୋଟ 430618 ଲୋକଙ୍କୁ ଔଷଧ ଖୁଆଇବା ପାଇଁ ମୋଟ 1615 ଜଣ ଡ୍ରଗ୍ସ ଆଡ଼ମିସ୍ତ୍ରେଟର ଓ 177 ଜଣ ସୁପରଭାଇଜର ଙ୍କୁ ନିଯୁକ୍ତି କରାଯାଇଛି. ଯଦି କିଛି କାହାର ପାର୍ଶ୍ଵ ପ୍ରତିକ୍ରିୟା ଦେଖାଯାଏ ସେଥିପାଇଁ ରାପିଡ଼ ରେସପନ୍ସ ଟିମ ଗଠନ    କରlଯାଇଥିବା ପ୍ରକାଶ କରିଥିଲେ ଓ ଏହା ର ପ୍ରଚାର ପ୍ରସାର କରିବାକୁ ସମସ୍ତ ସାମ୍ବାଦିକ ମାନଙ୍କୁ ଅନୁରୋଧ କରିଥିଲେ. ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡା ରମେଶ ଚନ୍ଦ୍ର ସ୍ୱାଇଁ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଭି ବି ଡି ଡା ତ୍ରିବିକ୍ରମ ପାଣ୍ଡିଆ ଜିଲ୍ଲା କାର୍ଯ୍ୟକ୍ରମ ପରିଚାଳକ ରୂପକ କୁମାର ମହାପାତ୍ର ଭି ବି ଡି କଂସଲଟାଣ୍ଟ ସୁନୀଲ ମହନ୍ତ,ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ  ଜିଲ୍ଲା କୋଡିନେଟର ଫାଇଲେରିଆ ଜବକିନ୍ସନ ପ୍ରଧାନ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like