-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁର ଜିଲ୍ଲାରେ ଏକ ଅଭାବନୀୟ ଘଟଣା,ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରଙ୍କୁ ଶିକ୍ଷୟତ୍ରୀଙ୍କ ମାଡ଼*

08-Aug-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)
ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରଙ୍କୁ ଶିକ୍ଷୟତ୍ରୀଙ୍କ ମାଡ଼ ମାରିବା ଅଭିଯୋଗ  | ଜିଲ୍ଲା ଶିକ୍ଷା ଅଧିକାରି ଙ୍କ ନିର୍ଦେଶରେ ତଦନ୍ତ କଲେ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରି |  ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ସଦର ବ୍ଲକ କୋଲାନି ସରକାରି ପ୍ରାଥମିକ ବିଦ୍ୟାଳୟ ଠାରେ ଏପରି ଘଟଣା ଦେଖିବାକୁ ମିଳିଛି | 
ଅଭିଭାବକଙ୍କ ଅଭିଯୋଗ ଅନୁଯାୟୀ   ଗୁରୁବାର ଦିନ କେହି ନଥିବା ସମୟରେ ତୃତୀୟ ଶ୍ରେଣୀର ଛାତ୍ର କୁ ବିଦ୍ୟାଳୟର ଶିକ୍ଷୟତ୍ରୀ ସୁନିତା ଖୋସାଲା ମାଡ଼ ମାରିଥିଲେ | ଛାତ୍ର ର ଆଣ୍ଠୁ ତଳେ ମାଡ଼ ମାରିଥିବା ଯୋଗୁ ଛାତ୍ରର ଆଣ୍ଠୁ ତଳେ ନାଳ ବସିଯାଇଥିଲା  |  ଏନେଇ ଛାତ୍ର ଜଣକ  ବିଦ୍ୟାଳୟ ରୁ ଫେରିବା ପରେ ଘରେ ମାକୁ ମାଡ଼ ମାରିଥିବା ନେଇ କହିଥିଲେ | ମା ତୁରନ୍ତ ପ୍ରଧାନ ଶିକ୍ଷୟତ୍ରୀ କନକଲତା ପାତ୍ରକୁ ଫୋନ ଯୋଗେ ଅଭିଯୋଗ କରିଥିଲେ | ପ୍ରଧାନଶିକ୍ଷୟତ୍ରୀ  ବିଦ୍ୟାଳୟ ବନ୍ଦ ହୋଇଥିବା ଯୋଗୁଁ ଏ ବିଷୟ ରେ ଅବଗତ ନୁହେଁ ଶୁକ୍ରବାର ସମସ୍ୟାର ସମଧାନ କରିବା ବୋଲି ପ୍ରତିଶୃତି ଦେଇଥିଲେ | ଶୁକ୍ରବାର ଛାତ୍ରଙ୍କ ମା ବିଦ୍ୟାଳୟ ପହଁଚି ପ୍ରଧାନ ଶିକ୍ଷୟତ୍ରୀ କୁ ଅଭିଯୋଗ କରିବା ପରେ ଶିକ୍ଷୟତ୍ରୀ ସୁନିତା ଖୋସାଲା ଛାତ୍ରଙ୍କ ମା କୁ ଦୁର୍ବ୍ୟବହାର କରିଥିଲେ | ଏହା ପରେ ଛାତ୍ରଙ୍କ ପିତା ପ୍ରଶାନ୍ତ ସାହୁ ବିଦ୍ୟାଳୟ ପହଞ୍ଚିବାରୁ ଦୁହିଁ କୁ ଶିକ୍ଷୟତ୍ରୀ ଦୁର୍ବ୍ୟବହାର କରିଥିଲେ ବୋଲି ଦୁହେଁ ଅଭିଯୋଗ କରିଛନ୍ତି |  ଏହା ପରେ ପ୍ରଶାନ୍ତ ସାହୁ ବିଦ୍ୟାଳୟ ର ଟୋଲଫ୍ରି ନମ୍ବର ରେ ଫୋନ କରିଥିଲେ |  ଏହା ପରେ ଜିଲ୍ଲା ଶିକ୍ଷା ଅଧିକାରୀ ପାପଡାହାଣ୍ଡି ବିଇଓ ସୁଦୀପ୍ତ କୁମାର ଦାସଙ୍କୁ ତଦନ୍ତ କରିବାକୁ ନିର୍ଦେଶ କରିଥିଲେ |  ଏହାପରେ ଏବିଇଓ ବାଲକ ଦାସ ରନ୍ଧାରୀ, ଏବିଇଓ ପୁର୍ଣଚନ୍ଦ୍ର ପୂଜାରୀ, ସିଆରସୀ ମନୋଜ ମାଝୀ, ସିଆରସୀ ଜଗନ୍ନାଥ ଶାସମଲ ପହଁଚି ବିଦ୍ୟାଳୟ ତଦନ୍ତ କରିଥିଲେ |  ଅଭିଭାବକ, ପ୍ରଧାନଶିକ୍ଷୟତ୍ରୀ, ଓ ଶିକ୍ଷୟତ୍ରୀ ଙ୍କ ଲିଖିତ ରିପୋର୍ଟ ମାଗିଥିଲେ |  ତଦନ୍ତ ରିପୋର୍ଟ ବିଇଓ କୁ ଦିଆଯିବ ବୋଲି ଉଭୟ ଏବିଇଓ ସୂଚନା ଦେଇଥିଲେ | ଏନେଇ ଶିକ୍ଷୟତ୍ରୀ ସୁନିତା ଖୋସାଲା କହିଥିଲେ ଏହା ସମ୍ପୂର୍ଣ ମିଛ ମୁ ଯଦି ବିଦ୍ୟାଳୟ ରେ ଛାତ୍ର କୁ ମାରିଥାନ୍ତି ତାହା ହେଲା ବିଦ୍ୟାଳୟ କେହି ମଧ୍ୟ ଦେଖିଥାନ୍ତେ ଓ ଛାତ୍ର ଟି କାନ୍ଦୀ ଥାନ୍ତା |  ମୁ ଅଭିଭାବକ କୁ ଦୁର୍ବ୍ୟବହାର କରି ନାହିଁ ବୋଲି କହିଛନ୍ତି  | 
ଫୋଟ ବିଦ୍ୟାଳୟରେ ତଦନ୍ତ ଚାଲିଛି |


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like