-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ଓଷ୍ଟା ତରଫରୁ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଓ ଦାବିପତ୍ର ପ୍ରଦାନ

08-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର): ସ୍ଥାନୀୟ ଜ଼ିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜ଼ିଲ୍ଲା ଓଷ୍ଟା ପକ୍ଷରୁ ଧାରଣା ଦିଆଯାଇଥିଲା। ଜ଼ିଲ୍ଲା ଓଷ୍ଟା ସଭାପତି ପ୍ରଦୀପ କୁମାର ପୁଟେଲ ଓ ସମ୍ପାଦକ ଶଙ୍କର ପ୍ରସାଦ ମିଶ୍ରଙ୍କ ନେତୃତ୍ୱରେ ୬ଦଫା ସମ୍ବଳିତ ଦାବିପତ୍ର ଜ଼ିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଏହି ୬ଦଫା ଦାଵିପତ୍ର ରେ ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଓ କର୍ମଚାରୀଙ୍କୁ ପେନସନ ପ୍ରଦାନ ଓ ଚାକିରୀ ସର୍ତ୍ତାବଳୀ, ଅବସର ବୟସ ୬୦ରୁ ୬୨ବର୍ଷ କୁ ବୃଦ୍ଧି, ଗ୍ରେଡ଼ ପେ ରେ ଅସଂଗତ ଦୂର ସହ ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଗୁଡିକୁ ଅନୁଦାନ ପ୍ରଦାନ, ୨୦୦୪ ମସିହାରୁ ୨୦୧୩ ମସିହା ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତି ଭିତ୍ତିକ ଶିକ୍ଷକ ମାନଙ୍କୁ ୬ଟି ନୋସନାଲ ଇଂକ୍ରୀମେଣ୍ଟ ସହିତ ବରିଷ୍ଠତା ପ୍ରଦାନ ଓ ନୂତନ ପେନସନ ପରିବର୍ତ୍ତେ ପୁରାତନ ପେନସନ ସ୍କିମ ର ପୁନଃ ପ୍ରଚଳନ ଆଦି ଦାବି ନେଇ ଜ଼ିଲ୍ଲାପାଳଙ୍କ ମାଧ୍ୟମରେ  ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ଶିକ୍ଷାମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲା। ସହକାରୀ ଜ଼ିଲ୍ଲାପାଳ (ରାଜସ୍ବ) ରାମନାରାୟଣ ମିଶ୍ର ଏହି ଦାଵିପତ୍ର ଗ୍ରହଣ କରିଥିଲେ।  ନିଜ ଦାବି ଗୁଡିକ ଯଦି ଚଳିତ ମାସ ୧୫ତାରିଖ ସୁଦ୍ଧା ସରକାର ପୂରଣ ନ କରନ୍ତି ତେବେ ଅଗଷ୍ଟ ୧୬ରେ ଭୁବନେଶ୍ୱର ପିଏମଜି ରାସ୍ତାରେ ଆନ୍ଦୋଳନ କରିବାକୁ ଧାରଣା ସଭାରେ ଶିକ୍ଷକ ନେତୃବୃନ୍ଦ ଚେତାବନୀ ଦେଇଛନ୍ତି। ଏହି ଦାବିପତ୍ର ପ୍ରଦାନ ସମୟରେ ଓଷ୍ଟା କର୍ମକର୍ତ୍ତା ସୁଧୀର ନାଏକ, ଅନିଲ ସାହୁ, ମାନିକର ମାଝୀ, ପ୍ରଣତି ପାଣିଗ୍ରାହୀ, ଶୁଭେନ୍ଦ୍ର ମହାନ୍ତି (ଟୁକୁ ), ପିତାମ୍ବର ଛତର, କୃଷ୍ଣ ଚନ୍ଦ୍ର ବାରିକ,ଗୋବିନ୍ଦ ବଗର୍ତି,ସଂଜୀବ ହୋତା,ନବକିଶୋର ନନ୍ଦ, ସୁଶାନ୍ତ ଦାଶ, ଭକ୍ତ ପୁରୋହିତ ଲୋକନାଥ ମେହେର, ରୁଦ୍ର କର୍ମୀଙ୍କ ସମେତ ଜ଼ିଲ୍ଲାର ୧୪ଗୋଟି ବ୍ଲକର ସମ୍ପାଦକ, ଜ଼ିଲ୍ଲାର ବିଭିନ୍ନ ବିଦ୍ୟାଳୟ ରୁ ୩୦୦ରୁ ଉର୍ଦ୍ଧ୍ୱ ଶିକ୍ଷକ, ଶିକ୍ଷୟତ୍ରୀ ଓ ଶିକ୍ଷା କର୍ମଚାରୀ ଧାରଣରେ ସାମିଲ ହେବା ସହ ଦାଵିପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like