-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

08-Aug-2025



(ରାମନାଥ ପଣ୍ଡା)
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ପଞ୍ଚାୟତ ସମିତି ସଭା ଗୃହରେ ବି ଡି ଓ ସୁଶାନ୍ତ କୁମାର ରଣାଙ୍କ ଅଧ୍ୟକ୍ଷତାରେ ୭୯ ତମ ସ୍ବାଧିନତା ଦିବସ ପାଳନ ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଆଇ ଆଇ ସି ଦିବ୍ୟ ଲୋଚନ ରାଜ ଓ ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ ଡ କିଶୋର କୁମାର କର୍ଣ୍ଣ ମଞ୍ଚାସିନ ଥିବାବେଳେ ବରିଷ୍ଠ ନାଗରିକ ଭୁବନେଶ୍ୱର ପାଣିଗ୍ରାହୀ ଓ ପର୍ଶୁରାମ ସେଠି, ବିଜୁ ପଟ୍ଟନାୟକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କ୍ରୀଡ଼ା ଶିକ୍ଷକ ପରମେଶ୍ବର ପଣ୍ଡା,ସ୍ନାତକ ମହାବିଦ୍ୟାଳୟ କ୍ରୀଡ଼ା ଶିକ୍ଷକ ଲଳିତ ମୋହନ ପଣ୍ଡା, ବୈଷ୍ଣବ ଦୁରିଆ ପ୍ରଧାନ ଶିକ୍ଷକ ନାଗପଡ଼ା,ମୁରାରି ଲାଲ ହୋତା ପ୍ରଧାନ ଗୁରୁଜୀ ସରସ୍ଵତୀ ଶିଶୁ ମନ୍ଦିର ବୋଡ଼େନ,ଡବ୍ଲୁ ଇ ଓ କ୍ଷଣପ୍ରଭା ପାଣିଗ୍ରାହୀ,ଜି ପି ଡି ଓ ଭୀଷ୍ମ କୁମାର, ବି ଏସ ଏସ ଓ ହିତେଶ କୁମାର ଆଡବାହି, ଦର୍ଶନ ନ୍ୟୁଜ୍ ସ୍ଵତନ୍ତ୍ର ପ୍ରତିନିଧି ରାମନାଥ ପଣ୍ଡା,  ପଞ୍ଚାୟତିରାଜ ଜନ  ପ୍ରତିନିଧି,ନାଗରିକ ସଚେତନ ମଞ୍ଚ ସଦସ୍ୟ,ଯୁବକ ସଂଘ ସଦସ୍ୟ ସମେତ ବିଭିନ୍ନ ବିଭାଗୀୟ କର୍ମଚାରୀ ଯୋଗଦାନ କରିଥିଲେ ।ବୈଠକରେ ଆଗାମୀ ୭୯ ତମ ସ୍ବାଧିନତା ଦିବସ ପାଳନ ସମ୍ବନ୍ଧେ ଆଲୋଚନା ହୋଇ ବିଭିନ୍ନ ବିଷୟରେ ସ୍ଥିରୀକୃତ କରାଗଲା ।ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନ ମାନଙ୍କରେ ସକାଳ ୭.୩୦ ସମୟରେ ପତାକା ଉତ୍ତୋଳନ କରାଯିବ ଏବଂ ବୋଡ଼େନ ହାଇ ସ୍କୁଲ ପଡ଼ିଆରେ ସାମୁହିକ ପତାକା ଉତ୍ତୋଳନ ଓ ମିଳିତ ପ୍ୟାରେଡରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ପ୍ରେମ ଶିଳା ନାଗ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡରେ  ଅଭିବାଦନ ଗ୍ରହଣ କରିବେ । ସମ୍ମାନିତ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶାନ୍ତ କୁମାର ରଣା,ତହସିଲଦାର,ଆଇ ଆଇ ସି,ସମସ୍ତ ଜିଲ୍ଲା ପରିଷଦ ସଭ୍ୟା,ବ୍ଲକ ଉପାଧ୍ୟକ୍ଷା, ଆସିଷ୍ଟାଣ୍ଟ କମାନଣ୍ଡେଣ୍ଟ ସି ଆର୍ ପି ଏଫ୍,ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ,ତଥା ନିମନ୍ତ୍ରିତ ଅତିଥି ଉପସ୍ଥିତ ରହିବେ । +୨ କଲେଜ କ୍ରୀଡ଼ା ଶିକ୍ଷକ ପରମେଶ୍ବର ପଣ୍ଡା ସମ୍ମିଳିତ ପ୍ୟାରେଡ ପରିଚାଳନା କରିବେ ।ଅଧ୍ୟାପକ ଡ଼ କିଶୋର କୁମାର କର୍ଣ୍ଣ ଓ ସି ଆର୍ ସି ସି ବୈଷ୍ଣବ ଦୁରିଆଙ୍କୁ ମଞ୍ଚ ପରିଚାଳନା କରିବା ଦାୟିତ୍ବ ଅର୍ପଣ କରାଯାଇଛି ।ଅର୍ଥ ବ୍ୟବସ୍ଥା ଦାୟୀତ୍ୱ ରାଜ କୁମାର ନାଗ,ସୌଦାଗର ସାହୁ,ଉଦେଚନ ନାଗ ଓ ଗରୁଡ଼ ଧ୍ଵଜ ଦଣ୍ଡ ସେନାଙ୍କୁ ପ୍ରଦାନ କରାଯାଇଛି ।ବିଭିନ୍ନ ବିଷୟରେ ଆଲୋଚନା ହୋଇ  ଅନ୍ୟାନ୍ୟ ଦାୟିତ୍ଵ ଅନ୍ୟ ଅଧିକାରୀଙ୍କୁ ପ୍ରଦାନ କରାଗଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like