-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ରତାଖଣ୍ଡି ଉନ୍ନୀତି ବିଦ୍ୟାଳୟ ରେ ସଂସ୍କୃତ ସପ୍ତାହ ପାଳିତ

08-Aug-2025



ଲୋଇସିଂହା, (ବିନୋଦ ଦୀପ) ଆଜି ସରକାରୀ ଉନ୍ନୀତି ଉଚ୍ଚ ବିଦ୍ୟାଳୟ ରତାଖଣ୍ଡି ରେ ସଂସ୍କୃତ ସପ୍ତାହ ପାଳନ କରାଗଲା l ଉକ୍ତ ଉତ୍ସବ ରେ ମୁଖ୍ୟଅତିଥି ଭାବରେ ବିଦ୍ୟାଳୟ ର ପଞ୍ଚଶଖା ସେତୁ ଯୋଜନା ର ଅଧ୍ୟକ୍ଷ ଶ୍ରୀଯୁକ୍ତ ଭାଗରଥୀ ମେହେର ଉପସ୍ଥିତ ରହି ପିଲାମାନଙ୍କୁ ସଂସ୍କୃତ ର ମହତ୍ୱ ବିଷୟରେ ମନ୍ତବ୍ୟ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ଏସଏମସି ସଭାପତି ଶ୍ରୀଯୁକ୍ତ ବସନ୍ତ ବରିହା ଯୋଗଦେଇ ପିଲାମାନଙ୍କୁ ସଂସ୍କୃତ ର ଆବଶ୍ୟକତା ବିଷୟରେ ଟିପ୍ପଣୀ ପ୍ରଦାନ କଲେ l ସଂସ୍କୃତ ତଥା ଆଞ୍ଚଳିକ ସାଧନାକେନ୍ଦ୍ର ର ସଂଯୋଜକ ସିଆରସିସି ଶ୍ରୀ ସରୋଜ ପଧାନ ମୁଖ୍ୟବକ୍ତା ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ଙ୍କୁ  ସଂସ୍କୃତ ତଥା ଭାରତୀୟ ସଂସ୍କୃତି ବିଷୟରେ ଦିଗଦର୍ଶନ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ମହକ ଟିଭି ଲୋଇସିଂହା ପ୍ରତନିଧି ମହେଶ କର ଓ ପ୍ରେରଣା ଖବର ପ୍ରତିନିଧି ବିନୋଦ ଦୀପ ଉପସ୍ଥିତ ରହି ପିଲାମାନଙ୍କୁ ସଂସ୍କୃତ ର ମହତ୍ୱ, ବର୍ତ୍ତମାନ ସମୟରେ ସଂସ୍କୃତ ର ପ୍ରଚାର ଓ ପ୍ରସାର ବିଷୟରେ ଜଣାଇବା ସହ ଆଗାମୀ ଦିନରେ ସଂସ୍କୃତ ରେ ପିଲା ଙ୍କ ସଫଳତା କାମନା କରିଥିଲେ l

ସଭାର ସଭାପତି ଭାବରେ ବିଦ୍ୟାଳୟ ର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସରୋଜ କୁମାର ବରିହା ସମସ୍ତ ଙ୍କୁ ସଂସ୍କୃତ ର ମହତ୍ୱ ଓ ଗାରିମା ବିଷୟରେ ଦିଗଦର୍ଶନ ଦେଇଥିଲେ l ବିଦ୍ୟାଳୟ ର ସଂସ୍କୃତ ଶିକ୍ଷକ ଶ୍ରୀଯୁକ୍ତ ଲୋକନାଥ ସାହୁ ସଭା ସଂଚାଳନ କରିଥିଲେ l ଶେଷରେ ଶ୍ରୀଯୁକ୍ତ ଗୋବର୍ଧନ ବେହେରା ସମସ୍ତ ଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l ଉତ୍ସବ କୁ ସୁଚାରୁ ସମ୍ପାଦନ ପାଇଁ ବିଦ୍ୟାଳୟ ର ଶିକ୍ଷକ ଶ୍ରୀ ରାମକୃଷ୍ଣ ପଣ୍ଡା, ଶ୍ରୀ ଲୋଚନ ସାହୁ, ଶ୍ରୀ ବୃନ୍ଦାବନ ଗଡ଼ତିଆ, ଶ୍ରୀ ବିଜୟ କୁମାର ପଧାନ, ସମାଜସେବୀ ଅନନ୍ତ କଲେତ, ସମାଜସେବୀ ତଥା ସହଯୋଗ ଶିକ୍ଷକ ଗୌତମ ମେହେର, ଶ୍ରୀ ଶମ୍ଭୁପ୍ରସାଦ ସାଏ ପଟେଲ, ସୁଶ୍ରୀ ସୁଭଦ୍ରା କୁମ୍ଭାର ସହଯୋଗ କରିଥିଲେ l ପରିଶେଷରେ ସଂକୃତ ବସ୍ତୁ ପ୍ରଦର୍ଶନୀ, ସଂସ୍କୃତ ଗୀତ, ଶ୍ଳୋକ ସଂସ୍କୃତିକ କାର୍ଯ୍ୟକ୍ରମ ଦ୍ୱାରା ଉତ୍ସବ ଟି ସମାପ୍ତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like