-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ଙ୍କ ଜନସମ୍ପର୍କ ଯାତ୍ରା

09-Aug-2025



କୋକସରା  (ତ୍ରିନାଥ ବେଶ୍ରା )
  ଧର୍ମଗଡ଼ ଲୋକ ପ୍ରିୟ ବିଧାୟକ ମାନ୍ୟବର ସୁଧୀର  ରଞ୍ଜନ ପାଟ୍ଟଯୋଶୀ ମହୋଦୟ ଶୁକ୍ରବାର ନିଜ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ  ଆମପାଣି ମଣ୍ଡଳର ଡୁଡୁକାଠେଙ୍ଗା  ପଞ୍ଚାୟତ 
ଏବଂ ମହିମା ଉଭୟ ଦୁଇଗୋଟି ପଞ୍ଚାୟତ ର ବିଭିନ୍ନ ଗାଁ କୁ ଗାଁ ବୁଲି ଜନସାଧାରଣଙ୍କ  ଅନେକ ସମସ୍ୟା ସମ୍ପର୍କରେ ଆଲୋଚନା କରିବା ସହ ତାର ସମାଧାନ ପାଇଁ ମଧ୍ୟ ପଦକ୍ଷେପ ଗ୍ରହଣ କରୁଥିବା ଦେଖିବାକୁ ମିଳିଛି ।  ସେ ଧୋବେନ ଚଞ୍ଚରା,ମୁନଗାପଦର,ବନ୍ଦ ପଡା,ଡୁଡୁକାଠେଙ୍ଗା, ଡେଙ୍ଗା ଗୁଡା, ମହିମା, ଭୁର୍ଷାଗୁଡା, ଖଲିଗଡ, ଏବଂ ଘଣ୍ଟି ଗୁଡା ଆଦି ସବୁ ଗାଁ କୁ ଗାଁ ବୁଲି ଲୋକଙ୍କ ସମସ୍ୟା ବୁଝିବା ସହ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଅବଗତ କରିବା ସହ ତାର ଲାଭ କେମିତି ଯୋଗ୍ୟ ବିବେଚିତ ସମସ୍ତେ ପାଇପାରିବେ ସେଥିପ୍ରତି ଜନସାଧାରଣ ଙ୍କୁ ବିସ୍ତୃତ ଭାବରେ ବୁଝାଇଥିଲେ । ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ ମହୋଦୟ ଙ୍କ ଏଭଲି ଜନସମ୍ପର୍କ ଯାତ୍ରା କୁ ଲୋକେ 
ବେଶ୍ ପ୍ରଶଂସା କରିଛନ୍ତି ।  ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ପାନୀୟଜଳ,ଭତ୍ତା, ଗୃହ , ଭଲି ଅନେକ ଗୁଡ଼ିଏ ସମସ୍ୟା ଉପରେ ଲୋକେ ଅଭିଯୋଗ ଆଣିଥିବା ନଜର କୁ ଆସିଥିଲା ।  ଏହି ଜନସମ୍ପର୍କ ପଦଯାତ୍ରା ରେ ଆମପାଣି ମଣ୍ଡଳ ବିଜେପି ସଭାପତି ମଧୂବନ ପାତ୍ର,ପୁର୍ବତନ ମଣ୍ଡଳ ସଭାପତି ଅର୍ଜୁନ ଭାଟି, ପୁର୍ବତନ ମଣ୍ଡଳ ଉପ ସଭାପତି ଚକ୍ରଧର ବେଶ୍ରା,
ସାଧାରଣ ସମ୍ପାଦକ ତୁଲାରାମ ନାଏକ, ଦ୍ରୋଣାଚାର୍ଯ୍ୟ ପୁଝାରୀ , ନକୁଳ ନାଏକ, କୃଷ୍ଣ ନାଏକ, ସନାତନ ସୁନାନୀ, ମକରନ୍ଦ ବାଗ, ଟଙ୍କଧର ନାଏକ, ଖଗେଶ୍ବର ବାଣୁଆ,ବନମାଳି ବାଗ, ବନଶିଙ୍ଗ,‌ ତ୍ରିଲୋକ୍ୟ ବେଶ୍ରା, ଆକାଶ ସରାବୁ,ଶୁଶିଲ ସତନାମୀ , ଲିଙ୍ଗରାଜ ରାଠୋର, ରଘୁ ଖମାରୀ,ସବିତା ମାଝୀ, ସନ୍ତୋଷ ମାଝୀ,ଙ୍କ ସମେତ ଅନେକ ବିଜେପି କାର୍ଯ୍ୟକର୍ତ୍ତା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like