-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସ୍ବଭାବ କବି ଗଙ୍ଗାଧର ଜୟନ୍ତୀ ଅବସରରେ କବିତା ପାଠୋତ୍ସବ

09-Aug-2025



ସିନାପାଲି (ଚିନ୍ତା ମଣି ନେତାମ) ନୂଆପଡ଼ା ଜିଲ୍ଲା ସିନାପାଲି ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପରିସରରେ ଗଙ୍ଗାଧର ସାରସ୍ଵତ ସମିତି ଆନୁକୁଲ୍ୟରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି l ଏହି ଉପଲକ୍ଷେ ପୂର୍ବାହ୍ନରେ ଏକ କବିତା  ପାଠୋତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଅନୁଷ୍ଠିତ ସଭାରେ ସାରସ୍ଵତ ସମିତିର ସଭାପତି ବୈଷ୍ଣବ ମେହେର ସଭାପତିତ୍ବ କରିଥିବାବେଳେ ପୂର୍ବ ବ୍ଲକ ଅଧ୍ୟକ୍ଷ ନୀଳମଣି ମେହେର, ସ୍ଥାନୀୟ ଏସ ବି ଆଇ ଶାଖା ପରିଚାଳକ ଉତ୍କଳ ପ୍ରଧାନ , କବି ରାଜେଶ କୁମାର ମୁଣ୍ଡ, କବି ସତ୍ୟବ୍ରତ ଗହୀର, ରବୀନ୍ଦ୍ରନାଥ ଯୋଷୀ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ମଞ୍ଚାସିନ ଥିଲେ l  ଅଧ୍ୟାପକ ଧ୍ରୁବଚରଣ ପ୍ରଧାନ ଓ ଲଳିତ କୁମାର ସୁନାରି କବିତା ଗୁଡ଼ିକର ସଂଯୋଜନା କରିଥିଲେ l ଏହି କବିତା ପାଠୋତ୍ସବରେ ପ୍ରଦ୍ୟୁମ୍ନ କୁମାର ଚିନ୍ଦା, ପରେସ ନାଥ ପାଣିଗ୍ରାହୀ, ଶାଶ୍ଵତୀ ହୋତା, ଚିନ୍ତାମଣି ସାହୁ, ହରେକୃଷ୍ଣ ମେହେର, ବବିତା ମେହେର, ରେଶ୍ମା ମେହେର, ଯଶୋବନ୍ତ ସା, ରାଜେଶ ମୁଣ୍ଡ, ଗୌତମ ମେହେର, ଖଗେଶ୍ବର ବାଗ, ନବୀନ ଚନ୍ଦ୍ର ମେହେର, ଜିତେନ୍ଦ୍ର ଗହୀର, ଡିସମ୍ବର ମେହେର, ମୂରଲୀଧର ସା , ଲୋଚନ ମେହେର, ଚୂଡ଼ାମଣି ମେହେର, ଭିଷ୍ମରାଜ୍ ମେହେର, ବିଜୟ କୁମାର ଯୋଷୀ, ଇତିଶ୍ରୀ ମେହେର, ନିଲାଞ୍ଚଲ ମେହେର, ସସ୍ମିତା ମେହେର, ନିକୁଞ୍ଜ ସା, ସରସ୍ଵତୀ ମେହେର, ହିତେଶ ସୁନାନୀ, ଭଗତ ରାମ ଶବର, ଧବଲେଶ୍ବର ମେହେର, ଶିବ ପ୍ରସାଦ ମେହେର, ମୋତିଲାଲ ମାଝୀ, ରୋହିତ ନାଗେଶ, ରଶ୍ମୀ ରଞ୍ଜନ ସା,  ଓ ଲଇଖନ୍ ମାଝୀ, ବେଣୁଧର ମେହେର ପ୍ରମୁଖ ସ୍ବରଚିତ କବିତା ଆବୃତ୍ତି କରିଥଲେ l ଶେଷରେ ନିଲାଞ୍ଚଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like