-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||     

HOME   ଜିଲ୍ଲା

ବୃନ୍ଦାବନ ବିହାରୀ ମନ୍ଦିର ରେ ଶ୍ରାବଣ ପୂର୍ଣ୍ଣିମା ଅବସରରେ ଝୁଲଣ ଯାତ୍ରା*-

09-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ର ଶ୍ରୀ ବୃନ୍ଦାବନ ବିହାରୀ ମହାପ୍ରଭୁ ଙ୍କ ମନ୍ଦିର ରେ ଶ୍ରାବଣ ଶୁକ୍ଲ ପକ୍ଷ ଦଶମି ଠାରୁ ପୁର୍ଣିମା  ପର୍ଯ୍ୟନ୍ତ ଦୁଇ ଦିନ ଧରି ମହା ସମାରୋହରେ ଝୁଲଣ ଯାତ୍ରା  ଅନୁଷ୍ଟିତ ହୋଇ ଯାଇଛି l ଏଠାରେ ରାଧା କୃଷ୍ଣ କୁ ଦୋଳି ରେ ବସାଇ ସୁବାସିତ ଜଳ ଛିଞ୍ଚନ ସହ ଚନ୍ଦନ କର୍ପୁର ଧୂପ ଦୀପ ପୁଷ୍ପ ତୁଳସୀ ମାଳ ପିନ୍ଧାଇ ଅନେକ ପ୍ରକାର ଭୋଗ ସମର୍ପଣ କରା ଯାଇଛି l  ବଡ ବଜାର ଅଞ୍ଚଳ ସମେତ ସହର ର ଶହ ଶହ ବ୍ରତି ମହିଳା ମାନେ ଝୁଲଣ ଗୀତ ଗାଈ ମଙ୍ଗଳ ଆଳତି କରିଥିଲେ l ଜ୍ୟୋତିବିଦ୍ ଆଚାର୍ଯ୍ୟ ବ୍ୟାସ ପଣ୍ଡିତ ରାଜେନ୍ଦ୍ର କୁମାର ମହାପାତ୍ର ଏହି ଝୁଲଣ ଯାତ୍ରା ରେ ରୀତି ନୀତି ରେ ମହାପ୍ରଭୁ ଙ୍କ ସମସ୍ତ ପୂଜା ବିଧି କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026

You Might Also Like