-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସଂସ୍କୃତି ବିଭାଗ ଓ ମହାନଦୀ ସାହିତ୍ୟ ସଂସଦ ପକ୍ଷରୁ ଗଙ୍ଗାଧର ମେହେର ଜୟନ୍ତୀ ଉତ୍ସବ ପାଳନ*- *ରବୀନ୍ଦ୍ର ନାଥ ଟେଗୋର ଙ୍କ ଠାରୁ କବି ଗଙ୍ଗାଧର କୌଣସି ଗୁଣରେ କମ୍ ନୁହଁନ୍ତି*- *ଜିଲ୍ଲାପାଳ*-

09-Aug-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୋନପୁର ବ୍ଳକ ସଭାଗୃହ ଠାରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ମହା ସମାରୋହରେ ପାଳିତ ହୋଇ ଯାଇଛି l ପ୍ରଥମେ ଗଙ୍ଗାଧର ଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ପରେ ପରେ ପୂର୍ବାହ୍ନରେ ୧୦.୩୦ ଘଟିକା ସମୟରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ଉତ୍ସବ - ୨୦୨୫ ପାଳନ ଅବସରରେ ସୋନପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ଏକ ସାରସ୍ୱତ ସଭା ଅନୁଷ୍ଠିତ ହୋଇଥିଲା। ଏହି ସାରସ୍ୱତ ସଭାରେ ମୁଖ୍ୟ ଅତିଥି ଭାବରେ ଡ. ନୃପରାଜ ସାହୁ, ସୁବର୍ଣ୍ଣପୁର ଜିଲ୍ଲାପାଳ ଯୋଗ ଦେଇ ରବୀନ୍ଦ୍ର ନାଥ ଟେଗୋର ଙ୍କ ଠାରୁ କବି ଗଙ୍ଗାଧର ମେହେର କୌଣସି ବି ଗୁଣ ରେ କମ୍ ନୁହନ୍ତି ବୋଲି ମତ ପ୍ରକାଶ କରିଥିଲେ l  ମୁଖ୍ୟ ବକ୍ତା ଭାବରେ ଡ.ଶରତ ଚନ୍ଦ୍ର ପତି, ଓଡ଼ିଆ ବିଭାଗ ମୁଖ୍ୟ, ବୌଦ୍ଧ ପଞ୍ଚାୟତ ମହାବିଦ୍ୟାଳୟ, ବୌଦ୍ଧ ଓ ଡ. ପୁରୁଷୋତ୍ତମ ମିଶ୍ର, ଅଧ୍ୟକ୍ଷ, ପିପୁଲସ୍ କଲେଜ, ବୁଗୁଡ଼ା, ଗଞ୍ଜାମ ସମ୍ମାନିତ ବକ୍ତା ଭାବରେ ଯୋଗଦାନ କରି ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ଜୀବନୀ ଓ ତାଙ୍କ  କାବ୍ୟ, କବିତା ଓ ଅନ୍ୟ ସାହିତ୍ୟିକ କୃତି ଉପରେ ସ୍ମୃତି ଚରଣ କରି ପ୍ରକୃତି କୁ ବଞ୍ଚାଇବା ପାଈଁ କବି ଗଙ୍ଗାଧର ଆଜିର ର ଏ ଅବକ୍ଷୟ ଜଗତ କୁ ଆଧ୍ୟାତ୍ମିକ କ୍ଷେତ୍ରରେ ଅଗ୍ରସର ହେବାକୁ ପ୍ରଚେଷ୍ଟା ଜାରି ରଖିବାକୁ ଉଦ୍ୟମ କରି ଥିଲେ । ଏହି ସାରସ୍ୱତ ସଭାରେ ସୁବର୍ଣ୍ଣପୁର ଜିଲ୍ଲାର ସାହିତ୍ୟିକ,କବି,ଲେଖକ, ବୁଦ୍ଧିଜୀବୀ , ସାମ୍ୱାଦିକ ଓ ଜନସାଧାରଣ ଉପସ୍ଥିତ ଥିଲେ। ଏହି ଅବସରରେ ରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ଗଙ୍ଗାଧର ମେହେରଙ୍କ ରଚିତ କବିତା  ଆବୃତ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଓ କୃତି ଛାତ୍ର ଛାତ୍ରୀମାନଙ୍କୁ ଏହି ଅବସରରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ଏହି ଜୟନ୍ତୀ ଉତ୍ସବ ପାଳନ ପାଇଁ ମହାନଦୀ ସାହିତ୍ୟ ସଂସଦ ର ସଭାପତି, ସୌରଭ ରଞ୍ଜନ ଖମାରୀ, ସାରସ୍ୱତ ସଭାରେ ସଭାପତିତ୍ବ କରିଥିବା ବେଳେ ଓ ସାଧାରଣ ସମ୍ପାଦକ, ଶ୍ରୀ ଲକ୍ଷ୍ମୀ ନାରାୟଣ ସାହୁ ସଭା ସଂଯୋଜନା କରିଥିଲେ । ଶେଷରେ ମହାନଦୀ ସାହିତ୍ୟ ସଂସଦର ସହ- ସମ୍ପାଦକ ଶ୍ରୀ ବ୍ରତାନନ୍ଦ ଭୋଇ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like