-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ବିଶ୍ୱ ଆଦିବାସୀ ଦିବସ ପାଳନ |

09-Aug-2025



ପାଟଣାଗଡ଼ (ପୂର୍ଣ୍ଣ ଶଶୀ ଶେଖର ରାଓ ) ଆଦିବାସୀ ଭବନ ବ୍ରହ୍ମପୁରା ଠାରେ ବିଶ୍ୱ ଆଦିବାସୀ ଦିବସ ବ୍ଲକ ସଭାପତି ଭୁବନେଶ୍ୱର କୁଅଁରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି |  ପ୍ରଥମେ ଆଦିବାସୀ ଦେବାଦେବୀ ଓ ଆଦିବାସୀ ସ୍ୱାଧୀନତା ସଂଗ୍ରାମୀ ବିର୍ଷା ମୁଣ୍ଡା, ମାଧୋ ସିଂ ବରିହା, ସୁରେନ୍ଦ୍ର ସାଏ, ଅଇରୀ ସିଂ ବରିହା, ବଇରୀ ସିଂ ବରିହା, ହଟେ ସିଂ ବରିହା, କୁଞ୍ଜଳ ସିଂ ବରିହା, ତିଳକା ମାଝୀ, ରେଣ୍ଡୋ ମାଝୀ, ମାନ୍ଧାତା ସିଂ ମାଝୀ, ସମ୍ବିଧାନ ପ୍ରଣେତା ଡ଼ ବି. ଆର. ଆମ୍ବେଦକର, ଅସ୍ତ୍ରଶସ୍ତ୍ର ପୂଜନ କରାଯଇଥିଲା | ଜାତିସଂଘ ପ୍ରଥମେ 1982 ମସିହାରେ ଆଦିବାସୀ ମାନଙ୍କ ପ୍ରଥା, ପରମ୍ପରା, ଯାନୀ ଯାତ୍ରା, ପୂଜା ପଦ୍ଧତି, କଥା ଭାଷା, ବେଶ ପୋଷାକ, ରହିବା ଶୈଳୀ ଜୀବନ ଯାପନ, ଖାଦ୍ୟ ପେୟ କୁ ସୁରକ୍ଷା ଓ ସଂରକ୍ଷଣ କରିବା ପାଇଁ ପ୍ରସ୍ତାବ ଆଗତ କରାଯାଇଥିଲା | ପରବର୍ତ୍ତୀ ପର୍ଯ୍ୟାୟରେ ଏ ବିଷୟରେ  ସମ୍ପୂର୍ଣ ତଥ୍ୟ ସଂଗ୍ରହ କରି ପ୍ରଚାର ପ୍ରସାର କରାଯାଇ 1994 ମସିହା ଅଗଷ୍ଟ 9 କୁ ଜାତିସଂଘ ବିଶ୍ୱ ଆଦିବାସୀ ଦିବସ ଭାବେ ସାରା ବିଶ୍ୱରେ ପାଳନ କରିବା ପାଇଁ ଘୋଷଣା କରିଥିଲେ | ସେହିଦିନ ଠାରୁ ସାରା ବିଶ୍ୱରେ ବିଶ୍ୱ ଆଦିବାସୀ ଦିବସ କୋଣ ଅନୁକୋଣରେ ପାଳନ କରାଯାଉଛି | ଆଜି ମଧ୍ୟ ପାଟଣାଗଡ଼ ଆଦିବାସୀ ଭବନ ଠାରେ ବିଶ୍ୱ ଆଦିବାସୀ ଦିବସ ପାଳନ ଅବସରରେ ମୁଖ୍ୟ ଅତିଥି ଭାବରେ ପାଟଣାଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁନୀଲ ମିଞ୍ଜ,ବ୍ଲକ ସମ୍ପାଦକ ସାରଥୀ ବାଗ, ରାମଚନ୍ଦ୍ର ଧରୁଆ, ଗୌରାଙ୍ଗ ବରିହା, ଯୋଗେଶ୍ୱର ଭୋଇ, ପରୀକ୍ଷିତ ମାଝୀ, ପରମେଶ୍ୱର ରା଼ଏ, ଗୌତମ ବରିହା, ଥବୀର ରା଼ଏ,ଶ୍ରୀମତୀ ରେବତୀ ମାଝୀ, ଲଳିତ ମିର୍ଦ୍ଧା ଯୋଗଦେଇ ଆଦିବାସୀ ଦିବସର ଲକ୍ଷ ଉଦ୍ଦେଶ୍ୟ ବିଷୟରେ ଆଲୋକପାତ କରିଥିଲେ ଓ ଆଗାମୀ ଦିନରେ ଆଦିବାସୀ ହକ ଅଧିକାର ପାଇବା ପାଇଁ ସମସ୍ତେ ଗୋଟିଏ ମାଆର ସନ୍ତାନ ହୋଇ ଲଢ଼େଇ କରିବାକୁ ଆହ୍ୱାନ ଦେବା ସହିତ ସମାଜକୁ ବିକଶିତ ଓ ଦେଶର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ହେଲେ ନିଶାକୁ ନାଁ ଓ ଶିକ୍ଷାକୁ ଅଗ୍ରାଧିକାର ଦେବାକୁ କହିଥିଲେ | ପର୍ଯ୍ୟାୟ କ୍ରମେ ପାଟଣାଗଡ଼ ଉପଖଣ୍ଡକୁ ମଦମୁକ୍ତ ଉପଖଣ୍ଡ କରିବା ପାଇଁ ପ୍ରତ୍ୟେକ ପଞ୍ଚାୟତରେ ସଚେତନ ଶୋଭାଯାତ୍ରା କରିବାକୁ ନିଷ୍ପତ୍ତି ନେଇଥିଲେ | ଆଜିର କାର୍ଯ୍ୟକ୍ରମରେ ହୃଷିକେଶ ଭୋଇ, ମଦନ ମାଝୀ, ଭାବଗ୍ରାହୀ ବରିହା, ରାମ ବରିହା,ବିରଞ୍ଚି ବୁଡ଼େକ, ସରୋଜ ଭୋଇ, ନୀଳ ଧରୁଆ, ନିମେଇ କୁଅଁର, ସତ୍ୟ ବରିହା ସହଯୋଗ କରିଥିବାବେଳେ ସଂଘର ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇ ସଭା ପରିଚାଳନା ଓ ପିଣ୍ଟୁ ବୁଡ଼େକ ଧନ୍ୟବାଦ ଅର୍ପଣ କରିଥିଲେ | ସଭାରେ ପ୍ରତ୍ୟେକ ପଞ୍ଚାୟତ ରୁ ଶତାଧିକ ଆଦିବାସୀ ଯୋଗଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like