-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମେଦନା ଅଲେଖ ମହିମା ଧ୍ବନି ମନ୍ଦିରରେ ନବାନ୍ନ ଉତ୍ସବ ଓ ଯଜ୍ଞ କାର୍ଯ୍ୟକ୍ରମ

09-Aug-2025



(ମିହିର ଶଙ୍କର ପାତ୍ର)
  ଡାବୁଗାଁ ବ୍ଲକ ମେଦନା  ଗ୍ରାମର ଅଲେଖ ମହିମା ଧ୍ବନି ମନ୍ଦିରରେ ଜଗତ ଲୋକ ଓ ଭଗତ ଲୋକ ଙ୍କ ସହଯୋଗରେ ବିଶ୍ୱଶାନ୍ତି ପାଇଁ ଅଲେଖ ମହିମା ଯଜ୍ଞ ରାତ୍ରରୁ ସକାଳ ପର୍ଯ୍ୟନ୍ତ ଘିଅ ଓ ଅଲେଖ ମହିମା ଧ୍ବନିରେ ପରିବେଶ ଧର୍ମମୟ ହୋଇଥିଲା ।ଆଖପାଖ ଗାଁ ଚାଟିଗୁଡା , ବାଉଁଶ ବେଢ଼ା ,ଲାଞ୍ଜିଆ ଗୁଡା ,ସିନଦିକା ଗୁଡା ର ମହିମା ଧର୍ମ ପ୍ରମୁଖ ଯୋଗଦାନ ରେ         ବକଳ ଧାରୀ ବ୍ରହ୍ମ ଅବଧୂତ ରାମଚ଼ନ୍ଦ୍ର ବାବା  ଆନୁକୁଲ୍ୟରେ ମହିମା ଧର୍ମର ନବାନ୍ନ କାର୍ଯ୍ୟ ସମ୍ପାଦନ ହୋଇଥିଲା । ଅତିଥି ଭାବରେ  ସମାଜ ସେବୀ, ଧର୍ମପରାୟଣ  ଭାବଧାରାର ଶିକ୍ଷକ  ବାବୁଲାଲ ସାଗର ମହିମା ଧର୍ମର ନୀତି ମାନବ ଜୀବନ ପାଇଁ ଆଲୋକ ବର୍ତ୍ତିତା ର ଭାବନାକୁ ବୁଝାଇ ଥିଲେ,  ମହିମା ପୀଠର ବୃକ୍ଷ   ମାହାତ୍ମ ଓ ମହିମା ଧର୍ମ  ମାହାତ୍ମ ତୁଳନାତ୍ମକ ଚ଼ିତ୍ର ସହ ଆଲୋଚନା କରିଥିଲେ ।  ଉକ୍ତ କାର୍ଯ୍ୟକ୍ରମରେ  ରାମଦାସ ବାବା, ଗଙ୍ଗାଦାସ ବାବା,ଜଗବନ୍ଧୁ ଦାସ ବାବା,ନନ୍ଦଦାସ ବାବା, ଗୋବର୍ଦ୍ଧନ ଦାସ ବାବା,ନଳଦାସ ବାବା, ଯଦୁମଣି ଦାସ ବାବା , ପ୍ରଶାନ୍ତ ବୈରାଣୀ , ଧନୁର୍ଜୟ ଦାସ, ନରସିଂ ଦାସ ପ୍ରମୁଖ ଅଂଶ ଗ୍ରହଣ ରେ ପୂର୍ବତନ ଚେୟାର ମ୍ୟାନ ବଂଶୀଧର ମାଝୀ ,ପୂର୍ବତନ ସରପଞ୍ଚ ହିରଣ୍ୟ ମାଝୀ   ପ୍ରମୁଖ ଓ ଗ୍ରାମବାସୀ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like