-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ରକ୍ଷା ବନ୍ଧନରେ ନିଆରା ଢଙ୍ଗରେ; ବୃକ୍ଷ ସୁରକ୍ଷା ପାଇଁ ରାକ୍ଷୀ ବାନ୍ଧିଲେ ଝଗୁଡୁପାଲି ଗ୍ରାମବାସୀ

09-Aug-2025



କଣ୍ଟାମାଳ(ଜୟ କୁମାର ମହାରଣା): ସମଗ୍ର ଦେଶରେ ପାଳିତ ହେଉଛି ରକ୍ଷା ବନ୍ଧନ ଉତ୍ସବ, ଭାଇ ଭଉଣୀ ମଧ୍ୟରେ ରହିଥିବା ଅତୁଟ ବନ୍ଧନକୁ ମଜବୁତ କରିବା ସହ ଭଉଣୀର ସୁରକ୍ଷା ପାଇଁ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧି ସାକ୍ଷୀ ରଖିଥାଏ l ସେହିପରି ଆଜିର ଦୁନିଆରେ ବୃକ୍ଷ ଆମକୁ ସୁରକ୍ଷା ଦେବା ସହ ଆମ ମୂଲ୍ୟବାନ ଜୀବନକୁ ରକ୍ଷା କରୁଥିବା ହେତୁ ବୃକ୍ଷରାଜିର

ସୁରକ୍ଷା ଆମରି ଦାୟିତ୍ୱ ବୋଲି କଣ୍ଟାମାଳ ବ୍ଲକ ଝଗୁଡୁପାଲିଠାରେ ଅନୁଷ୍ଠିତ ବୃକ୍ଷ ରକ୍ଷାବନ୍ଧନ କାର୍ଯ୍ୟକ୍ରମରେ ଅତିଥିମାନେ ମାତବ୍ୟକ୍ତ କରିଛନ୍ତି l  ଆଜି ପୂର୍ବାହ୍ନରେ ଅନୁଷ୍ଠିତ ଉତ୍ସବରେ ମୂଖ୍ୟ ଅତିଥିଭାବେ ଜିଲ୍ଲା ପରିଷଦ ଉପାଧ୍ୟାକ୍ଷ ଶଙ୍କର୍ଷଣ ପ୍ରଧାନ, ଦୁଇ ନଂ ନମ୍ବର ଜ଼ିଲ୍ଲା ପରିଷଦ ସଭ୍ୟା ପଦ୍ମାଳୟା ପ୍ରଧାନ, ବରିଷ୍ଠ ସାମ୍ବାଦିକ ଦିବ୍ୟଶଙ୍କର ରାଉତ, ବିଜେପି ଯୁବାମୋର୍ଚ୍ଚା ସାଧାରଣ ସମ୍ପାଦକ ଓମ ପ୍ରକାଶ ମିଶ୍ର,

ଯୁବନେତା ଅନିଲ ପ୍ରଧାନ ଖଲିଆପାଲି ଗ୍ରା. ପ ସରପଞ୍ଚ ପ୍ରତିନିଧି ଜେମାକାନ୍ତ ନାୟକ ପ୍ରମୁଖ ଉପସ୍ଥିତ ରହି ବୃକ୍ଷ ପୂଜା କରିବା ସହ ବୃକ୍ଷରାଜିରେ ରାକ୍ଷୀ ବାନ୍ଧି ଥିଲେ l ଉପସ୍ଥିତ ଅତିଥି ମାନେ ଗ୍ରାମବାସୀଙ୍କ ଏଭଳି ଜଙ୍ଗଲ ସୁରକ୍ଷା ଓ ବୃକ୍ଷ ରକ୍ଷା ବନ୍ଧନ ଭଳି ମହତ କାର୍ଯ୍ୟକୁ ଭୁୟଶୀ ପ୍ରଶଂସା କରିଥିଲେ l ସମସ୍ତ କାର୍ଯ୍ୟକ୍ରମକୁ ଠାକୁର ନାୟକ ସଂଯୋଜନା କରିଥିବା ବେଳେ ଗ୍ରାମର ଶତାଧିକ ମହିଳା, ପୁରୁଷ, ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like