-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଦେବଗଡ ଗ୍ରାମ ଠାରେ ବଳଦେବ ଜୀଉ ଙ୍କ ଜନ୍ମ ଉତ୍ସବ ଓ ରକ୍ଷା ବନ୍ଧନ ଉତ୍ସବ ପାଳନ

10-Aug-2025



ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅଧିନସ୍ଥ ଦେବଗଡ଼ ଗ୍ରାମ ସ୍ଥିତ ରଘୁନାଥ ଜୀଉ ମନ୍ଦିର ପ୍ରାଙ୍ଗଣରେ ଭାରତୀୟ କିସାନ ସଂଘ ବୌଦ୍ଧ ଆନୁକୂଲ୍ୟରେ ବଳଦେବଜୀଉ ଙ୍କ ଜନ୍ମ ଉତ୍ସାବ ଓ ସାମୁହିକ ରକ୍ଷାବନ୍ଧନ କାର୍ଯ୍ୟକ୍ରମ ପାଳନ ହୋଇଅଛି । ଏହି ଉସବରେ ସ୍ଥାନୀୟ ଜନସାଧାରଣ, ଜିଲ୍ଲା କିସାନ ସଂଘ ର ସଦସ୍ୟ ଓ କର୍ମକର୍ତ୍ତା, ମନ୍ଦିର ପରିଚାଳନା କମିଟି ସଦସ୍ୟଙ୍କ ସହଯୋଗରେ ଉତ୍ସବକୁ ସାଫଲ୍ୟମଣ୍ଡିତ କରିଥିଲେ l ଏହି ସମାରୋହରେ ଉପସ୍ଥିତ ଭଉଣୀ ମାନେ ସମସ୍ତଙ୍କୁ ରାକ୍ଷୀ ପିନ୍ଧାଇ ମିଠା ଖୁଆଇ ଥିଲେ, ଏବଂ ଚାଷୀ ସମସ୍ୟାକୁ ଲାଘବ କରିବା ନିମିତ୍ତ ଓ ଉତ୍ତମ ଜଳସେଚନର ସୁବିଧା ପ୍ରାପ୍ତ କରିବା ହେତୁ ସ୍ଥାନୀୟ ବହୁ ପ୍ରତିକ୍ଷୀତ ଗୁରୁଜୀମୁଣ୍ଡାର ଗମ୍ଭୀରଦର୍ହ ଠାରେ ଏକ ବହୁମୁଖୀ ଜଳଭଣ୍ଡାରର ଆବଶ୍ୟକତାକୁ ଗୁରୁତ୍ୱ ଦେଇ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା l ଏହି ଆଲୋଚନାରେ ସ୍ଥାନୀୟ ବିଧାୟକ, ସାଂସଦ ଏବଂ ପ୍ରଶାସନ ଜରିଆରେ ଦାବିପତ୍ର ଦେଇ ପ୍ରସ୍ତାବିତ ବହୁମୁଖୀ ଜଳଭଣ୍ଡାରର ନିର୍ମାଣ କାର୍ଯ୍ୟକୁ ଯଥାଶୀଘ୍ର ଆରମ୍ଭ କରିବା ନିମିତ୍ତ ସରକାରଙ୍କ ଠାରେ ଦାବିପତ୍ର ଦେବାକୁ ସ୍ଥିର ହେଲା l ତଦସହିତ ସ୍ଥାନୀୟ ବୌଦ୍ଧ ରେଳଷ୍ଟେସନ ଠାରେ ଚାଷୀମାନଙ୍କୁ ଚାଷକାର୍ଯ୍ୟରେ ଉତ୍ତମ ସହଯୋଗ ନିମିତ୍ତ ଏକ ସାର ରେକର ବ୍ୟବସ୍ଥା କରିବାକୁ ସରକାରଙ୍କ ଦୃଷ୍ଟିଗୋଚର କରିବାକୁ ସ୍ଥିର ହେଲା, ପରିଶେଷରେ ମନ୍ଦିର ପରିଚାଳନା କମିଟି ଦ୍ୱାରା ଭଜନ କୀର୍ତ୍ତନ ପରିବେଷଣ ହୋଇ ସଭାସାଙ୍ଗ ହେଲା,
ଉକ୍ତ କାର୍ଯ୍ୟକ୍ରମକୁ ଜିଲ୍ଲା କିସାନ ସଂଘ ସଭାପତି ସର୍ବଶ୍ରୀ ଭୋଳଗିରି ସାହୁ, ସୂର୍ଯ୍ୟ ନାରାୟଣ ମହାପାତ୍ର, ଶମ୍ଭୁପ୍ରସାଦ ପ୍ରଧାନ, ଦୁତିବାହନ କମ୍ପ, ସୁଶୀଲ କୁମାର ଭୋକ୍ତା, ପ୍ରକାଶ ଦାସ, ଶରତ କୁମାର ମାଝୀ, ଭବାନୀ ଶଙ୍କର ବିଶ୍ୱାଳ, ଦୁର୍ଗା ମହାକୁଡ଼ ଓ ଅନ୍ୟ ମାନେ ଉପସ୍ଥିତ ଥିଲେ l

(ରିପୋର୍ଟ: ମନୋରଞ୍ଜନ ତ୍ରିପାଠୀ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like