-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ରାଜ୍ୟ

୧୮୯ ବାଟାଲିୟନ ସିଆରପିଏଫ କ୍ୟାମ୍ପରେ ଜେଏସଏମ ମହାବିଦ୍ୟାଳୟର ଦ୍ୱାରା ରକ୍ଷା ବନ୍ଧନ ପାଳିତ

10-Aug-2025



ବଲାଙ୍ଗୀର(ଦେବାଶିଷ ବହିଦାର): ରାକ୍ଷୀପୂର୍ଣ୍ଣୀମା-ଭାଇଭଉଣୀଙ୍କ ଅମୂଲ୍ୟ ସମ୍ପର୍କ, ପ୍ରେମ ଓ ସୁରକ୍ଷାର ପବିତ୍ର ପ୍ରତୀକ। ଏହି ପାବନ ଅବସରକୁ ଅନନ୍ୟ ଭାବେ ପାଳନ କରିବା ପାଇଁ, ବଲାଙ୍ଗୀର ଜେଏସଏମ କଳା, ବିଜ୍ଞାନ ଓ ବାଣିଜ୍ୟ ମହାବିଦ୍ୟାଳୟର ଛାତ୍ରୀମାନେ ଏବଂ ଶିକ୍ଷୟତ୍ରୀମାନେ ୧୮୯ ବାଟାଲିୟନ ସିଆରପିଏଫ କ୍ୟାମ୍ପ ପରିସରକୁ ଯାଇ ସୈନିକମାନଙ୍କ ସହିତ ହୃଦୟସ୍ପର୍ଶୀ ରକ୍ଷାବନ୍ଧନ ପର୍ବ ପାଳନ କରିଛନ୍ତି  ।
ସାହସ ଓ ସମର୍ପଣର ପ୍ରତୀକ ସେହି ସୈନିକମାନଙ୍କ ହାତରେ ପ୍ରେମ ଓ କୃତଜ୍ଞତାର ରାକ୍ଷୀ ବାନ୍ଧି, ଭାଇ-ଭଉଣୀଙ୍କ ସୁରକ୍ଷାର ଅବିଚ୍ଛିନ୍ନ ବନ୍ଧନକୁ ସ୍ମରଣ କରାଇଛନ୍ତି । ପାରମ୍ପାରିକ ରୀତି-ରିବାଜ ସହିତ ହସ, ଆନନ୍ଦ ଓ ଭାବନାରେ ପରିପୂର୍ଣ୍ଣ ହୋଇ ଏହାକୁ ପଳନ କରିବା ସହିତ ଅନୁଷ୍ଠାନରେ କଲେଜ ଅଧ୍ୟକ୍ଷ ସିଏ ଶ୍ରୀକାନ୍ତ ଶର୍ମା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ, ଦେଶ ସୁରକ୍ଷାରେ ସୈନିକମାନଙ୍କ ଅଦମ୍ୟ ପ୍ରତିବଦ୍ଧତା ପ୍ରତି ଗଭୀର ସମ୍ମାନ ପ୍ରକାଶ କରିଥିଲେ।
ଏହି ଅବସରରେ ବାଟାଲିୟନ କମାଣ୍ଡାଣ୍ଟ ଶ୍ରୀ ପ୍ରଶାନ୍ତ କୁମାର ସାହୁ ଓ ଡେପୁଟି କମାଣ୍ଡାଣ୍ଟ ଶ୍ରୀ ସରୱାର ଖାନ ମଞ୍ଚାସୀନ ହୋଇ, ଛାତ୍ରୀମାନଙ୍କର ଏହି ସ୍ନେହମୟ ପ୍ରୟାସକୁ ସ୍ୱାଗତ କରିଥିଲେ।
ସମାଜ ଓ ସଶସ୍ତ୍ର ବାହିନୀ ମଧ୍ୟରେ ପ୍ରେମ, ଆଦର ଓ ସମ୍ମାନର ସେତୁ ଗଢ଼ିଥିବା ଏହି ରକ୍ଷାବନ୍ଧନ ଉତ୍ସବ, ମାନବୀୟ ସମ୍ବେଦନାର ସୁଗନ୍ଧରେ ପରିପୂର୍ଣ୍ଣ ହୋଇ ଦୀର୍ଘ ସ୍ମୃତିରେ ପରିପୂର୍ଣ୍ଣ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like