-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଶ୍ରାବଣ ପୂର୍ଣମୀ ରେ ନୀଳକଣ୍ଠେଶ୍ଵର ବାବା ଙ୍କ ବରଫାନି ଅଭିଷେକ

10-Aug-2025



ତରଭା(କପିଳାସ ସେଠ୍): ତରଭା ଅଞ୍ଚଳର ପୁରାତନ ଶୈବ ପୀଠ ନୀଳକଣ୍ଠେଶ୍ଵର ବାବା ଙ୍କ ପୀଠରେ ଶ୍ରାବଣ ପୂର୍ଣ୍ଣିମା ତଥା ରାକ୍ଷୀ ପୂର୍ଣ୍ଣିମା ଅବସରରେ ହଜାର ହଜାର ଭକ୍ତ ଓ ଶ୍ରଦ୍ଧାଳୁ, ବୋଲବମ ଭକ୍ତ ଙ୍କସମାଗମ ହୋଉ ଥିବାର ଦେଖାଯାଇଥିଲା ରାତ୍ରି ୩ ଟା ସମୟ ରୁ ମନ୍ଦିର ଖୋଲା ଯାଇ ନୀତି lସାନ୍ନଓ ନୀତି ଆଳତି ଦିଆଯିବା ପରେ ସାଧାରଣ ଦର୍ଶନ ଆରମ୍ଭ ହୋଇ ଥିଲା I ଭକ୍ତ ଶନିବାର ଦିନ ୧୧ ଟା ସମୟପରେ ମନ୍ଦିର ପୂଜକ ଜନାର୍ଦ୍ଦନ ଥାନାପତି, ଗୋବର୍ଦ୍ଧନ ଥାନାପତି,ଓ ଠେଳକୋ ମୁଣ୍ଡା ହନୁମାନମଠ ର ଅଭିମନ୍ୟୁ ବାବା ଙ୍କ ତତ୍ୱାବଧାନ ରେନୀଳକଣ୍ଠେଶ୍ଵର ବାବାଙ୍କୁ ବରଫାନି ଅଭିଷେକ କରାଯାଇ ଥିଲା  I ଅଞ୍ଚଳ ରେ ନୁଆଁ କାର୍ଯ୍ୟକ୍ରମ ବାବା ଙ୍କ ବରଫାନି ଅଭିଷେକ ଦର୍ଶନ କରିବା ପାଇଁ ଶହ ଶହ ଭକ୍ତ ଙ୍କ ସମାଗମ ଦେଖା ଯାଇଥିଲା  I ଏହି କାର୍ଯ୍ୟ ରେ କର୍ତ୍ତା ଭାବରେ ପ୍ରବୋଧ ସାହୁ ଓ ସ୍ମତା ସାହୁ ଦାୟିତ୍ୟୁ ତୁଲାଇ ଥିବା ବେଳେମନ୍ଦିରପୂଜକ କୁଳମଣି ଥାନାପତି, ଆଭାସ ଥାନାପତି ଙ୍କ ସହ ପରିଚାଳନା କମିଟି ସଭାପତି ସନ୍ତୋଷ ସାହୁ ଓ ଶଙ୍କର ସାହୁ, ଗୁଞ୍ଜୁରୁ ଗୁରୁ, ପର୍ଶୁରାମ ସାହୁ ପ୍ରମୁଖ ବିଭିନ୍ନ କାର୍ଯ୍ୟ ରେ ସହ ଯୋଗ କରିଥିଲେ  I ସନ୍ଧ୍ୟା ପ୍ରୟନ୍ତ ଅଭିଷେକ ଦର୍ଶନ ପାଇଁ ଭକ୍ତ ସମାଗମ ରହିଥିଲା  I ଶ୍ରାବଣ ପୂର୍ଣ୍ଣିମା ଅବସରରେ ମନ୍ଦିର ପରିସରରେ ନୀଳକଣ୍ଠେଶ୍ଵର ଭଜନ କମିଟି ପକ୍ଷରୁ ଭଜନ ପରିବେଷଣ କରାଯାଇଥିଲା  I ତରଭା ବଡ ବନ୍ଧ ସ୍ଥିତ ବାବା ଧବଳେଶ୍ୱର, ମାଳି ପଡା ସ୍ଥିତ ବାଲୁଙ୍କେଶ୍ୱର ବାବା, ତେନ୍ତୁଳୀଖୁଣ୍ଟି ଗ୍ରାମର କୁଶଳେଶ୍ୱରବାବା, ପୁଆଗ୍ରାମର ଧବଳେଶ୍ୱର ବାବା, ବାରିକପାଳିଗ୍ରାମରେ କପଳେଶ୍ୱର ବାବା,  ମାଝୀପାଳିଗ୍ରାମର ସ୍ଵପ୍ନେଶ୍ଵର ବାବା, ବଇରାସର ଗ୍ରାମରେ

ଯୋଗେଶ୍ୱର ବାବା, ଝିଲ୍ଲୀ ମୁଣ୍ଡା ଗ୍ରାମରେ ବିମଳେଶ୍ୱର ବାବା,ସିଂହାରୀ ଗ୍ରାମରେ ସିଦ୍ଧେଶ୍ୱରବାବା, ଘାଟକଇଁତରା ଗ୍ରାମରେ କୁଶଳେଶ୍ୱର ବାବା, ଦେଉଳପଦର ଗ୍ରାମରେ ନରମେଦେଶ୍ୱରବାବା,ଙ୍କସମେତ ବ୍ରହ୍ମଣୀ, ପାଣିମୁରା, ଭଇଁସାପାଳି,, ଭଦ୍ରପାଳୀ ସ୍ଥିତ ଶୈବ ପୀଠ ମାନଙ୍କ ରେ ବୋଲବମ ଭକ୍ତ ମାନଙ୍କ ପକ୍ଷରୁ ମହାଦେବ ଙ୍କୁ ଜଳାଭିଷେକ କରାଯାଇ ଭକ୍ତ ମାନଙ୍କୁ ଅନ୍ନ ପ୍ରସାଦ ବଣ୍ଟନ କରାଯାଇ ଶ୍ରାବଣୀ ବ୍ରତ ସମାପନ କରାଯାଇଥିବାର ସୂଚନା ରହିଛି  I


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like