-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ବିଭିନ୍ନ ଅନୁଷ୍ଠାନ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ*- *ଶିଶୁ ଆଶ୍ରମ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ କଲେ ଜିଲ୍ଲାପାଳ*

10-Aug-2025



(ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଠାରେ ବିଭିନ୍ନ ଅନୁଷ୍ଠାନ ରେ ଭିନ୍ନ ଢ଼ଙ୍ଗରେ ପାଳନ କଲେ ରକ୍ଷା ବନ୍ଧନ ଉତ୍ସବ l ବାଳା ଶ୍ରମ ବା ଶିଶୁ ଆଶ୍ରମ   ଅନ୍ତେବାସୀଙ୍କ ସହିତ ଜିଲ୍ଲାପାଳ ଡ. ନୃପରାଜ ସାହୁ ପୁରା ପରିବାର ପହଞ୍ଚି ରାକ୍ଷୀ ପୂର୍ଣିମା ରେ ଛୋଟ ଛୋଟ ପିଲା ମାନଙ୍କୁ ରକ୍ଷା ବନ୍ଧନ କରି ମିଷ୍ଟାନ୍ନ ଓ ଫଳ ବଣ୍ଟନ କରି ପିଲା ଙ୍କ ସହ ବହୁ ସମୟ ଆଳାପ କରିଥିଲେ ଓ ପିଲା ଙ୍କୁ ଖୁସୀ କରିଥିଲେ l ଜିଲ୍ଲାପାଳ ଆଶ୍ରମ ର  ସମସ୍ୟା ବିଷୟ ରେ ବୁଝି ଥିଲେ l ସେହିପରି ବରିଷ୍ଠ ନାଗରିକ ସଂଘ ପକ୍ଷରୁ ମହାନଦୀ ରିଙ୍ଗ ରୋଡ ପାର୍ଶ୍ୱ ରେ ସମସ୍ତ କର୍ମ କର୍ତ୍ତା ସମାଜ କୁ ପରିବେଶ ସୁରକ୍ଷା ବାର୍ତ୍ତା ପ୍ରଦାନ କରି ବୃକ୍ଷ ମାନଙ୍କ ରେ ରାକ୍ଷୀ ବାନ୍ଧି ଥିଲେ l ଦିବ୍ୟ ଉର୍ଜ୍ଜ୍ୟା ଯୋଗ ସେବା ସମିତି ପକ୍ଷରୁ ଭିନ୍ନ କ୍ଷମ ବିଦ୍ୟାଳୟ ଛାତ୍ର ଛାତ୍ରୀ ଙ୍କ ସହିତ  ରକ୍ଷା ବନ୍ଧନ ଉତ୍ସବ ପାଳନ କରି ମିଷ୍ଟାନ୍ନ ବଣ୍ଟନ ଓ ନାଚ ଗୀତ ପରିବେଷଣ କରିଥିଲେ l କୋଶଳ ଆବାସିକ ବିଦ୍ୟାଳୟ ର ଛାତ୍ର ଛାତ୍ରୀ ଶିକ୍ଷକ ଶିକ୍ଷୟତ୍ରୀ ଜିଲ୍ଲାପାଳ , ଏସପି, ଏସ ଡି ପି ଓ ଙ୍କ ସହ ବିଭିନ୍ନ ବିଶିଷ୍ଟ ବ୍ୟକ୍ତି ଙ୍କୁ ରକ୍ଷା ବନ୍ଧନ କରି ଜିଲ୍ଲା ସୁରକ୍ଷା ଓ ବିକାଶ କାର୍ଯ୍ଯ କରିବାକୁ ମା ସୁରେଶ୍ଵରୀ ଙ୍କ ଠାରୁ ଶକ୍ତି ପ୍ରଦାନ ପାଇଁ ଶୁଭ ମନାସି ଥିଲେ l ଓ ତାଙ୍କ ଠାରୁ ଆଶୀର୍ବାଦ ନେବାର ସୌଭାଗ୍ୟ ଅର୍ଜନ କରିଥିଲେ l ସେହିପରି ଜିଲ୍ଲା ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଆର୍ ଟି ଓ ଅକ୍ଷୟ ଜେନା ଙ୍କ ନେତୃତ୍ଵ ରେ ବ୍ଲକ୍ ଛକ ଠାରେ ଏକ ଅଭିନବ ଢଙ୍ଗ ରେ ରକ୍ଷା ବନ୍ଧନ ଉତ୍ସବ ପାଳନ କରିଥିଲେ l ସୋନପୁର ନର୍ସିଂ ସ୍କୁଲ ଛାତ୍ରୀ ଙ୍କ ଦ୍ଵାରା  ଗାଡ଼ି ଚାଳକ ଙ୍କୁ ରାକ୍ଷୀ ବାନ୍ଧି ଦୀର୍ଘାୟୁ କାମନା କରି ଥିଲେ ଓ ନିଜର ବହୁ ମୂଲ୍ୟ ଜୀବନ ବଞ୍ଚାଇବାକୁ ହେଲମେଟ ବ୍ୟବହାର ସହ ମୋଟର ଯାନ ନିୟମ ସବୁ କୁ ମାନିବାକୁ ମିଠା ଖୁଆଇ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like