-+91-9937148622 |

prerana_bgr@rediffmail.com |

  Friday 26th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ    (25-Jun-2026)       ||      ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   (25-Jun-2026)       ||      ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   (25-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ଵଜ୍ରାଘାତ ରେ ଜଳିଗଲା ଅସହାୟ ମହିଳାଙ୍କ ଘର   (25-Jun-2026)       ||      ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସହରାଞ୍ଚଳ ଜନସମ୍ପର୍କ ଓ ନାଗରିକ ସହଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ବାଦୀମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା   (25-Jun-2026)       ||      ବିକାଶ ର ଧାରା ଓଡିଶା ସାରା ଅବସରରେ ରତାଖଣ୍ଡି ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଵା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ    (25-Jun-2026)       ||      ଭାରତ ମାତା ସେବାନ୍ୟାସ ତରଫରୁ ୧୦୮ ଫୁଟ ଉଚ୍ଚ ଭଗୱା ଧ୍ବଜ ଏବଂ ଭାରତ ମାତା ମନ୍ଦିର ନିର୍ମାଣ ର ଭୂମି ପୂଜନ ପାଇଁ ଦେବ ନିମନ୍ତ୍ରଣ   (25-Jun-2026)       ||      ବିବାହ ବନ୍ଧନରେ ବାନ୍ଧି ହେଲେ ବିଜୟଶଙ୍କର: ପୂର୍ବରୁ ପ୍ରେମ ସମ୍ପର୍କକୁ ନେଇ ବିବାଦରେ ଥିଲେ   (25-Jun-2026)       ||      ୩୨୯ କଇଁଛ ଜବତ,୩ ଅଭିଯୁକ୍ତ ଗିରଫ    (25-Jun-2026)       ||     

HOME   ଜିଲ୍ଲା

ବୟସ୍କ ବୃଦ୍ଧାଙ୍କୁ ହତ୍ୟା କଲେ ପୁଅ ବୋହୁ

10-Aug-2025



ଗଞ୍ଜାମ ଜିଲ୍ଲା ଆସ୍କା ଥାନା ଅନ୍ତର୍ଗତ ଦନ୍ତାରିବଗଡ ଗ୍ରାମରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଯାହାକି ବାପା ମା ଙ୍କ ଭତ୍ତା ଟଙ୍କା ଓ ଜମି ଚାଷ ନେଇ ଲକ୍ଷ୍ମୀ ବରାଡ ନାମ୍ନୀ ଜଣେ ବୃଦ୍ଧା ଙ୍କୁ ପୁଅ ଓ ବୋହୁ ତଣ୍ଟିଚିପି ହତ୍ୟା କରିଛନ୍ତି ବୋଲି ମୃତା ମହିଳାଙ୍କ ସମ୍ପର୍କିୟ ମାନେ ଅଭିଯୋଗ କରିଛନ୍ତି। ଅଞ୍ଚଳ ବାସିନ୍ଦାଙ୍କ ଠାରୁ ଶୁଣିବାକୁ ମିଳିଛି ଯେ ମୃତା ମହିଳାଙ୍କ ଦୁଇ ପୁଅ ଙ୍କ ମଧ୍ୟରୁ ସାନ ପୁଅ ଘରର କିଛି ଜମି ଓ ବାପା ମାଙ୍କ ଭତା ଟଙ୍କା କୁ ନେଇ ପ୍ରାୟ ଦିନ ପାଟିତୁଣ୍ଡ କରୁଥିଲେ ଓ ବାପା ମାଙ୍କୁ ମାରଧର କରୁଥିଲା। କିନ୍ତୁ ଆଜି ସକାଳ ୧୦ ଟା ବେଳେ ମା ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ସମ୍ପର୍କୀୟ ଲୋକ ଚିକିତ୍ସା ପାଇଁ ଆସ୍କା ଉପଖଣ୍ଡ ଡ଼ାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ଆସ୍କା ପୋଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

(କୈଳାଶ ଚୌଧୁରୀ ଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   26-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   26-Jun-2026
  ଜିଲ୍ଲା  
ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   26-Jun-2026
  ଜିଲ୍ଲା  
୨୮୦ ବ୍ୟାଗ୍ ଡିଏପି ସାର ଜବତ   26-Jun-2026
  ଜିଲ୍ଲା  
ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   26-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
୧୩ବର୍ଷୀୟ ବାଳକକୁ ମାରପିଟ୍ କରି ମୋବାଇଲ୍ ଲୁଟ୍ କରିଥିବା ଯୁବକଙ୍କୁ ଗିରଫ୍ କଲା ପୋଲିସ   25-Jun-2026
  ଜିଲ୍ଲା  
ପାଚିକା ପଦବୀରେ ଚଞ୍ଚକତା, ୩ ଦରଖାସ୍ତକାରୀଙ୍କ ଅନଶନ   25-Jun-2026
  ଜିଲ୍ଲା  
ଦିଲ୍ଲୀ ହାଉଜ ଖାସ ମନ୍ଦିରରେ ରଥଯାତ୍ରା ପାଇଁ ପ୍ରସ୍ତୁତି   25-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   25-Jun-2026

You Might Also Like