-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||     

HOME   ଦେଶ ବିଦେଶ

ଦିଲ୍ଲୀରେ ସ୍ଥିତି ଅସମ୍ଭାଳ : ଲାଲ କିଲ୍ଲା ଉପରକୁ ଚଢିଗଲେ ଉତ୍ତ୍ୟକ୍ତ ଚାଷୀ, ପୋଲିସ ସହ ଧସ୍ତାଧସ୍ତି ବେଳେ ଟ୍ରାକ୍ଟର ଓଲଟି ଜଣେ ଚାଷୀ ମୃତ

26-Jan-2021



ନୂଆଦିଲ୍ଲୀ (ପ୍ରେରଣା ଖବର ବ୍ୟୁରୋ) : ଦିଲ୍ଲୀରେ ଟ୍ରାକ୍ଟର ମାର୍ଚ୍ଚ ବେଳେ ବ୍ୟାପକ ହିଂସା ଦେଖିବାକୁ ମିଳିଛି । ପୋଲିସ ଏବଂ ଚାଷୀମାନଙ୍କ ମଧ୍ୟରେ ପ୍ରବଳ ଧସ୍ତଧସ୍ତି ଜାରୀ ରହିଛି । ଅନୁମତି ନଥିବା ସ୍ଥାନମାନଙ୍କରେ ବଳପୂର୍ବକ ଧସେଇପଶିଛନ୍ତି ଚାଷୀ । କଡା ସୁରକ୍ଷା ବଳୟରେ ଥିବା ଲାଲକିଲ୍ଲାକୁ ମଧ୍ୟ ଛାଡି ନାହାନ୍ତି ଚାଷୀ । ଉତ୍ତ୍ୟକ୍ତ ଚାଷୀମାନେ ଲାଲକିଲ୍ଲା ମଧ୍ୟକୁ ଧସେଇପଶିଛନ୍ତି । ପ୍ରଦର୍ଶନକାରୀ ଚାଷୀମାନେ ଲାଲକିଲ୍ଲା ଉପରକୁ ମଧ୍ୟ ଚଢିଯାଇଛନ୍ତି । ଚାଷୀମାନେ ବିଭିନ୍ନ ସଂଗଠନର ପତାକା ଧରି ଲାଲକିଲ୍ଲା ଉପରକୁ ଚଢିଯିବା ସହିତ ବିଭିନ୍ନ ନାରା ଦେଇଥିଲେ । ଏବେ ମଧ୍ୟ ଅନେକ ସ୍ଥାନରେ ହିଂସା ଜାରି ରହିଛି । ଚାଷୀମାନଙ୍କୁ ଅଟକାଇବା ପାଇଁ ନୟାନ୍ତ ହୋଉଗଲାଣି ପୋଲିସ ।  

ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ ପାଇଁ ପ୍ରତିଶ୍ରୁତି ଦେବା ପରେ ଏବେ କିନ୍ତୁ ତାର ଓଲଟା ଦେଖିବାକୁ ମିଳୁଛି । ଅନୁମତି ନଥାଇ ବିଭିନ୍ନ ସ୍ଥାନରେ ଚାଷୀମାନେ ଉଗ୍ର ପ୍ରଦର୍ଶନ କରୁଛନ୍ତି । ତେବେ ଏହାରି ଆଉ ଏକ ବଡ ଖବର ସାମ୍ନାକୁ ଆସିଛି । ପୋଲିସ ସହ ଧସ୍ତାଧସ୍ତି ବେଳେ ଜଣେ ଚାଷୀଙ୍କର ଟ୍ରାକ୍ଟର ଓଲଟିଯିବାରୁ ଚାଳକଙ୍କର ମୃତ୍ୟୁ ଘଟିଛି ।
ଗଣତନ୍ତ୍ର ଦିବସରେ କୃଷି ଆଇନ ବିରୁଦ୍ଧରେ ଆନ୍ଦୋଳନ ଜାରି ରଖିଥିବା ଚାଷୀମାନେ ଦିଲ୍ଲୀ ରାଜପଥରେ ହଙ୍ଗାମା କରିଛନ୍ତି । ଚାଷୀଙ୍କୁ ରୋକିବା ପାଇଁ ପୋଲିସ ନୟାନ୍ତ ହୋଇସାରିଲାଣି । ଚାଷୀ ସଂଗଠନମାନଙ୍କୁ ଅନେକ ସର୍ତ୍ତ ସହିତ ଆନ୍ଦୋଳନ କରିବା ପାଇଁ ଅନୁମତି ଦେଇଥିଲା ଦିଲ୍ଲୀ ପୋଲିସ । କିନ୍ତୁ ଟ୍ରାକ୍ଟର ମାର୍ଚ୍ଚ ବେଳେ ଏହାର ଠିକ୍‌ ଓଲଟା ଦେଖିବାକୁ ମିଳିଛି । ଦିଲ୍ଲୀର ବିଭିନ୍ନ ସୀମାରେ ଚାଷୀମାନେ ଅନୁପ୍ରବେଶ କରିଛନ୍ତି । ପୋଲିସ ପକ୍ଷରୁ ଲଗାଯାଇଥିବା ବ୍ୟାରିକେଡ୍‌ ଭାଙ୍ଗି ଧସେଇ ପଶିଛନ୍ତି ଚାଷୀ ।

ଚାଷୀଙ୍କ ଉଗ୍ର ପ୍ରଦର୍ଶନକୁ ଦେଖି କଂଗ୍ରେସ ନେତା ରାହୁଲ ଗାନ୍ଧି, କୃଷି ଆଇନକୁ ପ୍ରତ୍ୟାହାର କରିବା ପାଇଁ ସରକାରଙ୍କୁ ଅପିଲ କରିଛନ୍ତି । ଟ୍ବିଟ୍ କରି ରାହୁଲ ଗାନ୍ଧି କହିଛନ୍ତି, ‘ହିଂସା କୌଣସି ସମସ୍ୟାର ସମାଧାନ ନୁହେଁ । ଧସ୍ତାଧସ୍ତି ମଧ୍ୟରେ ଯେଉଁମାନେ ବି ଆହତ ହୁଅନ୍ତୁ, ଆମ ଦେଶର ହିଁ କ୍ଷତି ହେଉଛି । ଦେଶର ହିତ ପାଇଁ କୃଷି ବିରୋଧି ଆଇନ ପ୍ରତ୍ୟାହାର କରନ୍ତୁ’ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026
  ରାଜନୀତି  
ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   25-Sep-2026
  ଜିଲ୍ଲା  
*ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   25-Sep-2026
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026

You Might Also Like